ଖିମ୍‌ଜୀ ଜୁଏଲର୍ସର ସ୍ବତନ୍ତ୍ର ‘ୱେଡିଂ କଲେକ୍ସନ’

ଭୁବନେଶ୍ୱର,୮।୬: ରାଜ୍ୟର ସର୍ବପୁରାତନ ଅଳଙ୍କାର ପ୍ରତିଷ୍ଠାନ ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ଚଳିତ ଥରର ସ୍ବତନ୍ତ୍ର ’ୱେଡିଂ କଲେକ୍ସନ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ବର୍ଷର ୱେଡିଂ କଲେକ୍ସନରେ ସୁନା, ହୀରା ଏବଂ ରତ୍ନର ନିପୁଣ କାରିଗରି ସହ ନିର୍ମିତ ଏବଂ ପ୍ରତ୍ୟେକ ବଧୂକୁ ଦୁନିଆର ସବୁଠାରୁ ସୁନ୍ଦର ବଧୂ ପରି ଅନୁଭବ କରାଇବା ଲାଗି ପ୍ରତିଷ୍ଠାନ ପକ୍ଷରୁ ପ୍ରୟାସ କରାଯାଇଛି। ବିଶେଷକରି ଏହି ସଂଗ୍ରହକୁ ଅଧିକ ଆକର୍ଷଣୀୟ କରିବା ପାଇଁ ଖିମ୍‌ଜୀର ୯୧୬ ଏଚ୍‌ୟୁଆଇଡି ସୁନା ଏବଂ ହୀରା ଅଳଙ୍କାର ଗଢ଼ା ମୂଲ୍ୟ ଉପରେ ୫୦% ପର୍ଯ୍ୟନ୍ତ ରିହାତି ଦିଆଯାଉଛି। ଉକ୍ତ ଗହଣା ସଂଗ୍ରହରେ ବ୍ରାଇଡାଲ୍‌ ସେଟ୍‌, ହାର, କାନଫୁଲ, ବ୍ରେସ୍‌ଲେଟ୍‌ ଏବଂ ମୁଦିର ନିଆରା ସଂଗ୍ରହ ଉପଲବ୍ଧ। ଏ ସମ୍ପର୍କରେ ଖିମ୍‌ଜୀ ଜୁଏଲର୍ସର ନିର୍ଦ୍ଦେଶକ ମିତେଶ ଖିମ୍‌ଜୀ କହିଛନ୍ତି, ଆମେ ପାରମ୍ପରିକ ଓ ଆଧୁନିକ ଅଳଙ୍କାରର ସମ୍ଭାର ସହ ଆକର୍ଷଣୀୟ ଡିଜାଇନ ମଧ୍ୟ ଉପଲବ୍ଧ କରାଉଛୁ। ବିଶେଷକରି ଖିମ୍‌ଜୀର ସମସ୍ତ ଅଳଙ୍କାର ନବବଧୂ ଓ ମହିଳାମାନଙ୍କର ସ୍ବତନ୍ତ୍ର ମୁହୂର୍ତ୍ତର ଖୁସିକୁ ଦ୍ୱିଗୁଣିତ ଓ ସୌନ୍ଦର୍ଯ୍ୟତାକୁ ଆହୁରି ବଢ଼ାଇବ। ସେହିଭଳି ଆମର ଅତୁଳନୀୟ କାରିଗରିରେ ନିର୍ମିତ ଏହି ୱେଡିଂ କଲେକ୍ସନରେ ଅନନ୍ୟ ଡିଜାଇନ ପ୍ରଦର୍ଶନ ଏବଂ ପ୍ରତି ଅଳଙ୍କାର ମହିଳାମାନଙ୍କ ପାଇଁ ଆଶୀର୍ବାଦ ଭଳି ପ୍ରତିଫଳିତ ହେବ। ସେହିପରି ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ସମସ୍ତ ନବବଧୂ ଓ ସେମାନଙ୍କ ପରିବାରବର୍ଗଙ୍କୁ ଚଳିତ ଥରର ବିଶେଷ ୱେଡିଂ କଲେକ୍ସନକୁ ଅନୁଭବ ଓ ଉପଭୋଗ କରିବା ନିମନ୍ତେ ଆମନ୍ତ୍ରିତ କରାଯାଉଛି, ଯାହା ସବୁଦିନ ପାଇଁ ଏକ ଖୁସି ଓ ପ୍ରେମର ପ୍ରତୀକ ହୋଇ ରହିବ।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…

ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ପୁଣି ତ୍ରୁଟି; ‘ଅ’ ‘ଆ’ ବଦଳରେ ‘ଚ’ ରୁ ଆରମ୍ଭ ବର୍ଣ୍ଣମାଳା, ସରକାର କହିଲେ…

ଭୁବନେଶ୍ବର,୫।୮: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ତ୍ରୁଟି ସାମ୍ନାକୁ ଆସିଛି । ସଂଶୋଧନ ପରେ ତ୍ରୁଟିକୁ ନେଇ ପୁଣିଥରେ ଚର୍ଚ୍ଚା ଆରମ୍ଭ ହୋଇଛି । ଅ ଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri