Posted inଖେଳ

ଖେଲୋ ଇଣ୍ଡିଆ ଦଶ୍‌ କା ଦମ୍‌ ଭାରୋତ୍ତୋଳନ

ଭୁବନେଶ୍ୱର, ୧୩ା୩ (ସ୍ପୋଟର୍‌ସ ବ୍ୟୁରୋ): ସ୍ଥାନୀୟ ଉତ୍କଳ କରାଟେ ସ୍କୁଲ ଖେଲୋ ଇଣ୍ଡିଆ ଏକାଡେମୀରେ ଖେଲୋ ଇଣ୍ଡିଆ ଦଶ୍‌ କା ଦମ୍‌ ଭାରୋତ୍ତୋଳନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ କେବଳ ଖୋର୍ଦ୍ଧା ଜିଲାରୁ ୨୨ଜଣ ବିଭିନ୍ନ ବିଭାଗରେ ଅଂଶଗ୍ରହଣ କରିଥିଲେ। ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଖେଲୋ ଇଣ୍ଡିଆ ମହିଳା ପ୍ରତିଯୋଗୀଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ଇଏଚ୍‌ଆଇ ପକ୍ଷରୁ ଏହା ଆୟୋଜନ କରାଯାଇଥିଲା।

ଉଦ୍‌ଯାପନୀ ଉତ୍ସବରେ ହକି ଓଡ଼ିଶା ସମ୍ପାଦକ ସନାତନ ସାହୁ, ସାଇ ଉପନିର୍ଦ୍ଦେଶକ ତ୍ରୈଲୋକନାଥ ସାହୁ, ଅଜୟ ମିଶ୍ର , ଜାତୀୟ ଭାରୋତ୍ତୋଳନ ସଂଘର ପରିଦର୍ଶକ ଇଂ. ଚିତ୍ତରଞ୍ଜନ ସ୍ବାଇଁ ଏବଂ ଓଡ଼ିଶା ରାଜ୍ୟ ଭାରୋତ୍ତୋଳନ ସଂଘର ସମ୍ପାଦକ ନାରାୟଣ ସାହୁ ପ୍ରମୁଖ ଅତିଥି ଭାବେ ଯୋଗଦେଇ ମାନପତ୍ର ପ୍ରଦାନ କରିଥିଲେ। ପ୍ରତିଯୋଗିତାକୁ ଉତ୍କଳ କରାଟେ ସ୍କୁଲ୍‌ର ପ୍ରତିଷ୍ଠାତା ଡ. ହରିପ୍ରସାଦ ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମସ୍ତ କର୍ମକର୍ତ୍ତା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

‘ଦେଶବାସୀଙ୍କୁ Slow Poison ଦେଉଛନ୍ତି ସରକାର’

ନୂଆଦିଲ୍ଲୀ,୨୪। ୫: ଦେଶରେ କ୍ରମାଗତ ଭାବେ ବଢ଼ୁଥିବା ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଆମ ଆଦମୀ ପାର୍ଟି (AAP)ର ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri