ଜଲିଗଲା ଖରିଆର-ସମ୍ବଲପୁର ବସ୍‌

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିକଟ ବଲଣ୍ଡାରେ ଓଡିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍‌ଆର୍‌ଟିସି)ର ଏକ ଯାତ୍ରୀବାହୀ ବସରେ ଆକସ୍ମିକ ନିଆଁ ଲାଗିଥିଲା। ମାତ୍ର ବସ ଡ୍ରାଇଭରଙ୍କ ତତ୍ପରତା ଯୋଗୁ ଯାତ୍ରୀମାନେ ସୁରକ୍ଷିତଭାବେ ଓହ୍ଲାଇ ପଡିଥିଲେ। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳକୁ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

ସୂଚନା ଅନୁଯାୟୀ, ସବୁଦିନ ଭଳି ଗୁରୁବାର ଉକ୍ତ ଯାତ୍ରୀବାହୀ ବସ (ଏସି) ନୂଆପଡ଼ା ଖରିଆରରୁ ବିଜେପୁର ଦେଇ ସମ୍ବଲପୁର ଫେରୁଥିଲା। ତେବେ ବିଜେପୁର ନିକଟ ବଲଣ୍ଡାକୁ ବସଟି ପହଞ୍ଚିବା ପରେ ବସରୁ ଧୂଆଁ ବାହାରୁ ଥିବା ବସ ଡ୍ରାଇଭର ଜାଣିବାକୁ ପାଇଥିଲେ ଏବଂ ବସ୍‌ ଅଟକାଇ ସମସ୍ତ ଯାତ୍ରୀଙ୍କୁ ଓହ୍ଲାଇବାକୁ କହିଥିଲେ। ଯାତ୍ରୀମାନେ ସୁରକ୍ଷିତଭାବେ ବସରୁ ଓହ୍ଲାଇ ଥିଲେ। ତେବେ କେଉଁ କାରଣରୁ ବସରେ ଏଭଳି ସ୍ଥିତି ଉପୁଜିଲା,ତାହା ବର୍ତ୍ତମାନ ସୁଦ୍ଧା ଜଣାପଡି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ, ୪୪୧ ହିତାଧିକାରୀଙ୍କୁ ବାଣ୍ଟିଲେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ମଠ ସାହିରେ ୫୦ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା ବ୍ୟୟରେ ନବନିର୍ମିତ ଶ୍ରୀ ଜଗନ୍ନାଥ...

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri