ଖମାର ରେଞ୍ଜର ନିଲମ୍ବିତ

ଖମାର,୨୬।୧(ଡି.ଏନ୍‌.ଏ.): ଦେବଗଡ଼ ବନଖଣ୍ଡ ଖମାର ବନାଞ୍ଚଳ ରେଞ୍ଜର ଚନ୍ଦ୍ର ଶେଖର ଗଡ଼ନାୟକଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। କାର୍ଯ୍ୟରେ ଅବହେଳା, ବିଭିନ୍ନ ଅନିୟମିତତା ଏବଂ ସହ କର୍ମଚାରୀଙ୍କୁ ଦୁର୍ବ୍ୟବହାର ପାଇଁ ତାଙ୍କୁ ଦେବଗଡ଼ ପ୍ରଧାନ ବନ ସଂରକ୍ଷକ ନିଲମ୍ବନ କରିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ଗ ୧୬ ତାରିଖରେ ସହକର୍ମଚାରୀ ତଥା ପାରା ଫରେଷ୍ଟ କର୍ମଚାରୀ ସୁଶାନ୍ତ କୁମାର ବେହେରାଙ୍କୁ କାର୍ଯ୍ୟରତ ଥିବାବେଳେ ରେଞ୍ଜର ମାଡ଼ ମାରିବା ସହ ଦୁର୍ବ୍ୟହାର କରିବା ଘଟଣା ରେ ଖମାର ଥାନାରେ ଲିଖିତ ଅଭିଯୋଗ ହୋଇଥିଲା। ଏଥି ସହିତ ବନ ବିଭାଗର ଏକ ଟିମ୍‌ ଆସି ବିଭାଗୀୟ ତଦନ୍ତ ମଧ୍ୟ ଚଳାଇଥଲା। ତଦନ୍ତ ପରେ ରେଞ୍ଜ ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି। ଅନ୍ୟପଟେ ମୋର କାର୍ଯ୍ୟ ଦେଖି ହିଂସାରେ ମୋ ବିରୋଧରେ ଷଡଯନ୍ତ୍ର ହୋଇଥିବା ବନାଞ୍ଚଳ ଅଧିକରୀ ଗଡ଼ନାୟକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୯ କିଲୋମିଟରର ଅକୁହା କାହାଣୀ

ଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

ହର୍ମୁଜ ପ୍ରଣାଳୀରେ ଇରାନ ଅଭିମୁଖେ ଯାଉଥିବା ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ; ଆମେରିକା କଲାଣି ଏମିତି ଦାବି ଚିନ୍ତାରେ ପଡ଼ିଲାଣି ସାରା ବିଶ୍ୱ

ତେହରାନ,୩୧।୫: ଶନିବାର ଆମେରିକା ଚେତାବନୀ ଦେଇଛି ଯେ ଆବଶ୍ୟକ ହେଲେ ଇରାନ ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ପ୍ରସ୍ତୁତ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁନର୍ବାର କହିଛନ୍ତି…

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…

ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍‌ର ୪ ଗିରଫ…

ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା  ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri