ଖଣ୍ଡଗିରି ଫ୍ଲାଏ ଓଭର୍ ବ୍ରିଜ୍ ବିପଦସଙ୍କୁଳ: ମରାମତି ପାଇଁ ଏତିକି ଦିନ ସର୍ଭିସ୍ ରୋଡ୍ ଦେଇ ଯିବ ଗାଡ଼ି

ଭୁବନେଶ୍ୱର,୨୨।୮: ଖଣ୍ଡଗିରି ଫ୍ଲାଏ ଓଭର୍ ବ୍ରିଜ୍‌ର ବିପଦସଙ୍କୁଳ ଅବସ୍ଥା ଯୋଗୁଁ ମରାମତି କାର୍ଯ୍ୟ ପାଇଁ ଜାତୀୟ ରାଜପଥ ପ୍ରାଧିକରଣ (NHAI) ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୧ ପର୍ଯ୍ୟନ୍ତ ୧୨ ଦିନ ପାଇଁ NH-16ରେ ଟ୍ରାଫିକ୍ ଡାଇଭର୍ସନ କରିଛି। ପୋଲିସ କମିଶନରେଟ ସୂଚନା ଅନୁଯାୟୀ, ଭୁବନେଶ୍ୱରରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିବା ଗାଡ଼ିଗୁଡ଼ିକ ହୋଟେଲ ଖରବେଳା ନିକଟସ୍ଥ ସର୍ଭିସ୍ ରୋଡ୍ ଦେଇ TVS ଶୋ’ରୁମ ପର୍ଯ୍ୟନ୍ତ ଯାତାୟାତ କରୁଛନ୍ତି।

ଏହି ଡାଇଭର୍ସନ ଯୋଗୁଁ ଖଣ୍ଡଗିରି ଛକରେ ପ୍ରବଳ ଟ୍ରାଫିକ୍ ଜାମ୍ ଦେଖାଦେଇଛି, ଯାହା ଯାତ୍ରୀ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଛି। NHAI ମରାମତି କାର୍ଯ୍ୟ ପାଇଁ ସମୟ ନେଇଥିବା ସୂଚନା ଦେଇଛି। ପୁଲିସ ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ପ୍ରୟାସ ଜାରି ରଖିଛି, କିନ୍ତୁ ସର୍ଭିସ୍ ରୋଡ୍‌ରେ ଗାଡ଼ିର ଚାପ ଯୋଗୁଁ ସ୍ଥିତି ଜଟିଳ ହୋଇଛି।

Image


Enter your email to get our daily news in your inbox.

All Right Reserved By Dharitri.Com

India T20I Squad: ଘୋଷଣା ହେଲା ଟି-୨୦ ପାଇଁ ଟିମ ଇଣ୍ଡିଆ; ଶ୍ରେୟସ ଆୟର ଅଧିନାୟକ, ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୬।୬: ବିସିସିଆଇ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ସୂର୍ଯ୍ୟକୁମାର ଯାଦବଙ୍କ ସ୍ଥାନରେ ଶ୍ରେୟସ ଆୟରଙ୍କୁ ନୂତନ ଅଧିନାୟକ…

ITDA ଯନ୍ତ୍ରୀଙ୍କ ଧର୍ମଶାଳା ଘରେ ଚାଲିଛି ରେଡ୍‌, ମୋଟ୍‌ ୯ଟି ସ୍ଥାନରେ ରହିଛି…

ଧର୍ମଶାଳା,୬ା୬(ଶିବ ପ୍ରସାଦ ମହାନ୍ତି): ITDA ବାଲିଗୁଡ଼ା ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ…

ଜଙ୍ଗଲରୁ ହାତୀ ଶାବକର ମୃତଦେହ ଜବତ

ରିଆମାଳ,୬ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ସଙ୍ଘାପଶି ଖସଡ଼ା ଜଙ୍ଗଲରୁ ଶନିବାର ଏକ ଅଣ୍ଡିରା ଶିଶୁ ଶାବକ ହାତୀର ମୃତଦେହ ଜବତ…

ତିନି ଦିନ ବିଳମ୍ବରେ ଗୋଆରେ ପହଞ୍ଚିଲା ମୌସୁମୀ, ଏବେ ବର୍ଷାକୁ ନେଇ ରେଡ ଆଲର୍ଟ, ଓଡ଼ିଶା ଛୁଇଁବାକୁ ଆହୁରି ଲାଗିବ…

ନୂଆଦିଲ୍ଲୀ,୬।୬: ପ୍ରାୟ ତିନି ଦିନ ବିଳମ୍ବ ପରେ, ଶନିବାର ମୌସୁମୀ ବାୟୁ ଗତି ବୃଦ୍ଧି ପାଇଛି ଏବଂ ଏହା ଗୋଆରେ ପହଞ୍ଚିଛି। କେରଳରେ ଆଗାମୀ ୨୪ ଘଣ୍ଟା…

ଘର ଆଗରେ ମା’-ଝିଅଙ୍କୁ ଅସଦାଚରଣ, ଥାନାରେ ଏତଲା ଦେବା ପରେ…

ଦିଗପହଣ୍ଡି,୬ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ ଅଧୀନ ଏକ ଗାଁରେ ଜଣେ ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ ଗ୍ରାମର ଏ.ଶଙ୍କର ପାତ୍ର…

ଜଗା ଦର୍ଶନ ସାରି ଫେରୁଥିଲେ, ଘରକୁ ଧକ୍କା ଦେଲା ବୋଲେରୋ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୬ା୬(ସବିତା ମିଶ୍ର): ଜଗା ଦର୍ଶନ ସାରି ଫେରିବା ବେଳେ ରାସ୍ତାକଡ଼ରେ ଥିବା ଏକ ଘରକୁ ଧକ୍କା ଦେଇଛି ଏକ ବୋଲେରୋ। ଫଳରେ ଏଥିରେ ୮ ଜଣ ଆହତ…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ପୁଳାପୁଳା ସମ୍ପତ୍ତି ଠାବ

ବାଲିଗୁଡା,୬।୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ବାଲିଗୁଡା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଭିଜିଲାନ୍ସ…

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ

ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri