Posted inଜାତୀୟ

ଖାର୍ଗେ କଂଗ୍ରେସରେ ପରିବର୍ତ୍ତନ ଆଣିପାରିବେ ନାହିଁ: ଥରୁର

ନାଗପୁର.୨।୧୦: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇଛି। ମଲିକାର୍ଜୁନ ଖାର୍ଗେଙ୍କ ସହ ଶଶି ଥରୁର ନିର୍ବାଚନ ମଇଦାନରେ ଅଛନ୍ତି। ତିରୁଭାନନ୍ତପୁରମ ଏମ୍‌ପି ଥରରୁ ନିର୍ବାଚନରେ ପଛକୁ ହଟିବେ ନାହିଁ ବୋଲି ପୂର୍ବରୁ ସଙ୍କେତ ଦେଇସାରିଛନ୍ତି।
ରବିବାର ନାଗପୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଥରୁର କହିଛନ୍ତି, ଆମେ ଶତ୍ରୁ ନୁହେଁ। ଏହା ଯୁଦ୍ଧ ନୁହେଁ। ଏହା ଆମ ଦଳର ଭବିଷ୍ୟନ ନିର୍ବାଚନ ଅଟେ। ଖାର୍ଗେ କଂଗ୍ରେସର ଟପ୍‌ ୩ ନେତାଙ୍କ ମଧ୍ୟରେ ଆସନ୍ତି। ତାଙ୍କ ଭଳି ନେତା ପରିବର୍ତ୍ତନ ଆଣିପାରିବେ ନାହିଁ। ବର୍ତ୍ତମାନର ବ୍ୟବସ୍ଥାକୁ ଜାରି ରଖିବେ। ଦଳ କାର୍ଯ୍ୟକର୍ତ୍ତାଙ୍କ ଆଶା ମୁତାବକ ପରବର୍ତ୍ତନ ମୁଁ ଆଣିବି।
ସୂଚନାଯୋଗ୍ୟ, କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ଆସନ୍ତା ଅକ୍ଟୋବର ୧୭ରେ ଅନୁଷ୍ଠିତ ହେବ। ୧୯ରେ ଫଳାଫଲ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri