କ୍ଷୀରୋଦ ଲାଲ୍‌ଚାନ୍ଦର ପ୍ରଥମ ଲକ୍ଷପତି

ଭୁବନେଶ୍ୱର,୨୮।୧: ଲାଲଚାନ୍ଦ ଜୁଏଲର୍ସର ବହୁ ପ୍ରତୀକ୍ଷିତ ଲକି ଡ୍ର ‘ଲାଲଚାନ୍ଦ କୌନ ବନେଗା ଲକ୍ଷପତି’ ଉଠାଣରେ ତାଳଚେରର ଗ୍ରାହକ କ୍ଷୀରୋଦ ଚନ୍ଦ୍ର ବାରିକ ଚଳିତ ବର୍ଷର ପ୍ରଥମ ଭାଗ୍ୟଶାଳୀ ବିଜେତା ହୋଇଛନ୍ତି।
ଉଲ୍ଲେଖାଯୋଗ୍ୟ, ଲାଲଚାନ୍ଦ ଜୁଏଲର୍ସ ପକ୍ଷରୁ ଭୁବନେଶ୍ୱରର ନ୍ୟୁ ମାରିଅନ ହୋଟେଲରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଉକ୍ତ ଲକି ଡ୍ର’ର ଉଠାଣ ହୋଇଥିଲା। ଏହି ଅବସରରେ ଓଲିଉଡ ଅଭିନେତା କୁନା ତ୍ରିପାଠୀଙ୍କ ସମେତ ଅଭିନେତ୍ରୀ ଭୂମିକା ଏବଂ ସୂର୍ଯ୍ୟମୟୀ ପ୍ରମୁଖ ଉପସ୍ଥିତ ଥିଲେ। ସେହିଭଳି ୨୦୨୪ ଡିସେମ୍ବର ମାସର କୌନ ବନେଗା ଲକ୍ଷପତିରେ ୪୦୦୦ରୁ ଅଧିକ ଗ୍ରାହକ ପଞ୍ଜୀକରଣ କରିଥିଲାବେଳେ ୧୦୦୦ରୁ ଅଧିକ ଗ୍ରାହକ ଲକି ଡ୍ର ଉଠାଣ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ଜଣେ ଭାଗ୍ୟଶାଳୀ ବିଚେତା ହୋଇଥିଲାବେଳେ ୧୫୦ ଜଣ ଗ୍ରାହକଙ୍କୁ ସାନ୍ତ୍ୱନାମୂଳକ ଉପହାର ପୁରସ୍କାର ଆକାରରେ ଦିଆଯାଇଥିଲା। ସେହିପରି ଚଳିତ ବର୍ଷର ଏହା ପ୍ରଥମ ଲକ୍ଷପତି ଲକି ଡ୍ର ଉଠାଣ ହୋଇଥିଲାବେଳେ ଆଗାମୀ ଦିନରେ ଆହୁରି ଅନେକ ଲକ୍ଷପତିଙ୍କ ନାମ ପ୍ରତି ମାସରେ ଘୋଷଣା ହେବାର କାର୍ଯ୍ୟକ୍ରମ ରହିଛି।
ଏ ସମ୍ପର୍କରେ ଲାଲଚାନ୍ଦ ଗ୍ରୁପର ଫାଉଣ୍ଡର ଚେୟାରମ୍ୟାନ ସଞ୍ଜୟ ହଂସ କହିଥିଲେ, ଚଳିତ ବର୍ଷର ପ୍ରଥମ ଭାଗ୍ୟଶାଳୀ ବିଜେତା ଓ ଲକ୍ଷପତିଙ୍କୁ ମୁଁ ଧନ୍ୟବାଦ ଜଣାଉଛି। ଏପରିକି ଏହି ଯୋଜନା ୨୦୧୧ରୁ ଆରମ୍ଭ ହୋଇଥିଲାବେଳେ ବର୍ତ୍ତମାନ ମଧ୍ୟ ତାହା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri