Posted inଜାତୀୟ

ରାଷ୍ଟ୍ରପତିଙ୍କୁ ଅପମାନିତ କରାଯାଉଛି: ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣିଲା କଂଗ୍ରେସ

ନୂଆଦିଲ୍ଲୀ,୨୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’ ୨୮ରେ ନବନିର୍ମାଣ ସଂସଦର ଉଦ୍‌ଘାଟନ କରିବେ। ଏ ସମ୍ପର୍କରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅପମାନିତ କରିଥିବା ଅଭିଯୋଗ କରିଛନ୍ତି।

ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ପ୍ରଥମ ଥର ପାଇଁ କୌଣସି ରାଷ୍ଟ୍ରପତିଙ୍କୁ ଅପମାନିତ କରୁନାହାଁନ୍ତି। ଏହାପୂର୍ବରୁ ମଧ୍ୟ ସେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ନୂତନ ସଂସଦର ଭିତ୍ତିପ୍ରସ୍ତର ସ୍ଥାପନ ପାଇଁ ନିମନ୍ତ୍ରଣ କରି ନ ଥିଲେ। ବର୍ତ୍ତମାନ ନୂତନ ସଂସଦ ଗୃହର ଉଦ୍‌ଘାଟନ ପାଇଁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନିମନ୍ତ୍ରଣ କରାଯାଉ ନାହିଁ।

ଖାର୍ଗେ କହିଛନ୍ତ,ଭାରତର ସଂସଦ ହେଉଛି ଗଣତନ୍ତ୍ରର ସର୍ବୋଚ୍ଚ ବିଧାନସଭା ଏବଂ ଭାରତ ରାଷ୍ଟ୍ରପତିଙ୍କ ଉପରେ ସର୍ବୋଚ୍ଚ ସାମ୍ବିଧାନିକ ଅଧିକାର ରହିଛି। ମୁର୍ମୁ ଏକକ ଭାବରେ ସରକାର, ବିରୋଧୀ ଏବଂ ପ୍ରତ୍ୟେକ ନାଗରିକଙ୍କୁ ସମାନ ଭାବରେ ପ୍ରତିନିଧିତ୍ୱ କରୁଛନ୍ତି। ସେ ଭାରତର ପ୍ରଥମ ନାଗରିକ। ସଂସଦ ଗୃହକୁ ରାଷ୍ଟ୍ରପତି ନିଜେ ଉଦ୍‌ଘାଟନ କରିବା ଉଚିତ୍‌ ବୋଲି ଖାର୍ଗେ କହିଛନ୍ତି। ମୁର୍ମୁଙ୍କ ଦ୍ୱାରା ନୂତନ ସଂସଦ ଗୃହର ଉଦ୍‌ଘାଟନ ଗଣତାନ୍ତ୍ରିକ ମୂଲ୍ୟବୋଧ ତଥା ସାମ୍ବିଧାନିକ ଶୈଳୀ ପ୍ରତି ସରକାରଙ୍କ ପ୍ରତିବଦ୍ଧତାର ପ୍ରତୀକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri