Posted inଖେଳ

ରୋହିତ ଶର୍ମାଙ୍କ ସମେତ ୫ ଜଣଙ୍କୁ ଖେଳରତ୍ନ, ଦୂତୀଙ୍କୁ ଅର୍ଜୁନ ପୁରସ୍କାର

ଭୁବନେଶ୍ୱର,୨୧।୮(ବ୍ୟୁରୋ)-ଚଳିତ ବର୍ଷ ପାଇଁ ଜାତୀୟ କ୍ରୀଡା ପୁରସ୍କାର ଘୋଷଣା କରାଯାଇଛି। ଆଥଲେଟ ଦୂତୀ ଚାନ୍ଦ ଅର୍ଜୁନ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ଦୂତୀ ଚାନ୍ଦଙ୍କ ସହ ୨୭ ଜଣ ଖେଳାଳି ଅର୍ଜୁନ ପୁରସ୍କାର ପାଇବେ। ସେହିପରି ୫ କ୍ରୀଡାବିତ୍‌ ପାଇବେ ରାଜୀବ ଗାନ୍ଧି ଖେଳରତ୍ନ ପୁରସ୍କାର। ଭାରତର ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ସମେତ ପାରା ଆଥଲେଟ ଟି. ମରିୟାପ୍ପାନ, ଟେବୁଲ ଟେନିସ ତାରକା ମନିକା ବାତ୍ରା, ମହିଳା ରେସଲର୍‌ ଭିନେଶ ଫୋଗଟ ଏବଂ ଭାରତୀୟ ମହିଳା ହକି ଦଳର କ୍ୟାପଟେନ ରାଣୀ ରାମପଲଙ୍କୁ ମିଳିବ ଖେଳରତ୍ନ ପୁରସ୍କାର। ଏ ନେଇ ଶୁକ୍ରବାର କେନ୍ଦ୍ର କ୍ରୀଡା ମନ୍ତ୍ରାଳୟ ପକ୍ଷରୁ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri