ଖିଲାଡ଼ି ବୟଙ୍କ ସମ୍ପର୍କରେ ଏଭଳି କହିଥିଲେ ଖିଲାଡ଼ି ଗର୍ଲ….

ମୁମ୍ବାଇ, ୮।୬: ବଲିଉଡ୍‌ର ଖିଲାଡି ଗର୍ଲ ଭାବେ ପରିଚିତି ହାସଲ କରିଥିବା ଶିଳ୍ପା ଶେଟ୍ଟିଙ୍କୁ ମଙ୍ଗଳବାର ୪୬ ବର୍ଷ ପୂରଣ ହୋଇଛି। ସେ ୧୯୭୫ ଜୁନ ୮ରେ ମାଙ୍ଗାଲୋଠାରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍‌ରେ ନିଜର ସୃଜନଶୀଳ ଅଭିନୟ ମାଧ୍ୟମରେ ସେ ପ୍ରଶଂସକଙ୍କ ହୃଦୟ ଜିଣି ପାରିଛନ୍ତି। ୧୯୯୩ରେ ସେ ବାଜିଗର ଫିଲ୍ମ ମାଧ୍ୟମରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏହାପରେ ୧୯9୯୪lରେ ମେ ଖିଲାଡ଼ି ତୁ ଅନାଡି, ୨୦୦୦ରେ ଧଡ଼କନ୍‌, ୨୦୦୧ରେ ଇଣ୍ଡିଆନ୍‌, ୨୦୦୨ରେ ରିସ୍ତେ, ୨୦୦୪ରେ ଫିର୍‌ ମିଲେଙ୍ଗେ, ୨୦୦୫ରେ ଦଶ୍‌, ୨୦୦୭ରେ ଲାଇଫ୍‌ ଇନ୍‌ ମେଟ୍ରୋ ଆଦି ଫିଲ୍ମରେ ସେ ଅଭିନୟ କରି ବେଶ୍‌ ସଫଳତା ହାସଲ କରିଥିଲେ। ବାଜିଗର ଫିଲ୍ମର ଛୁପା ନା ଭି ନୈହି ୟାତା.. ଗୀତ ସବୁବେଳେ ସଭିଙ୍କକୁ ଭାବୁକ କରିଥାଏ। ଶିଳ୍ପା ଏବଂ ଖିଲାଡି ବୟ ଅକ୍ଷୟ କୁମାରଙ୍କ ସମ୍ପର୍କ ନେଇ ବଲିଉଡ୍‌ରେ ଦୀର୍ଘଦିନ ଧରି ଚର୍ଚ୍ଚା ହୋଇଥିଲା। ଅକ୍ଷୟଙ୍କ ସହିତ ତାଙ୍କ ସମ୍ପର୍କ ବିଷୟରେ ଶିଳ୍ପା ଏକ ସାକ୍ଷାତ୍‌କାରରେ ଖୋଲାଖୋଲି ପ୍ରକାଶ କରିଥିଲେ। ୨୨ ବର୍ଷ ବୟସରେ ଶିଳ୍ପାଙ୍କ ଜୀବନର ଧାରା ବଦଳି ଯାଇଥିଲା। ଏଥିପାଇଁ ଅକ୍ଷୟ ଦାୟୀଥିବା ସେ କହିଥିଲେ। ସେତେବେଳେ ଶିଳ୍ପାଙ୍କ ଏହି ମନ୍ତବ୍ୟ ନେଇ ବଲିଉଡ୍‌ରେ ହଇଚଇ ସୃଷ୍ଟି ହୋଇଥିଲା। ୨୦୦୯ର ସେ ବିଜ୍‌ନେସ୍‌ ମ୍ୟାନ୍‌ ରାଜ କୁନ୍ଦ୍ରାଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହର ମାତ୍ର ୧୧ ମାସ ପରେ ପ୍ରଥମ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେଇଥିଲେ ଏହି ଅଭିନେତା, ପଡ଼ିଥିଲେ ଗୌରୀଙ୍କ ପ୍ରେମରେ

ବମ୍ବେ: ବଡ଼ ପରଦା ହେଉ ଅଥବା ଛୋଟ ପରଦାର ଅନେକ କଳାକାର ଏଭଳି ଅଛନ୍ତି ଯେଉଁମାନେ ବିବାହ ପରେ ପ୍ରେମରେ ପଡ଼ିଛନ୍ତି। କଥା ଛାଡ଼ପତ୍ର, ତା...

ରିଲିଜ୍ ହେଲା ରାଣୀ ମୁଖାର୍ଜୀଙ୍କ ‘ମିସେସ ଚାଟାର୍ଜୀ ଭର୍ସେସ ନରୱେ’ର ଦମଦାର ଟ୍ରେଲର

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରାଣୀ ମୁଖାର୍ଜୀଙ୍କ ଅପକମିଂ ମୁଭି ‘ମିସେସ ଚାଟାର୍ଜୀ ଭର୍ସେସ ନରୱେ’ର ପ୍ରଥମ ଟ୍ରେଲର ରିଲିଜ୍ ହୋଇଛି । ଟ୍ରେଲର ଖୁବ୍ ଦମଦାର...

ଟ୍ରୋଲ ହେଲେ ବରୁଣ

ମୁମ୍ବାଇ: ବଲିଉଡ ଇଣ୍ଡଷ୍ଟ୍ରିର ଦମଦାର ଅଭିନେତାଙ୍କ ତାଲିକାରେ ସାମିଲ ଅଛି ବରୁଣ ଧୱନଙ୍କ ନାଁ । ତାଙ୍କ ଅଭିନୟକୁ ନେଇ ଅନେକ ସମୟରେ ସୋସିଆଲ ମିଡିଆରେ...

ଗ୍ୟାରେଜ୍‌ରେ ରହୁଥିଲେ ଏହି ପ୍ରସିଦ୍ଧ ଅଭିନେତା, ଆଜି ବିଶ୍ୱର ଅନେକ ସ୍ଥାନରେ କିଣିଛନ୍ତି ବଙ୍ଗଳା

ବଲିଉଡ୍‌ର ପ୍ରସିଦ୍ଧ ଅଭିନେତା ତଥା ନିର୍ମାତା ଅନିଲ କପୁର ଆଜି ୬୪ତମ ଜନ୍ମଦିନ ପାଳନ କରୁଛନ୍ତି। ଅନିଲ ତାଙ୍କ ଫିଟ୍‌ ନେସ୍‌ ଉପରେ ବେଶୀ ଧ୍ୟାନ...

ଶାଢ଼ିପିନ୍ଧା ଫଟୋ ଶେୟାର କଲେ ଅଦା

ମୁମ୍ବାଇ:ଲକ୍‌ଡାଉନ୍‌ ପାଇଁ ବଲିଉଡ୍‌ ତାରକାମାନେ ବର୍ତ୍ତମାନ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ ରହୁଛନ୍ତି। ଫ୍ୟାନ୍‌ମାନଙ୍କ ମନୋରଞ୍ଜନ ପାଇଁ ଭିନ୍ନ ଭିନ୍ନ କାର୍ଯ୍ୟ କରି ଫଟୋ ଏବଂ...

ଲୋକଙ୍କୁ ମାସ୍କ ପିନ୍ଧିବା ପାଇଁ ଅପିଲ କଲେ ବିଗ୍‌-ବି

ସାରା ବିଶ୍ୱରେ ମହାମାରୀର ରୂପ ନେଇଛି କରୋନା। ଏଭଳି ପରିସ୍ଥିତି ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଉଛି। ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ ଲୋକଙ୍କୁ ମାସ୍କ...

ଆଜି ରିଲିଜ୍‌ ହେବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାୟୋପିକ୍‌

ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାୟୋପିକ୍‌ ‘ପିଏମ୍‌ ନରେନ୍ଦ୍ର ମୋଦି’ ଗୁରୁବାର ରିଲିଜ୍‌ ହେବ। ଏଥିରେ ମୋଦିଙ୍କ ଭୂମିକାରେ ଅଭିନୟ କରିଛନ୍ତି ବଲିଉଡ୍‌ ଅଭିନେତା ବିବେକ...

୨୮ ବର୍ଷ ପୂର୍ବେ ଏପରି ଦିଶୁଥିଲେ ଏହି ଲୋକପ୍ରିୟ କମେଡିଆନ୍‌, ଚିହ୍ନିିବା ହେଉଛି ମୁସ୍କିଲ

ବର୍ତ୍ତମାନ କମେଡି କିଙ୍ଗ କପିଲ ଶର୍ମାଙ୍କୁ ନେଇ ଚର୍ଚ୍ଚା ଚାଲିଛି। ନିକଟରେ ସେ ନିଶ୍ଚିତ କରିଛନ୍ତି ଯେ, ସେ ଦ୍ୱିତୀୟ ଥର ପାଇଁ ପିତା ହେବାକୁ...

Advertisement
Archives

Model This Week