ଖିମ୍‌ଜୀ ଫ୍ଲାଗ୍‌ଶିପ୍‌ ଷ୍ଟୋରର ବାର୍ଷିକ ଉତ୍ସବ, ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୫୦% ରିହାତି

ଭୁବନେଶ୍ୱର,୨୩।୨ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ(ବ୍ରାଣ୍ଡ) ତଥା ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ଗୁରୁବାର ‘ଖିମ୍‌ଜୀ ଫ୍ଲାଗ୍‌ଶିପ୍‌ ଷ୍ଟୋର’ର ବାର୍ଷିକ ଉତ୍ସବ ପାଳନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଏକ ଆକର୍ଷଣୀୟ ଅଫର ‘ଫ୍ଲାଟ୍‌ ୫୦%’ର ରିହାତି ସମ୍ପର୍କରେ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରର ଜନପଥ (ଶଦୀଦନଗର), ଚନ୍ଦ୍ରଶେଖରପୁର ଏବଂ ସୌଭାଗ୍ୟ ନଗରଠାରେ ଥିବା ଖିମ୍‌ଜୀ ଫ୍ଲାଗ୍‌ଶିପ୍‌ ଷ୍ଟୋରରେ ଉଭୟ ସୁନା ଓ ହୀରା ଅଳଙ୍କାର ପାଇଁ ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୫୦%ର ରିହାତି ଦିଆଯାଉଛି।

ଏହି ଅଫର ୨୦୨୪ ମାର୍ଚ୍ଚ ୩ ପର୍ଯ୍ୟନ୍ତ ଉପରୋକ୍ତ ୩ଟି ଷ୍ଟୋରରେ ଉପଲବ୍ଧ ରହିଥିବାବେଳେ ଗ୍ରାହକମାନଙ୍କୁ ଏକ ନିଆରା ଶପିଂ ଅନୁଭୂତିରେ ସାମିଲ ହେବାକୁ ଖିମ୍‌ଜୀ ପକ୍ଷରୁ ଆମନ୍ତ୍ରଣ କରାଯାଇଛି। ଏହି ଅସାଧାରଣ ଅଫର ଗ୍ରାହକମାନଙ୍କୁ ଯଥେଷ୍ଟ ସଞ୍ଚୟ ଉପଭୋଗ କରିବା ସହିତ ଏକ ଶପିଂ ମହୋତ୍ସବରେ ଯୋଡ଼ିହେବାର ସୁବର୍ଣ୍ଣ ସୁଯୋଗ ପ୍ରଦାନ କରୁଛି।

ଏ ସମ୍ପର୍କରେ ଖିମ୍‌ଜୀ ଜୁଏଲର୍ସର ପରିଚାଳନା ନିର୍ଦ୍ଦେଶକ ମିତେଶ ଖିମ୍‌ଜୀ କହିଛନ୍ତି, ହୀରା ଏବଂ ସୁନାରୁ ନିର୍ମିତ ଅଳଙ୍କାର ଏକ କାଳଜୟୀ ଆକର୍ଷଣ ରଖୁଛି, ଯାହା ଏହାର ସୌନ୍ଦର୍ଯ୍ୟପୂର୍ଣ୍ଣ ଆକର୍ଷଣ ସହିତ ଐତିହ୍ୟ ଏବଂ ସମୃଦ୍ଧିର ପ୍ରତିନିଧିତ୍ୱ କରୁଛି। ଆମର ମୂଲ୍ୟବାନ୍‌ ଗ୍ରାହକଙ୍କ ପାଇଁ ଏହି ସ୍ବତନ୍ତ୍ର ଡିଲ୍‌କୁ ବିସ୍ତାରକରି ଆମେ ଆନନ୍ଦିତ। ଗ୍ରାହକ ସନ୍ତୁଷ୍ଟି ଉପରେ ନିରନ୍ତର ଧ୍ୟାନଦେଇ ଆମ ବ୍ରାଣ୍ଡ୍‌, ଅନନ୍ୟ ପସନ୍ଦ ଏବଂ ଆବଶ୍ୟକତା ପୂରଣକରି ଆଶାଠାରୁ ଅଧିକ କରିବାକୁ ଚେଷ୍ଟା କରୁଛି। ଗଢ଼ା ମୂଲ୍ୟ ଉପରେ ଫ୍ଲାଟ ୫୦% ରିହାତି କେବଳ ଆମର ଉକୃଷ୍ଟ ଅଳଙ୍କାରକୁ ଅଧିକ ସୁଲଭ କରେ ନାହିଁ ବରଂ ଖିମ୍‌ଜୀ ଜୁଏଲର୍ସକୁ ପରିଚୟ ଦେଉଥିବା କାରିଗରି ଏବଂ ସୁନ୍ଦରତାର ସ୍ଥାୟୀ ପରମ୍ପରା ପ୍ରତି ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri