Posted inଜାତୀୟ

ଭାରତର ଏହି ନେତାଙ୍କୁ ଧମକ ଦେଲେ ଖଲିସ୍ତାନୀ ନେତା ପନ୍ନୁ

ନୁଆଦିଲ୍ଲୀ,୨୨।୭: ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତଓ୍ବନ୍ତ ସିଂ ପନ୍ନୁ ବିଦେଶରେ ବସି ଭାରତୀୟ ନେତାମାନଙ୍କୁ ଧମକ ଦେଉଛନ୍ତି। ପନ୍ନୁଙ୍କ ଆତଙ୍କବାଦୀ ସଂଗଠନ ’ଶିଖ ଫର ଜଷ୍ଟିସ’ କେରଳର କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ (ମାର୍କ୍ସବାଦୀ) -ସିପିଆଇ (ଏମ)ର ରାଜ୍ୟ ସଭା ଏମ୍‌ପି ଭି ସିଭାଦାସନଙ୍କୁ ଧମକ ଦେଇଛନ୍ତି। ସେ କହିଛନ୍ତି, ପନ୍ନୁଙ୍କ ଦ୍ୱାରା କରାଯାଇଥିବା ଧମକପୂର୍ଣ୍ଣ ଆହ୍ବାନରେ କୁହାଯାଇଥିଲା ଯେ, ସେ ଲାଲ କିଲ୍ଲା ଏବଂ ସଂସଦକୁ ଉଡ଼ାଇବାକୁ ଯାଉଛନ୍ତି। ଏନେଇ ସିଭାଦାସନ ଦିଲ୍ଲୀ ପୋଲିସ ନିକଟରେ ଅଭିଯୋଗ କରିଛନ୍ତି।
ଶିବଦାସନ ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନଖରଙ୍କୁ ଚିଠି ଲେଖିଛନ୍ତି, ପନ୍ନୁଙ୍କ ସଂଗଠନ ତାଙ୍କୁ ଧମକ ଦେଇଛି। ଜୁଲାଇ ୨୧, ୨୦୨୪ ଅପରାହ୍ନ ୧୧.୩୦ରେ ମୁଁ ଆଇଜି ବିମାନବନ୍ଦରରେ ଥିବାବେଳେ ଶିଖ ଫର୍‌ ଜଷ୍ଟିସ୍‌ ବୋଲି ଦାବି କରୁଥିବା ନମ୍ବରରୁ ଏକ ଧମକପୂର୍ଣ୍ଣ କଲ ପାଇଲି। ଭାରତ ସରକାର ଶିଖ ଫର୍‌ ଜଷ୍ଟିସ୍‌ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଗୁରୁପତଓ୍ବନ୍ତ ସିଂ ପନ୍ନୁ ଆମେରିକା କିମ୍ବା କାନାଡାରେ ଲୁଚି ରହିଥିବା କୁହାଯାଉଛି। ସେ ବିଦେଶୀ ମାଟିରୁ ଭାରତ ବିରୋଧରେ ଷଡଯନ୍ତ୍ର ରଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri