Posted inଖେଳ

ନଭେମ୍ବର ୨୪ରୁ ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ: ଯୋଗଦେବେ ୫ହଜାରରୁ ଊର୍ଦ୍ଧ୍ୱ ଆଥ୍‌ଲେଟ

ନୂଆଦିଲ୍ଲୀ, ୧୬ା୧୦: ପଞ୍ଚମ ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ରାଜସ୍ଥାନର ୭ଟି ସହରରେ ନଭେମ୍ବର ୨୪ରୁ ଡିସେମ୍ବର ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ପ୍ରଥମ ଥର ପାଇଁ ଏଥିରେ ବିଚ୍‌ ଭଲିବଲ, କାନୋଇଂ ଓ କାୟାକିଂ ଏବଂ ସାଇକ୍ଲିଂ ଓ ଖୋ-ଖୋକୁ ସାମିଲ କରାଯାଇଛି।

୨୩କ୍ରୀଡ଼ା ପଦକ ପାଇଁ ପ୍ରତିଯୋଗିତା ହେବ। ଏଥିରେ ଖୋ ଖୋକୁ ପ୍ରଦର୍ଶନ ଖେଳ ଭାବେ ସ୍ଥାନ ମିଳିଛି। ଚଳିତବର୍ଷ ପ୍ରଥମ ଭାଗରେ ବିହାରରେ ୟୁଥ୍‌ ଗେମ୍ସ ଭଳି ରାଜସ୍ଥାନର ୭ଟି ସହର ଜୟପୁର, ଆଜ୍‌ମିର, ଉଦୟପୁର, ଯୋଦ୍ଧପୁର, ବିକାନେର, କୋଟା ଓ ଭରତପୁରଠାରେ ଅନୁଷ୍ଠିତ ହେବ। ୧୨ଦିନ ଧରି ଅନୁଷ୍ଠିତ ହେବାକୁଥିବା ଏହି ୟୁନଭର୍ସିଟି ଗେମ୍ସରେ ୫,୦୦୦ରୁ ଊର୍ଦ୍ଧ୍ୱ ଆଥ୍‌ଲେଟ ଅଂଶଗ୍ରହଣ କରିବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri