ଖିମ୍‌ଜୀ ଜୁଏଲର୍ସର ସ୍ବତନ୍ତ୍ର ‘ୱେଡିଂ କଲେକ୍ସନ’

ଭୁବନେଶ୍ୱର,୮।୬: ରାଜ୍ୟର ସର୍ବପୁରାତନ ଅଳଙ୍କାର ପ୍ରତିଷ୍ଠାନ ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ଚଳିତ ଥରର ସ୍ବତନ୍ତ୍ର ’ୱେଡିଂ କଲେକ୍ସନ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ବର୍ଷର ୱେଡିଂ କଲେକ୍ସନରେ ସୁନା, ହୀରା ଏବଂ ରତ୍ନର ନିପୁଣ କାରିଗରି ସହ ନିର୍ମିତ ଏବଂ ପ୍ରତ୍ୟେକ ବଧୂକୁ ଦୁନିଆର ସବୁଠାରୁ ସୁନ୍ଦର ବଧୂ ପରି ଅନୁଭବ କରାଇବା ଲାଗି ପ୍ରତିଷ୍ଠାନ ପକ୍ଷରୁ ପ୍ରୟାସ କରାଯାଇଛି। ବିଶେଷକରି ଏହି ସଂଗ୍ରହକୁ ଅଧିକ ଆକର୍ଷଣୀୟ କରିବା ପାଇଁ ଖିମ୍‌ଜୀର ୯୧୬ ଏଚ୍‌ୟୁଆଇଡି ସୁନା ଏବଂ ହୀରା ଅଳଙ୍କାର ଗଢ଼ା ମୂଲ୍ୟ ଉପରେ ୫୦% ପର୍ଯ୍ୟନ୍ତ ରିହାତି ଦିଆଯାଉଛି। ଉକ୍ତ ଗହଣା ସଂଗ୍ରହରେ ବ୍ରାଇଡାଲ୍‌ ସେଟ୍‌, ହାର, କାନଫୁଲ, ବ୍ରେସ୍‌ଲେଟ୍‌ ଏବଂ ମୁଦିର ନିଆରା ସଂଗ୍ରହ ଉପଲବ୍ଧ। ଏ ସମ୍ପର୍କରେ ଖିମ୍‌ଜୀ ଜୁଏଲର୍ସର ନିର୍ଦ୍ଦେଶକ ମିତେଶ ଖିମ୍‌ଜୀ କହିଛନ୍ତି, ଆମେ ପାରମ୍ପରିକ ଓ ଆଧୁନିକ ଅଳଙ୍କାରର ସମ୍ଭାର ସହ ଆକର୍ଷଣୀୟ ଡିଜାଇନ ମଧ୍ୟ ଉପଲବ୍ଧ କରାଉଛୁ। ବିଶେଷକରି ଖିମ୍‌ଜୀର ସମସ୍ତ ଅଳଙ୍କାର ନବବଧୂ ଓ ମହିଳାମାନଙ୍କର ସ୍ବତନ୍ତ୍ର ମୁହୂର୍ତ୍ତର ଖୁସିକୁ ଦ୍ୱିଗୁଣିତ ଓ ସୌନ୍ଦର୍ଯ୍ୟତାକୁ ଆହୁରି ବଢ଼ାଇବ। ସେହିଭଳି ଆମର ଅତୁଳନୀୟ କାରିଗରିରେ ନିର୍ମିତ ଏହି ୱେଡିଂ କଲେକ୍ସନରେ ଅନନ୍ୟ ଡିଜାଇନ ପ୍ରଦର୍ଶନ ଏବଂ ପ୍ରତି ଅଳଙ୍କାର ମହିଳାମାନଙ୍କ ପାଇଁ ଆଶୀର୍ବାଦ ଭଳି ପ୍ରତିଫଳିତ ହେବ। ସେହିପରି ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ସମସ୍ତ ନବବଧୂ ଓ ସେମାନଙ୍କ ପରିବାରବର୍ଗଙ୍କୁ ଚଳିତ ଥରର ବିଶେଷ ୱେଡିଂ କଲେକ୍ସନକୁ ଅନୁଭବ ଓ ଉପଭୋଗ କରିବା ନିମନ୍ତେ ଆମନ୍ତ୍ରିତ କରାଯାଉଛି, ଯାହା ସବୁଦିନ ପାଇଁ ଏକ ଖୁସି ଓ ପ୍ରେମର ପ୍ରତୀକ ହୋଇ ରହିବ।

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri