Posted inଜାତୀୟ

ଖାନ୍‌ ସାର୍‌ଙ୍କ କୋଚିଂ ସେଣ୍ଟରରେ ପଡିଲା ତାଲା: ଜାଣନ୍ତୁ କାହିଁକି

ପାଟନା,୩୧।୯: ଦିଲ୍ଲୀର ଏକ କୋଚିଂ ପ୍ରତିଷ୍ଠାନର ଲାଇବ୍ରେରୀରେ ତିନି ଜଣ ଛାତ୍ରଙ୍କ ମୃତ୍ୟୁ ଘଟଣା ସମସ୍ତଙ୍କୁ ଚକିତ କରିଛି। ବର୍ତ୍ତମାନ ବେଆଇନ ଭାବେ ଚାଲୁଥିବା କୋଚିଂ ପ୍ରତିଷ୍ଠାନ ବିରୋଧରେ ପ୍ରଶାସନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ବିହାରର ପାଟନାରେ କୋଚିଂ ପ୍ରତିଷ୍ଠାନ ଉପରେ ଏସ୍‌ଡିଓ ଟିମ ଚଢାଉ କରିଥିଲା। ଏହି କାର୍ଯ୍ୟ ପରେ ବର୍ତ୍ତମାନ ଏକ ବଡ ଅପଡେଟ୍‌ ଆସିଛି। ବିହାରର ପ୍ରସିଦ୍ଧ ଶିକ୍ଷାବିତ୍‌ ଖାନ ସାର୍‌ଙ୍କ କୋଚିଂ ପ୍ରତିଷ୍ଠାନକୁ ତାଲା ପକାଇ ଦିଆଯାଇଛି। ରାଜଧାନୀ ପାଟଣାର ବୋରିଂ ରୋଡ କ୍ୟାମ୍ପସରେ ତାଲା ପଡିଛି।
କୋଚିଂ ସେଣ୍ଟରର ଗାର୍ଡ କହିଛନ୍ତି, କୋଚିଂର ମାଲିକ ଏହାକୁ ବନ୍ଦ କରିବାକୁ କହିଛନ୍ତି ଏବଂ ଯଦି ପିଲାମାନେ ଆସନ୍ତି ତେବେ ସେମାନଙ୍କୁ କୁହ ଯେ ବର୍ତ୍ତମାନ କୋଚିଂ ବନ୍ଦ ଅଛି।
ଡିଏମ ଦ୍ୱାରା ଗଠିତ ସ୍ବତନ୍ତ୍ର ଦଳ ଭିକାନା ପାହାଡିରେ ଖାନ ସାର୍‌ଙ୍କ କୋଚିଂ କ୍ୟାମ୍ପସରେ ପହଞ୍ଚିଥିଲେ। ଏସଡିଏମଙ୍କ ନେତୃତ୍ୱରେ ବହୁ ସଂଖ୍ୟକ ପୋଲିସ ବାହିନୀ ତଦନ୍ତ ପାଇଁ ଆସିଥିଲେ। ଏହା ପରେ ଆଜି ବୋରିଂ ରୋଡ ଶାଖା ତାଲା ପଡ଼ିଛି। ଏଥି ସହିତ କୋଚିଂ ପ୍ରତିଷ୍ଠାନଗୁଡ଼ିକର ଅନୁସନ୍ଧାନ ବେଳେ ପ୍ରଶାସନିକ ଅଧିକାରୀମାନେ ଦସ୍ତାବିଜ ଦାବି କରିଥିଲେ। ସୁରକ୍ଷା ଦୃଷ୍ଟିକୋଣରୁ କୋଚିଂରେ କେଉଁ ସତର୍କତା ଅବଲମ୍ବନ କରାଯାଉଛି, ଏହାର ସମ୍ପୂର୍ଣ୍ଣ ବିବରଣୀ ପାଇଁ ପ୍ରଶାସନ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri