Posted inଜାତୀୟ

ରାଜସ୍ଥାନ ଖାଟୁ ଶ୍ୟାମ ମେଳାରେ ଦଳାଚକଟା: ୩ ମହିଳା ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଜୟପୁର,୮ ।୮: ରାଜସ୍ଥାନର ପ୍ରସିଦ୍ଧ ଖାଟୁଶ୍ୟାମଜିରେ ବାବା ଶ୍ୟାମଙ୍କ ମାସିକ ମେଳାରେ ସୋମବାର ସକାଳୁ ଦଳାଚକଟା ହୋଇଥିବା ସୂଚନା ମିଳିଛି । ଏହି ଘଟଣାରେ ୩ ମହିଳା ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନାଯୋଗ୍ୟ, ସୋମବାର ଭୋର ୫ଟାରେ ମନ୍ଦିର ଦ୍ୱାର ଖୋଲୁ ଖୋଲୁ ଭିଡ ହୋଇଯାଇଥିଲା । ଏହା ବେକାକୁ ହେବାରୁ ପରସ୍ପର ମଧ୍ୟରେ ଦଳାଚକଟା ଆରମ୍ଭ ହୋଇଯାଇଥିଲା । ଏଥିରେ ୩ ଜଣ ମହିଳା ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହେବା ସହ ଅନେକ ଆହତ ହୋଇଛନ୍ତି ।

ଖବରପାଇ ପୋଲିସ ପ୍ରଶାସନ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିବା ସହ ଆହତଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

“ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ କୌଣସି ବାଧା ସହିବୁ ନାହିଁ”: ସୁପ୍ରିମକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ,୯।୨: ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ସବୁ ରାଜ୍ୟ ସରକାରଙ୍କୁ ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର, ଏତିକି ବୃଦ୍ଧି ପାଇବ DA!

ନୂଆଦିଲ୍ଲୀ,୯।୨: ହୋଲି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ କିଛି ଆଶ୍ୱସ୍ତି ପାଇପାରନ୍ତି। ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ରିଲିଫ (DR) ୨% ବୃଦ୍ଧି…

ଦିଅରଙ୍କ ବିବାହ ଠିକ୍‌ ହେବାରୁ ଜୀବନ ହାରିଦେଲେ ଭାଉଜ, ବଡ଼ ଖୁଲାସା କରି ସ୍ବାମୀ କହିଲେ…

ଲକ୍ଷ୍ନୌ,୯।୨: ଉତ୍ତର ପ୍ରଦେଶର ଇଟାୱା ଜିଲାର ଅହିଭରନପୁରା ଗାଁରେ ଜଣେ ମହିଳା ନିଜ ଦିଅରଙ୍କ ବିବାହ ଠିକ୍‌ ହେବାରୁ ଅସନ୍ତୋଷ ପ୍ରକାଶ କରିଥିଲେ। ତା’ପରେ ସେ ଆତ୍ମହତ୍ୟା…

ପଞ୍ଜାବରେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା

ଚଣ୍ଡିଗଡ଼,୯।୨: ପଞ୍ଜାବର ‘ଉସ୍ମା ଲ’ କଲେଜରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କଲେଜ ଭିତରେ ସମସ୍ତଙ୍କ ସମ୍ମୁଖରେ ଜଣେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri