ଆଇନଜୀବୀଙ୍କୁ ଦୁର୍ବ୍ୟବହାର ଘଟଣା: ଖେମୁଣ୍ଡି ଓକିଲ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧୧।୭(ଅଶେଷନାଥ ମିଶ୍ର): ବାଲେଶ୍ୱର ଓକିଲ ସଂଘର ବରିଷ୍ଠ ସଦସ୍ୟ ପୁରୁଷୋତ୍ତମ ଦାସଙ୍କୁ ଜଣେ ପ୍ରୋବେଶନ ଆଇଏଏସ ଅଫିସରଙ୍କ ଧମକପୂର୍ଣ୍ଣ ଦୁର୍ବ୍ୟବହାର ଏବଂ ସହଦେବଖୁଣ୍ଟା ପୋଲିସ ଥାନାର ଆଇଆଇସିଙ୍କ ବେଆଇନ ତଥା ଔଦ୍ଧତ୍ୟପୂର୍ଣ୍ଣ କାର୍ଯ୍ୟକଳାପ ପ୍ରତିବାଦରେ ଗଞ୍ଜାମ ଜିଲା ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପରେ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁଙ୍କୁ ଏକ ସ୍ମାରକପତ୍ର ମଧ୍ୟ ପ୍ରଦାନ କରାଯାଇଥିଲା। ଏଥିରେ ସଂଘର ସଭାପତି ହୃଦୟ ମେକାପଙ୍କ ସମେତ ବରିଷ୍ଠ ଆଇନଜୀବୀ ସୂର୍ଯ୍ୟ ନାରାୟଣ ସାହୁ, ଚନ୍ଦ୍ରଧ୍ବଜ ସିଂହ, ହରପ୍ରସାଦ ରଥ, ନକୂଳ ପ୍ରଧାନ, ସିମାଞ୍ଚଳ ପ୍ରଧାନ, ସନ୍ତୋଷ କୁମାର ସାହୁ, ପ୍ରଦୀପ କୁମାର ନାୟକ, ହେମନ୍ତ କୁମାର ପାଣିଗ୍ରାହୀ, ପରେଶ ଚନ୍ଦ୍ର ରଥ, ରାଜେନ୍ଦ୍ର କୁମାର ତ୍ରିପାଠୀ, ଟୁକୁନା ପ୍ରଧାନ, ରବିଚନ୍ଦ୍ର ଗୌଡ, ପ୍ରମୋଦ କୁମାର ପାଣିଗ୍ରାହୀ ପ୍ରମୁଖ ବହୁ ଆଇନଜୀବୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri