ଖଣ୍ଡଗିରି ଫ୍ଲାଏ ଓଭର୍ ବ୍ରିଜ୍ ବିପଦସଙ୍କୁଳ: ମରାମତି ପାଇଁ ଏତିକି ଦିନ ସର୍ଭିସ୍ ରୋଡ୍ ଦେଇ ଯିବ ଗାଡ଼ି

ଭୁବନେଶ୍ୱର,୨୨।୮: ଖଣ୍ଡଗିରି ଫ୍ଲାଏ ଓଭର୍ ବ୍ରିଜ୍‌ର ବିପଦସଙ୍କୁଳ ଅବସ୍ଥା ଯୋଗୁଁ ମରାମତି କାର୍ଯ୍ୟ ପାଇଁ ଜାତୀୟ ରାଜପଥ ପ୍ରାଧିକରଣ (NHAI) ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୧ ପର୍ଯ୍ୟନ୍ତ ୧୨ ଦିନ ପାଇଁ NH-16ରେ ଟ୍ରାଫିକ୍ ଡାଇଭର୍ସନ କରିଛି। ପୋଲିସ କମିଶନରେଟ ସୂଚନା ଅନୁଯାୟୀ, ଭୁବନେଶ୍ୱରରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିବା ଗାଡ଼ିଗୁଡ଼ିକ ହୋଟେଲ ଖରବେଳା ନିକଟସ୍ଥ ସର୍ଭିସ୍ ରୋଡ୍ ଦେଇ TVS ଶୋ’ରୁମ ପର୍ଯ୍ୟନ୍ତ ଯାତାୟାତ କରୁଛନ୍ତି।

ଏହି ଡାଇଭର୍ସନ ଯୋଗୁଁ ଖଣ୍ଡଗିରି ଛକରେ ପ୍ରବଳ ଟ୍ରାଫିକ୍ ଜାମ୍ ଦେଖାଦେଇଛି, ଯାହା ଯାତ୍ରୀ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଛି। NHAI ମରାମତି କାର୍ଯ୍ୟ ପାଇଁ ସମୟ ନେଇଥିବା ସୂଚନା ଦେଇଛି। ପୁଲିସ ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ପ୍ରୟାସ ଜାରି ରଖିଛି, କିନ୍ତୁ ସର୍ଭିସ୍ ରୋଡ୍‌ରେ ଗାଡ଼ିର ଚାପ ଯୋଗୁଁ ସ୍ଥିତି ଜଟିଳ ହୋଇଛି।

Image


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶ ପରେ ବର୍ମା

ପ୍ରାୟ ଦେଢ଼ ବର୍ଷ ପରେ ପୁଣି ବାଂଲାଦେଶ ଅଶାନ୍ତ ହୋଇପଡ଼ିଛି। ଏବର ଅସ୍ବାଭାବିକ ସ୍ଥିତି ସେଠାକାର ଉଗ୍ର ଯୁବ ନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ଅଚିହ୍ନା...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ

ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍‌ ବୋଲି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri