୨୨କୁ ବୃଦ୍ଧି ପାଇଲା ଖରିଫ ଧାନ ସଂଗ୍ରହ ପଞ୍ଜୀକରଣ ଅବଧି

ଭୁବନେଶ୍ବର,୧୬ା୮(ବ୍ୟୁରୋ): ରାଜ୍ୟ ସରକାର ଖରିଫ ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟାର ସମୟ ଅବଧିକୁ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବଢ଼ାଇ ଦେଇଛନ୍ତି। ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ସଚିବ ସମସ୍ତ କୋଅପରେଟିଭ ସୋସାଇଟିର ରେଜିଷ୍ଟ୍ରାର ଏବଂ ଜିଲାପାଳମାନଙ୍କୁ ଚିଠି ଜାରି କରିଛନ୍ତି। ଏଣୁ ଚାଷୀମାନେ ସେମାନଙ୍କ ନିକଟସ୍ଥ ଅନୁମୋଦିତ କୃଷି ସମବାୟ ସମିତି(ପାକ୍ସ, ଲାମ୍ପ୍ସ,ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ, ପାଣି ପଞ୍ଚାୟତ)ରେ ଉକ୍ତ ଅବଧି ମଧ୍ୟରେ ପଞ୍ଜୀକରଣ କରିପାରିବେ। ସେହିପରି ଡିଜିଟାଲ ଫର୍ମ ପୂରଣ ଲାଗି ଥିବା ସମୟ ଅବଧିକୁ ଆସନ୍ତା ୨୮ ତାରିଖ ଯାଏ ବୃଦ୍ଧି କରାଯାଇଛି। ଧାନ ସଂଗ୍ରହ କରିବା ପାଇଁ ଚାଷୀଙ୍କ ତାଲିକା ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବଢ଼ାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବିକାଶର ନୂଆ ଇତିହାସ ଲେଖିବ ବିଜୁ ଏକ୍ସପ୍ରେସ ଓ୍ବେ’

ବରଗଡ଼ ଅଫିସ/ସୋହେଲା,୫ା୩(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ବରଗଡ଼ ଜିଲା ସୋହେଲା ଗସ୍ତରେ ଆସି ରବିବାର ବିଜୁ ଏକ୍ସପ୍ରେସ ଓ୍ବେ ଲୋକାର୍ପିତ କରିଛନ୍ତି। ପ୍ରବାଦପୁରୁଷ ବିଜୁ...

ଭିଜିଲାନ୍ସ ଜାଲରେ ବନ ବିଭାଗର କୋଟିପତି କିରାଣ

ଭୁବନେଶ୍ୱର, ୧୦।୪(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୁଖ୍ୟ ବନସଂରକ୍ଷକ (ସିସିଏଫ୍‌) କେନ୍ଦୁଲିଫ୍‌ କଟକ କାର୍ଯ୍ୟାଳୟର ବରିଷ୍ଠ କିରାଣି ଦିଲୀପ ଜେନାଙ୍କ ଘର ଓ...

ଜେଲରେ ମୃତ୍ୟୁ ହେଲେ ସମ୍ପର୍କୀୟଙ୍କୁ ମିଳିବ କ୍ଷତିପୂରଣ

ଭୁବନେଶ୍ୱର,୧୪ା୨(ବ୍ୟୁରୋ):ଜେଲ ଅନ୍ତେବାସୀଙ୍କ କୌଣସି କାରଣରୁ ମୃତ୍ୟୁ ହେଲେ ସେମାନଙ୍କର ନିକଟ ସମ୍ପର୍କୀୟଙ୍କୁ ରାଜ୍ୟ ସରକାର ଆର୍ଥିକ କ୍ଷତିପୂରଣ ପ୍ରଦାନ କରିବେ। ହାଇକୋର୍ଟ ଏବଂ ମାନବାଧିକାର କମିଶନଙ୍କ...

ପିସିସିରେ ହେବ ବ୍ୟାପକ ଅଦଳବଦଳ

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟ କଂଗ୍ରେସ ସଂଗଠନରେ ବ୍ୟାପକ ପରିବର୍ତ୍ତନ ହେବ। ହାଇକମାଣ୍ଡଙ୍କ ଡାକରା ପାଇ ଶନିବାର କେତେ ଜଣ ବିଧାୟକ ଓ ବରିଷ୍ଠ ନେତା ଦିଲ୍ଲୀ ଗସ୍ତରେ...

ବୋମା ମାଡ଼ରେ ପୂର୍ବତନ କାଉନସିଲର ଗୁରୁତର ଘଟଣା: ୩ ଅଟକ, ଅଫୁଟା ବୋମା ନିଷ୍କ୍ରିୟ

ରାଉରକେଲା,୭।୨(ଡି.ଏନ୍‌.ଏ.): ରାଉରକେଲା ଉଦିତନଗର ଥାନା ଅଧୀନ ବାସନ୍ତୀ କଲୋନୀର ବାସିନ୍ଦା ତଥା ପୂର୍ବତନ କାଉନ୍‌ସିଲର ଆଶିଷ ମହାନ୍ତି (ବୁଲୁ)ଙ୍କୁ ବୋମାମାଡ଼ ଘଟଣାରେ ପୋଲିସ ୩ ଜଣଙ୍କୁ...

ଏକ ଲକ୍ଷରୁ ଅଧିକ ପ୍ରିଟର୍ମ ଶିଶୁଙ୍କ ସଫଳ ଚିକିତ୍ସା

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଏଲଭି ପ୍ରସାଦ ଆଇ ଇନଷ୍ଟିଚ୍ୟୁଟ୍‌ (ଏଲଭିପିଇଆଇ) ସମୟ ପୂର୍ବରୁ ଜନ୍ମିତ ଶିଶୁ ବା ପ୍ରିଟର୍ମ ଶିଶୁଙ୍କୁ ସଫଳତାର ସହ ଆବଶ୍ୟକ ଚିକିତ୍ସା ଯୋଗାଇଛି। ଏପରିକି...

ଖସୁଛି ସଂକ୍ରମଣ: ଆଜି ୧୨୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୬।୩(ବ୍ୟୁରୋ): ରାଜ୍ୟରେ ରବିବାର ୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୯ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭୫ ଜଣ...

ଢିଙ୍କିଆ ପଞ୍ଚାୟତ ନିର୍ବାଚନ : ବିଜେଡି ସମର୍ଥିତ ପ୍ରାର୍ଥୀ କିଶୋର ବିଜୟୀ

କୁଜଙ୍ଗ,୪ା୭(ସ୍ବ.ପ୍ର): ଏରସମା ବ୍ଲକ ଢିଙ୍କିଆ ପଞ୍ଚାୟତ ନିର୍ବାଚନ ବୁଧବାର ଶୃଙ୍ଖଳାର ସହ ଅନୁଷ୍ଠିତ ହୋଇଛି। ଅପରାହ୍ନରେ ଭୋଟ୍‌ ଗଣତି ଶେଷ ହୋଇଥିବାବେଳେ ବୁଥ୍‌ରୁ ମିଳିଥିବା ସୂଚନା...

Advertisement
Archives

Model This Week