ଶ୍ରୀମନ୍ଦିରରେ ଖସାପଡ଼ା ନୀତି: ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ ଅଫିସ,୩।୪(ବ୍ୟୁରୋ): ଶୁକ୍ଳ ଦ୍ୱିତୀୟା ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ । ଏ ନେଇ ସୋମବାର ଅପରାହ୍ନ ୪ଟାରୁ ରାତି୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ରହିଛି । ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏକ ଗୁପ୍ତ ନୀତି କରାଯିବ। ଠାକୁରଙ୍କ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ଏହି ନୀତି ହୋଇଥାଏ । ଦଇତାପତିମାନେ ଗୋଷ୍ଠୀଗତ ଭାବେ ଶ୍ରୀବିଗ୍ରହଙ୍କ ଉକ୍ତ ସେବା କରିଥାନ୍ତି। ପରେ ସିଂହାସନ ଧୁଆ ସରି ଠାକୁରଙ୍କ ମହାସ୍ନାନ ପରେ ଯଥାବିଧି ପୁନଃ ଠାକୁର ଦର୍ଶନ ଆରମ୍ଭ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri