ଶପଥ ନେଲେ ଖେମୁଣ୍ଡି ଓକିଲ ସଂଘ କର୍ମକର୍ତ୍ତା

ଦିଗପହଣ୍ଡି,୨୧ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ ଉତ୍ସବ ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଓକିଲ ସଂଘ ସଭାଗୃହରେ ଆୟୋଜିତ ସଭାରେ ନବନିର୍ବାଚିତ ସଭାପତି ହୃଦୟ ରଞ୍ଜନ ମେକାପ, ଉପସଭାପତି ସନ୍ତୋଷ କୁମାର ସାହୁ, ସମ୍ପାଦକ ପ୍ରଦୀପ କୁମାର ନାୟକ, ସହ-ସମ୍ପାଦକ ରବିଚନ୍ଦ୍ର ଗୌଡ଼ ଶପଥ ଗ୍ରହଣ କରିଥିଲେ। ଓକିଲ ସଂଘ ନିର୍ବାଚନ ଅଧିକାରୀ ଚନ୍ଦ୍ରଧଜ ସିଂହଙ୍କ ସଂଯୋଜନାରେ ଆୟୋଜିତ ସଭାରେ ବରିଷ୍ଠ ଆଇନଜୀବୀ ସୂର୍ଯ୍ୟନାରାୟଣ ସାହୁ ସେମାନଙ୍କୁ ଶପଥପାଠ କରାଇଥିଲେ। ପୂର୍ବତନ ସଭାପତି ହରପ୍ରସାଦ ରଥ ନୂତନ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଥିଲେ। ସଂଘର ନବ ନିର୍ବାଚିତ ସଭାପତି ଓକିଲମାନଙ୍କ ଦାୟିତ୍ୱ ଅଧ୍ୟବସାୟ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ସଂଘର ବିକାଶ ଲାଗି ନବନିର୍ବାଚିତ କର୍ମକର୍ତ୍ତାମାନେ ସମସ୍ତ ସଭ୍ୟଙ୍କ ସହଯୋଗ ଲୋଡ଼ିଥିଲେ। ଏହି କାର୍ଯ୍ୟକ୍ରମରେ ଓକିଲ ସଂଘର ବହୁସଂଖ୍ୟକ ସଦସ୍ୟ ଯୋଗ ଦେଇଥିଲେ। ଆସନ୍ତା ୨୮ ତାରିଖରେ ମହାଆଡ଼ମ୍ବର ସହକାରେ ଆଇନଜୀବୀ ଦିବସ ପାଳନ ନିମନ୍ତେ ସଭାରେ ନିଷ୍ପତ୍ତି ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ଆସନ୍ତାକାଲି ସୂର୍ଯ୍ୟଗ୍ରହଣ: ଏମାନଙ୍କୁ ଲାଗିବ ଗ୍ରହଣ ଦୋଷ! ୧୨ ଅଗଷ୍ଟ ପୂର୍ବରୁ ଜାଣନ୍ତୁ ଶାସ୍ତ୍ରର ନିୟମ

୧୨ ଅଗଷ୍ଟ ୨୦୨୬ରେ ଶ୍ରାବଣ ଅମାବାସ୍ୟା ଦିନ ପୂର୍ଣ୍ଣ ସୂର୍ଯ୍ୟଗ୍ରହଣ ଲାଗିବାକୁ ଯାଉଛି। ଏହି ଗ୍ରହଣ ଗ୍ରୀନଲ୍ୟାଣ୍ଡ, ଆଇସଲ୍ୟାଣ୍ଡ ଏବଂ ସ୍ପେନ ସମେତ ବିଶ୍ୱର କିଛି ଅଞ୍ଚଳରେ…

କର୍କଟ ରାଶିରେ ସୃଷ୍ଟି ହେଲା ଦୁର୍ଲଭ ଚତୁର୍ଗ୍ରହ ଯୋଗ: ଏହି ୪ ରାଶିଙ୍କ ପାଇଁ ଖୋଲିଯିବ ଧନଲାଭର ନୂଆ ଦ୍ୱାର

ଆଜି ୧୧ ଅଗଷ୍ଟ, ୨୦୨୬ରେ ସାବନ ଶିବରାତ୍ରି ଅବସରରେ ଆକାଶରେ ଏକ ବିଶେଷ ଗ୍ରହ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ କର୍କଟ ରାଶିରେ ସୂର୍ଯ୍ୟ, ଗୁରୁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri