ଖିମ୍‌ଜୀ ଜୁଏଲର୍ସର ‘ହ୍ବାଏ ନଟ୍‌ ଡାଇମଣ୍ଡ’ ଅଭିଯାନ

ଭୁବନେଶ୍ୱର,୧୭।୫: ରାଜ୍ୟର ପ୍ରମୁଖ ତଥା ସର୍ବ ପୁରାତନ ଅଳଙ୍କାର ପ୍ରତିଷ୍ଠାନ ଖିମ୍‌ଜୀ ଜୁଏଲର୍ସର ନୂତନ ସ୍ବତନ୍ତ୍ର ହୀରା ଗହଣା ‘ହ୍ବାଏ ନଟ୍‌ ଡାଇମଣ୍ଡ’ ଅଭିଯାନର ଶୁଭାରମ୍ଭ କରାଯାଇଛି। ଏପରିକି ଉକ୍ତ ଅଭିଯାନ ଜରିଆରେ ଖିମ୍‌ଜୀ ପ୍ରତ୍ୟେକ ଗ୍ରାହକଙ୍କ ବ୍ୟକ୍ତିତ୍ୱକୁ ପାଳନ କରିବ ଏବଂ ବ୍ରାଣ୍ଡ୍‌ର ଆକର୍ଷଣୀୟ ଅଳଙ୍କାର ସଂଗ୍ରହ ଗ୍ରାହକମାନଙ୍କର ଅନନ୍ୟ ଷ୍ଟାଇଲକୁ ମଧ୍ୟ ତାହା ଦର୍ଶାଇବ ବୋଲି ଖିମ୍‌ଜୀ ପକ୍ଷରୁ କୁହାଯାଇଛି।
ଏ ସମ୍ପର୍କରେ ଖିମ୍‌ଜୀ ଜୁଏଲର୍ସର ନିର୍ଦ୍ଦେଶକ ମିତେଶ ଖିମ୍‌ଜୀ କହିଛନ୍ତି, ଗ୍ରାହକମାନଙ୍କ ମଧ୍ୟରେ ଖିମ୍‌ଜୀ ହୀରା ଅଳଙ୍କାରର ଚାହିଦା ବେଶ୍‌ ଅଧିକ ରହିଛି। ଏପରିକି ହୀରା ଅଳଙ୍କାର ମହଙ୍ଗା ବୋଲି ଲୋକମାନଙ୍କ ମଧ୍ୟରେ ରହିଥିବା ଧାରଣାକୁ ବଦଳାଇବା ପାଇଁ ଆମେ ହୀରା ଅଳଙ୍କାର ଉପରେ ସ୍ବତନ୍ତ୍ର ଅଫର ନେଇ ଆସିଛୁ। ବିଶେଷକରି ଗ୍ରାହକଙ୍କ ବଢୁଥିବା ଚାହିଦାକୁ ଦୃଷ୍ଟିରେ ରଖି ଖିମ୍‌ଜୀ ସର୍ବଶ୍ରେଷ୍ଠ ମୂଲ୍ୟରେ ଆକର୍ଷଣୀୟ ଅଳଙ୍କାର ଉପଲବ୍ଧ କରାଇବା ସହ ଗ୍ରାହକଙ୍କୁ ଆକର୍ଷିତ କରିବା ଭଳି ସମସ୍ତ ସୁବିଧା ଯୋଗାଇ ଦେଉଛୁ। ଏପରିକି ଗ୍ରାହକମାନେ ୨୦୨୩ ମେ ୧୩ ରୁ ୩୦ ପର୍ଯ୍ୟନ୍ତ ଖିମ୍‌ଜୀ ଜୁଏଲର୍ସର ଷ୍ଟୋରକୁ ଆସି ଏହି ସ୍ବତନ୍ତ୍ର ଅଫରଗୁଡ଼ିକର ଲାଭ ଉଠାଇପାରିବେ ବୋଲି ସେ ମତପ୍ରକାଶ କରିଛନ୍ତି। ଅପରପକ୍ଷରେ ଖିମ୍‌ଜୀ ସର୍ବଶ୍ରେଷ୍ଠ ମୂଲ୍ୟରେ ସୂକ୍ଷ୍ମ କାରିଗରି ସହ ପ୍ରତ୍ୟେକ ହୀରା ଖଣ୍ଡକୁ ଆକର୍ଷଣୀୟ ଭାବେ ନିର୍ମିତ କରାଯାଇଛି। ଫଳରେ ଗ୍ରାହକମାନେ ଖିମ୍‌ଜୀର ଉକ୍ତ ସଂଗ୍ରହକୁ ଉପଭୋଗ କରିପାରିବେ ଏବଂ ସେମାନଙ୍କ ପାଇଁ ଉପଯୁକ୍ତ ହୀରା ମଧ୍ୟ ବାଛିପାରିବେ। ଏଥିସହ ଗ୍ରାହକମାନେ ସେମାନଙ୍କ ଅଳଙ୍କାର କ୍ରୟକୁ ସମ୍ପୂର୍ଣ୍ଣ ଉପଭୋଗ କରିବା ପାଇଁ ବ୍ରାଣ୍ଡ୍‌ ପ୍ରତ୍ୟେକ କ୍ରୟ ଉପରେ ମାଗଣା ବୀମାର ସୁବିଧା ମଧ୍ୟ ରଖିଛି। ଉଲ୍ଲେଖଯୋଗ୍ୟ, ଖିମ୍‌ଜୀ ଜୁଏଲର୍ସର ସ୍ବତନ୍ତ୍ର ହୀରା ଅଳଙ୍କାରର ଆକର୍ଷଣୀୟ କ୍ୟାମ୍ପେନ୍‌ର ଲାଭ ଉଠାନ୍ତୁ ଏବଂ ‘ହ୍ବାଏ ନଟ୍‌ ଡାଇମଣ୍ଡ୍‌’ କ୍ୟାମ୍ପେନ୍‌ ଏବଂ ହୀରା ଅଳଙ୍କାରର ଆକର୍ଷଣୀୟ ସଂଗ୍ରହ ବିଷୟରେ ଅଧିକ ଜାଣିବା ପାଇଁ ସେମାନଙ୍କ ନିକଟତମ ଷ୍ଟୋର ପରିଦର୍ଶନ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri