Posted inଜାତୀୟ

ଭାରତକୁ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁନଙ୍କ ଧମକ

ନୂଆଦିଲ୍ଲୀ,୧୧ା୧୦: ଖଲିସ୍ତାନୀ ଆତଙ୍କବାଦୀ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁନ୍‌ ଅନ୍‌ଲାଇନରେ ଏକ ନୂଆ ଭିଡିଓ ଜାରି କରିଛନ୍ତି, ଯେଉଁଥିରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧମକ ଦେଇଛନ୍ତି। ଇସ୍ରାଏଲ୍‌-ପାଲେଷ୍ଟାଇନ୍‌ ଯୁଦ୍ଧରୁ ଶିକ୍ଷାଲାଭ କର, ନଚେତ୍‌ ଭାରତକୁ ସମାନ ପ୍ରତିକ୍ରିୟା ଅପେକ୍ଷା କରିଛି ବୋଲି ସେ କହିଛନ୍ତି। ଆମେରିକାରେ ବେଆଇନ ଶିଖ୍‌ସ ଫର୍‌ ଜଷ୍ଟିସ ସଂଗଠନର ମୁଖ୍ୟ ପନ୍ନୁନ୍‌ କହିଛନ୍ତି, ପଞ୍ଜାବରୁ ପାଲେଷ୍ଟାଇନ୍‌ ଆଧିପତ୍ୟ କରିଥିବା ଲୋକେ ପ୍ରତିକ୍ରିୟା ପ୍ରକାଶ କରିବେ ଏବଂ ହିଂସାର ଫଳ ହିଂସା ହେବ। ଭାରତ ଯଦି ପଞ୍ଜାବକୁ ଅକ୍ତିଆର କରିରଖେ, ତେବେ ଯେଉଁ ପ୍ରତିକ୍ରିୟା ସୃଷ୍ଟି ହେବ, ପ୍ରଧାନମନ୍ତ୍ରୀ ମୋଦି ସେଥିପାଇଁ ଦାୟୀ ରହିବେ ବୋଲି ପନ୍ନୁନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri