ଏବର୍ଷ ବନ୍ଦ ହୋଇପାରେ ଖଣ୍ଡଗିରି ମାଘ ମେଳା

ଭୁବନେଶ୍ୱର,୨୯।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏବେ ତଳମୁହାଁ। କିଛି ଦିନ ଧରି ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଉପରେ ରହିବା ପରେ ଏବେ ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । କରୋନା ସଂକ୍ରମଣ ହ୍ରାସ ପାଉଥିଲେ ମଧ୍ୟ ସମସ୍ତେ ସତର୍କତା ଅବଲମ୍ବନ କରିବା ଜରୁରୀ। ତେବେ ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଭୁବନେଶ୍ୱର ଖଣ୍ଡଗିରି ମାଘ ମେଳା ବନ୍ଦ ହୋଇପାରେ ବୋଲି ଭୁବନେଶ୍ୱର ମହାନଗର ନିଗମର ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ କହିଛନ୍ତି । କରୋନା ସଂକ୍ରମଣ କମିଛି କିନ୍ତୁ ଏପର୍ଯ୍ୟନ୍ତ ବିପଦ ଟଳିନି । ତେଣୁ ଜନ ସମାଗମ ଉପରେ ରୋକ ଲଗାଇବା ପାଇଁ ଖଣ୍ଡଗିରି ମେଳା ଆୟୋଜନ ନ କରିବାକୁ ନିଷ୍ପତ୍ତି ନିଆଯାଇପାରେ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରାବତୀରେ ଓଲଟିଲା ଡଙ୍ଗା

ନବରଙ୍ଗପୁର,୧୧।୪: ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ବଡ଼ଡାଇଭଟ୍ଟା ନିକଟସ୍ଥ ଇନ୍ଦ୍ରାବତୀ ନଦୀରେ ଏକ ମାଛଧରା ଡଙ୍ଗା ଓଲଟି ପଡି ଜଣେ ଯୁବକଙ୍କ ମୃତ୍ୟୁ ଘଯିଛି। ମୃତକ...

ବିଦ୍ୟୁତ୍‌ ବିଲ୍‌ ନାହିଁ: ଆବାସ ତାଲିକାରୁ ନାମ ବାଦ୍‌

ରଘୁନାଥପୁର,୧ା୧୦(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ପୁରଣାବସନ୍ତ ପଞ୍ଚାୟତର ବହୁ ଯୋଗ୍ୟ ହିତାଧିକାରୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କାଘର ପାଇନାହାନ୍ତି। ଏଥିସହ ତାଲିକାରେ ସାମିଲ ହୋଇଥିବା...

ପ୍ରଥମ ଜିଲା ଭାବେ ମୃତ୍ୟୁରେ ଶତକ ଛୁଇଁଲା କରୋନା

ଭୁବନେଶ୍ୱର,୨।୮(ବ୍ୟୁରୋ): ଦିନକୁ ଦିନ ଗଞ୍ଜାମର ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। କରୋନା ସଂକ୍ରମଣ ଚିହ୍ନଟ ହେବାଠାରୁ ଆରମ୍ଭ କରି ମୃତକଙ୍କ ସଂଖ୍ୟାରେ ଜିଲା ସର୍ବାଗ୍ରେ ରହିଛି।...

ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି ଶୁଭାରମ୍ଭ ଫ୍ୟୁଚର ସ୍କିଲର ବିଭିନ୍ନ ବିଭାଗରେ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ସ୍ଥାପନ ଲକ୍ଷ୍ୟ: ସଭାପତି

ଭୁବନେଶ୍ୱର,୪ା୩: ଓଡ଼ିଶା ସରକାରଙ୍କ ଆଦେଶକ୍ରମେ ସି.ଭି.ରମଣ ଇଞ୍ଜିନିୟରିଂ କଲେଜ ବିଶ୍ୱବିଦ୍ୟାଳୟ ମାନ୍ୟତା ଲାଭ କରିଛି। ଫେବୃୟାରୀ ୨୯ଠାରୁ ଏହାର ନୂତନ ନାମ ସି.ଭି.ରମଣ ଗ୍ଲୋବାଲ ୟୁନିଭର୍ସିଟି...

ଝରିଗାଁ ବିଧାୟକଙ୍କ ନାମରେ ଯୌନ ନିର୍ଯାତନା ଅଭିଯୋଗ

ନବରଙ୍ଗପୁର/ଉମରକୋଟ, ୪ା୫(ବି.ପ୍ର./ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବିଜେଡି ବିଧାୟକ ପ୍ରକାଶ ମାଝିଙ୍କ ନାମରେ ଜଣେ ଯୁବତୀ ଯୌନ ନିର୍ଯାତନା ଓ ହତ୍ୟା ଧମକ ଦେବା ଅଭିଯୋଗ...

୫-ଟି ପ୍ରଭାବ: ୩ ମାସର ସମସ୍ୟା ୩ ଘଣ୍ଟାରେ ସମାଧାନ

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି.କେ ପାଣ୍ଡିଆନ ମଙ୍ଗଳବାର ଭଦ୍ରକ ଜିଲା ଗସ୍ତ କରିବା ସହ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଥିଲେ।...

ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୬୧କୁ ବୃଦ୍ଧି ପାଇଛି।...

ଛାତ୍ରୀଙ୍କୁ ଦେହ ବ୍ୟବସାୟରେ ନିୟୋଜିତ କରୁଥିବା ଅଭିଯୋଗ: ପୃଥକ୍‌ ମାମଲା, ଟ୍ୟୁଶନ ଶିକ୍ଷକ ଗିରଫ

ନାଉଗଁ।, ୯।୧ (ସ୍ବ.ପ୍ର):ଚାକିରି କରାଇ ଦେବା ନଁ।ରେ ନାଉଗାଁ ବ୍ଲକ ନନ୍ଦୀ ଗ୍ରାମର ଜଣେ ଟ୍ୟୁଶନ ଶିକ୍ଷକ ଝିଅମାନଙ୍କୁ ନେଇ ପାରାଦୀପରେ ଦେହ ବ୍ୟବସାୟରେ ନିୟୋଜିତ...

Advertisement
Archives

Model This Week