ଖିମ୍‌ଜୀର ସ୍ବତନ୍ତ୍ର ‘ଶୁଭ ସାବିତ୍ରୀ ବ୍ରତ’ ଅଫର

ଭୁବନେଶ୍ୱର,୧୯।୫: ରାଜ୍ୟର ପ୍ରମୁଖ ତଥା ସର୍ବପୁରାତନ ଅଳଙ୍କାର ପ୍ରତିଷ୍ଠାନ ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ଏକ ଅଭିନବ ତଥା ଚଳିତ ବର୍ଷର ସାବିତ୍ର ପୂଜା ଉପଲକ୍ଷେ ‘ଶୁଭ ସାବିତ୍ରୀ ବ୍ରତ’ ଅଫରର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ସମସ୍ତ ବିବାହିତ ମହିଳାଙ୍କ ପାଇଁ ସ୍ବତନ୍ତ୍ର ଶୁଭ ସାବିତ୍ରୀ ବ୍ରତ ଅଫରର ଶୁଭାରମ୍ଭ ହୋଇଯାଇଛି। ଏ ସମ୍ପର୍କରେ ଖିମ୍‌ଜୀ ଜୁଏଲର୍ସର ନିର୍ଦ୍ଦେଶକ ମିତେଶ ଖିମ୍‌ଜୀ କହିଛନ୍ତି, ହିନ୍ଦୁଧର୍ମ ଅନୁଯାୟୀ ମଙ୍ଗଳସୂତ୍ରକୁ ପବିତ୍ର ବନ୍ଧନର ପ୍ରତୀକ ରୂପେ ଗ୍ରହଣ କରାଯାଏ। ଏପରିକି ସ୍ବାମୀ ଏବଂ ସ୍ତ୍ରୀ ମଧ୍ୟରେ ଥିବା ଶୁଦ୍ଧତାର ଉକ୍ତ ପବିତ୍ର ବନ୍ଧନକୁ ସମ୍ମାନ ଜଣାଇ ଖିମ୍‌ଜୀ ଜୁଏଲର୍ସ ‘ଶୁଭ ସାବିତ୍ରୀ ବ୍ରତ’ର ଶୁଭାରମ୍ଭ କରାଇଛି। ସେହିଭଳି ଖିମ୍‌ଜୀ ଜୁଏଲର୍ସ ଆଶା କରୁଛି ଯେ ଏହି ଶୁଭ ସାବିତ୍ରୀ ବ୍ରତ ଅଫର ପ୍ରତ୍ୟେକ ଗ୍ରାହକମାନଙ୍କ ପାଇଁ ଏକ ସ୍ବତନ୍ତ୍ର ଏବଂ ସ୍ମରଣୀୟ ମୁହୂର୍ତ୍ତ ନେଇ ଆସିବ। ଅପରପକ୍ଷରେ ଏହି ଆକର୍ଷଣୀୟ ଅଫରର ଲାଭ ନେବା ପାଇଁ ନିକଟସ୍ଥ ଖିମ୍‌ଜୀ ଷ୍ଟୋରକୁ ଯାଆନ୍ତୁ ଏବଂ ଖିମ୍‌ଜୀ ସହ ପ୍ରେମ ଏବଂ ଭକ୍ତିର ପର୍ବକୁ ପାଳନ କରନ୍ତୁ। ଏପରିକି ଖିମ୍‌ଜୀ ଜୁଏଲର୍ସର ଗ୍ରାହକମାନେ ଏହି ଅବସରରେ ମଙ୍ଗଳସୂତ୍ରର ଗଢ଼ା ମୂଲ୍ୟ ଉପରେ ୩୦% ରିହାତି ପାଇପାରିବେ। ବିଶେଷ କରି ଗ୍ରାହକମାନେ ନିଜର ସୁବିଧା ଅନୁଯାୟୀ ଶପିଂ ମଧ୍ୟ କରିପାରିବେ ବୋଲି ଖିମ୍‌ଜୀ ଜୁଏଲର୍ସ ସୁନିଶ୍ଚିତ କରାଇଛି। ଏପରିକି ଖିମ୍‌ଜୀ ଜୁଏଲର୍ସର ସମସ୍ତ ଷ୍ଟୋରରେ ଉକ୍ତ ଅଫର ଉପଲବ୍ଧ ରହିଛି ବୋଲି ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ କୁହାଯାଇଛି। ଉଲ୍ଲେଖଯୋଗ୍ୟ, ସାବିତ୍ରୀ ବ୍ରତ ହେଉଛି ଉସତ୍ବ ଏବଂ ଭକ୍ତିର ପର୍ବ।


Enter your email to get our daily news in your inbox.

All Right Reserved By Dharitri.Com

୪ଟଙ୍କା କମିଲା ପେଟ୍ରୋଲ ଦର, ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୧୩।୬: ପାକିସ୍ତାନ ସରକାର ପେଟ୍ରୋଲ ଏବଂ ଡିଜେଲ ଦରରେ କ୍ରମାଗତ ପଞ୍ଚମ ଥର ପାଇଁ ହ୍ରାସ କରିଛନ୍ତି। ଇନ୍ଧନ ମୂଲ୍ୟ କମିବା ଦ୍ୱାରା ସାଧାରଣ ଜନତା ଉପକୃତ…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

୩୦ ଜୁନ୍ ସୁଦ୍ଧା କରିନିଅନ୍ତୁ ଇ-କେୱାଇସି, ନଚେତ୍ ବନ୍ଦ ହୋଇଯିବ ଗ୍ୟାସ୍ ସବ୍‌ସିଡି-ସିଲିଣ୍ଡର ଡେଲିଭରି!

ନୂଆଦିଲ୍ଲୀ,୧୧ା୬: ଯଦି ଆପଣ ସମୟ ଅନୁସାରେ ଘରକୁ ଗ୍ୟାସ୍ ସିଲିଣ୍ଡରର ଡେଲିଭରି ଚାହୁଁଛନ୍ତି ଏବଂ ଏହା ଉପରେ ମିଳୁଥିବା ସବ୍‌ସିଡିର ଲାଭ ଉଠାଇବାକୁ ଚାହୁଁଛନ୍ତି, ତେବେ ଏହି…

ଫ୍ରିଜ୍ କିଣିବାକୁ ଯାଉଛନ୍ତି କି? ଜାଣନ୍ତୁ ଷ୍ଟାବିଲାଇଜର୍ ଲଗାଇବା ଜରୁରୀ କି ନୁହେଁ…

ନୂଆଦିଲ୍ଲୀ,୧୧ା୬: ଆଜିକାଲି ପ୍ରତ୍ୟେକ ଘର ପାଇଁ ରେଫ୍ରିଜରେଟର ବା ଫ୍ରିଜ୍ ଏକ ଅତ୍ୟାବଶ୍ୟକ ସାମଗ୍ରୀ ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ପାଣି ଥଣ୍ଡା କରିବା ଠାରୁ…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ପେଟ୍ରୋଲ-ସିଲିଣ୍ଡର ପରେ ଏବେ ମହଙ୍ଗା ହେବ ବିମାନ ଯାତ୍ରା

ନୂଆଦିଲ୍ଲୀ,୧୦।୬: ସରକାରଙ୍କ ନୂତନ ମୂଲ୍ୟ ସ୍ଥିରୀକରଣ ଯୋଜନା ଅନୁଯାୟୀ, ଘରୋଇ ବିମାନ କମ୍ପାନୀଗୁଡ଼ିକ ଏବେ ତିନି ବର୍ଷ ପର୍ଯ୍ୟନ୍ତ ବିମାନ ଟର୍ବାଇନ ଇନ୍ଧନ (ATF) ମୂଲ୍ୟ ସ୍ଥିର…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri