କ୍ଷୀରୋଦ ଲାଲ୍‌ଚାନ୍ଦର ପ୍ରଥମ ଲକ୍ଷପତି

ଭୁବନେଶ୍ୱର,୨୮।୧: ଲାଲଚାନ୍ଦ ଜୁଏଲର୍ସର ବହୁ ପ୍ରତୀକ୍ଷିତ ଲକି ଡ୍ର ‘ଲାଲଚାନ୍ଦ କୌନ ବନେଗା ଲକ୍ଷପତି’ ଉଠାଣରେ ତାଳଚେରର ଗ୍ରାହକ କ୍ଷୀରୋଦ ଚନ୍ଦ୍ର ବାରିକ ଚଳିତ ବର୍ଷର ପ୍ରଥମ ଭାଗ୍ୟଶାଳୀ ବିଜେତା ହୋଇଛନ୍ତି।
ଉଲ୍ଲେଖାଯୋଗ୍ୟ, ଲାଲଚାନ୍ଦ ଜୁଏଲର୍ସ ପକ୍ଷରୁ ଭୁବନେଶ୍ୱରର ନ୍ୟୁ ମାରିଅନ ହୋଟେଲରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଉକ୍ତ ଲକି ଡ୍ର’ର ଉଠାଣ ହୋଇଥିଲା। ଏହି ଅବସରରେ ଓଲିଉଡ ଅଭିନେତା କୁନା ତ୍ରିପାଠୀଙ୍କ ସମେତ ଅଭିନେତ୍ରୀ ଭୂମିକା ଏବଂ ସୂର୍ଯ୍ୟମୟୀ ପ୍ରମୁଖ ଉପସ୍ଥିତ ଥିଲେ। ସେହିଭଳି ୨୦୨୪ ଡିସେମ୍ବର ମାସର କୌନ ବନେଗା ଲକ୍ଷପତିରେ ୪୦୦୦ରୁ ଅଧିକ ଗ୍ରାହକ ପଞ୍ଜୀକରଣ କରିଥିଲାବେଳେ ୧୦୦୦ରୁ ଅଧିକ ଗ୍ରାହକ ଲକି ଡ୍ର ଉଠାଣ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ଜଣେ ଭାଗ୍ୟଶାଳୀ ବିଚେତା ହୋଇଥିଲାବେଳେ ୧୫୦ ଜଣ ଗ୍ରାହକଙ୍କୁ ସାନ୍ତ୍ୱନାମୂଳକ ଉପହାର ପୁରସ୍କାର ଆକାରରେ ଦିଆଯାଇଥିଲା। ସେହିପରି ଚଳିତ ବର୍ଷର ଏହା ପ୍ରଥମ ଲକ୍ଷପତି ଲକି ଡ୍ର ଉଠାଣ ହୋଇଥିଲାବେଳେ ଆଗାମୀ ଦିନରେ ଆହୁରି ଅନେକ ଲକ୍ଷପତିଙ୍କ ନାମ ପ୍ରତି ମାସରେ ଘୋଷଣା ହେବାର କାର୍ଯ୍ୟକ୍ରମ ରହିଛି।
ଏ ସମ୍ପର୍କରେ ଲାଲଚାନ୍ଦ ଗ୍ରୁପର ଫାଉଣ୍ଡର ଚେୟାରମ୍ୟାନ ସଞ୍ଜୟ ହଂସ କହିଥିଲେ, ଚଳିତ ବର୍ଷର ପ୍ରଥମ ଭାଗ୍ୟଶାଳୀ ବିଜେତା ଓ ଲକ୍ଷପତିଙ୍କୁ ମୁଁ ଧନ୍ୟବାଦ ଜଣାଉଛି। ଏପରିକି ଏହି ଯୋଜନା ୨୦୧୧ରୁ ଆରମ୍ଭ ହୋଇଥିଲାବେଳେ ବର୍ତ୍ତମାନ ମଧ୍ୟ ତାହା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri