ଏବର୍ଷ ବନ୍ଦ ହୋଇପାରେ ଖଣ୍ଡଗିରି ମାଘ ମେଳା

ଭୁବନେଶ୍ୱର,୨୯।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏବେ ତଳମୁହାଁ। କିଛି ଦିନ ଧରି ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଉପରେ ରହିବା ପରେ ଏବେ ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । କରୋନା ସଂକ୍ରମଣ ହ୍ରାସ ପାଉଥିଲେ ମଧ୍ୟ ସମସ୍ତେ ସତର୍କତା ଅବଲମ୍ବନ କରିବା ଜରୁରୀ। ତେବେ ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଭୁବନେଶ୍ୱର ଖଣ୍ଡଗିରି ମାଘ ମେଳା ବନ୍ଦ ହୋଇପାରେ ବୋଲି ଭୁବନେଶ୍ୱର ମହାନଗର ନିଗମର ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ କହିଛନ୍ତି । କରୋନା ସଂକ୍ରମଣ କମିଛି କିନ୍ତୁ ଏପର୍ଯ୍ୟନ୍ତ ବିପଦ ଟଳିନି । ତେଣୁ ଜନ ସମାଗମ ଉପରେ ରୋକ ଲଗାଇବା ପାଇଁ ଖଣ୍ଡଗିରି ମେଳା ଆୟୋଜନ ନ କରିବାକୁ ନିଷ୍ପତ୍ତି ନିଆଯାଇପାରେ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପରଲୋକରେ ଜୟନ୍ତ ମହାପାତ୍ର

ଭୁବନେଶ୍ୱର,୨୭।୮(ଶର୍ମିଷ୍ଠା ପାଣିଗ୍ରାହୀ): ବିଶିଷ୍ଟ କବି ଜୟନ୍ତ ମହାପାତ୍ରଙ୍କର ରବିବାର ରାତି ୯ଟାରେ କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ପରଲୋକ ଘଟିଛି।...

ବେଆଇନ ଚିଙ୍ଗୁଡ଼ିଘେରି ଉଚ୍ଛେଦ

କୁଜଙ୍ଗ, ୬।୧୧(ଡି.ଏନ୍‌.ଏ): କୁଜଙ୍ଗ ବନ ବିଭାଗ ପକ୍ଷରୁ ଶୁକ୍ରବାର ନୂଆଗାଁ ସେକ୍ସନ ଅଧୀନ ବରକୁଦାସ୍ଥିତ ଜଙ୍ଗଲ ଜମିରୁ ବେଆଇନ ଚିଙ୍ଗୁଡି ଘେରିଗୁଡ଼ିକୁ ଉଚ୍ଛେଦ କରାଯାଇଛି। ଏହି...

ଯୁକ୍ତ୨ ଲାଗି ହୋଇପାରେ ପ୍ରବେଶିକା

ଭୁବନେଶ୍ୱର,୯।୫(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ ମୂଲ୍ୟାୟନ ପଦ୍ଧତି ଚୂଡ଼ାନ୍ତ ହେବା ପରେ ଏବେ ଯୁକ୍ତ୨ ନାମଲେଖାକୁ ନେଇ ପ୍ରଶ୍ନ ଉଠିଲାଣି। କେମିତି ଓ କେଉଁ ଆଧାରରେ...

୨ ଅପରାଧ ଘଟଣାରେ ୭ ଗିରଫ : ବ୍ରାଉନ୍‌ସୁଗାର, ବିପୁଳ ଟଙ୍କା, ମାରଣାସ୍ତ୍ର ଜବତ

ଜଟଣୀ,୨୨ା୭(ଡି.ଏନ.ଏ.) : ପୃଥକ୍‌ ଦୁଇ ଅପରାଧ ଘଟଣା ଚୋରା ବ୍ରାଉନ୍‌ସୁଗାର କାରବାର ଓ ଡକାୟତି ଯୋଜନା କରୁଥିବା ସମୟରେ ଜଟଣୀ ଥାନା ପୋଲିସ ଚଢାଉ କରି...

ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଗୁଳିମାଡ଼ ଘଟଣା ନେଇ ଏମିତି କହିଲେ ପ୍ରତ୍ୟକ୍ଷଦର୍ଶୀ

ଝାରସୁଗୁଡ଼ା ଅଫିସ,୨୯ା୧: ରବିବାର ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଉପରକୁ ଜଣେ ଏଏସ୍‌ଆଇ ବ୍ରଜରାଜନଗରରେ ଗୁଳିମାଡ଼ କରିଥିବା ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି। ସେମାନେ କହିଛନ୍ତି, ‘ଦାଦା ସଭାସ୍ଥଳରେ ପହଞ୍ଚିବା...

ପୋଲିସ କର୍ମଚାରୀଙ୍କୁ କାମୁଡ଼ି ଯୁବକ ଗିରଫ

ଭୁବନେଶ୍ୱର, ୧୧।୧୨ (ବ୍ୟୁରୋ): ବିବାହ ଶୋଭାଯାତ୍ରା ଅନୁମତି ପତ୍ରର ନକଲ ମାଗିବାରୁ ପୋଲିସ କର୍ମଚାରୀଙ୍କୁ ଦୁର୍ବ୍ୟବହାର କରିବା ସହ କାମୁଡ଼ି ଦେବା ଅଭିଯୋଗରେ ଖାରବେଳ ନଗର...

ଭୁବନେଶ୍ୱର-ବାରାଣସୀ ବିମାନ ସେବା ଫେବୃୟାରୀ ୨୯ରୁ

ଭୁବନେଶ୍ୱର,୩ା୧(ବ୍ୟୁରୋ): ଓଡ଼ିଶାବାସୀଙ୍କ ଲାଗି ଖୁସି ଖବର। ଫେବୃୟାରୀ ୨୯ରୁ ଆରମ୍ଭ ହେଉଛି ଭୁବନେଶ୍ୱର-ବାରାଣସୀ ବିମାନ ସେବା। ଘରୋଇ ବିମାନ ଚଳାଚଳ ସଂସ୍ଥା ଇଣ୍ଡିଗୋ ଏହି ସେବା...

ରାସ୍ତାରେ ଶୋଇ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଭୁବନେଶ୍ୱର ଶହୀଦନଗର ଥାନା ଅନ୍ତର୍ଗତ ଆଚାର୍ଯ୍ୟ ବିହାର ଛକରେ ମଙ୍ଗଳବାର ରାତି ପ୍ରାୟ ୧୧ଟା୧୫ ବେଳେ ହାଇଡ୍ରାମା ଦେଖିବାକୁ ମିଳିଛି। ରାସ୍ତା ମଝିରେ ଶୋଇ...

Advertisement
Archives

Model This Week