Posted inଜାତୀୟ

ଭାରତର ଏହି ନେତାଙ୍କୁ ଧମକ ଦେଲେ ଖଲିସ୍ତାନୀ ନେତା ପନ୍ନୁ

ନୁଆଦିଲ୍ଲୀ,୨୨।୭: ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତଓ୍ବନ୍ତ ସିଂ ପନ୍ନୁ ବିଦେଶରେ ବସି ଭାରତୀୟ ନେତାମାନଙ୍କୁ ଧମକ ଦେଉଛନ୍ତି। ପନ୍ନୁଙ୍କ ଆତଙ୍କବାଦୀ ସଂଗଠନ ’ଶିଖ ଫର ଜଷ୍ଟିସ’ କେରଳର କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ (ମାର୍କ୍ସବାଦୀ) -ସିପିଆଇ (ଏମ)ର ରାଜ୍ୟ ସଭା ଏମ୍‌ପି ଭି ସିଭାଦାସନଙ୍କୁ ଧମକ ଦେଇଛନ୍ତି। ସେ କହିଛନ୍ତି, ପନ୍ନୁଙ୍କ ଦ୍ୱାରା କରାଯାଇଥିବା ଧମକପୂର୍ଣ୍ଣ ଆହ୍ବାନରେ କୁହାଯାଇଥିଲା ଯେ, ସେ ଲାଲ କିଲ୍ଲା ଏବଂ ସଂସଦକୁ ଉଡ଼ାଇବାକୁ ଯାଉଛନ୍ତି। ଏନେଇ ସିଭାଦାସନ ଦିଲ୍ଲୀ ପୋଲିସ ନିକଟରେ ଅଭିଯୋଗ କରିଛନ୍ତି।
ଶିବଦାସନ ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନଖରଙ୍କୁ ଚିଠି ଲେଖିଛନ୍ତି, ପନ୍ନୁଙ୍କ ସଂଗଠନ ତାଙ୍କୁ ଧମକ ଦେଇଛି। ଜୁଲାଇ ୨୧, ୨୦୨୪ ଅପରାହ୍ନ ୧୧.୩୦ରେ ମୁଁ ଆଇଜି ବିମାନବନ୍ଦରରେ ଥିବାବେଳେ ଶିଖ ଫର୍‌ ଜଷ୍ଟିସ୍‌ ବୋଲି ଦାବି କରୁଥିବା ନମ୍ବରରୁ ଏକ ଧମକପୂର୍ଣ୍ଣ କଲ ପାଇଲି। ଭାରତ ସରକାର ଶିଖ ଫର୍‌ ଜଷ୍ଟିସ୍‌ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଗୁରୁପତଓ୍ବନ୍ତ ସିଂ ପନ୍ନୁ ଆମେରିକା କିମ୍ବା କାନାଡାରେ ଲୁଚି ରହିଥିବା କୁହାଯାଉଛି। ସେ ବିଦେଶୀ ମାଟିରୁ ଭାରତ ବିରୋଧରେ ଷଡଯନ୍ତ୍ର ରଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri