ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ସ୍ଥାୟୀ କୋଠାର ଭିତ୍ତିପ୍ରସ୍ତର

ବ୍ରହ୍ମପୁର ଅଫିସ,୧ା୭-ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ ସ୍ଥାପନର ୫ବର୍ଷ ପରେ ଏହାର ନିଜସ୍ବ କୋଠା ନିର୍ମାଣ ପ୍ରକ୍ରିୟା ଆରମ୍ଭ ହୋଇଛି। ପାଲୁରହିଲ୍‌ସ୍ଥିତ ସତଚିତ ଆନନ୍ଦ ବିହାରଠାରେ ବୁଧବାର ବିଶ୍ୱବିଦ୍ୟାଳୟର ଏକାଡେମିକ ବ୍ଲକ, ଅଡିଟୋରିୟମ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଭିଡିଓ କନଫରେନ୍ସ ଯୋଗେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ୨୦.୨ ଏକର ଅଞ୍ଚଳରେ ହେବାକୁ ଥିବା କ୍ୟାମ୍ପସ ପାଇଁ ପ୍ରାୟ ୨୨ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ୧୮ ମାସ ମଧ୍ୟରେ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଲକ୍ଷ୍ୟ ରଖାଯାଇଛି। ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ କୁଳପତି ପ୍ରଫେସର ଅମରେନ୍ଦ୍ର ନାରାୟଣ ମିଶ୍ର, ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ ପ୍ରଫେସର ଯୋଗେଶ୍ୱର ପାଣିଗ୍ରାହୀଙ୍କ ସମେତ ବିଶ୍ୱବିଦ୍ୟାଳୟର ସମସ୍ତ ବିଭାଗ ମୁଖ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପୋତାଗଡ଼ରେ ନାହିଁ ପାନୀୟ ଜଳ ବ୍ୟବସ୍ଥା, ପର୍ଯ୍ୟଟକ ହନ୍ତସନ୍ତ

ଗଞ୍ଜାମ,୨୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରୁ କିଛି ଦୂରରେ ରହିଛି ଐତିହାସିକ ପୋତାଗଡ଼ । ଏହି ପୁରାତନ ବ୍ରିଟିଶ ଅମଳର ପୋତାଗଡ଼ ଦୁର୍ଗକୁ ଦେଖିବା ପାଇଁ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?