୧୭ରୁ କ୍ଷିତିଜ୍‌-ଇଷ୍ଟର୍ନ ରିଜିଓନାଲ କନ୍‌ଫରେନ୍ସ-୨୦୨୨

ଭୁବନେଶ୍ୱର,୧୨।୧୨: ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଆର୍କିଟେକ୍ଟସ୍‌ ଓଡ଼ିଶା ଚାପ୍ଟର ପକ୍ଷରୁ ଏକ ୩ ଦିନିଆ ଜାତୀୟ ସମ୍ମିଳନୀ ‘କ୍ଷିତିଜ୍‌-ଇଷ୍ଟର୍ନ ରିଜିଓନାଲ କନ୍‌ଫରେନ୍ସ-୨୦୨୨’ର ଆୟୋଜନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଉକ୍ତ ସମ୍ମିଳନୀ ଚଳିତ ମାସ ୧୭ ରୁ ୧୯ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ହୋଟେଲ ମେ ଫେୟାର କନ୍‌ଭେନସନ୍‌ ସେଣ୍ଟରରେ ଆୟୋଜିତ ହେବ ବୋଲି ଜଣାପଡିଛି। ଏହି ପରିପ୍ରେକ୍ଷୀରେ ଆଇଆଇଏ ଓଡିଶା ଚାପ୍ଟର ପକ୍ଷରୁ ରବିବାର ସ୍ଥାନୀୟ ପ୍ରେସକ୍ଲବଠାରେ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା।

ଏ ସମ୍ପର୍କରେ ଆଇଆଇଏ ଓଡ଼ିଶା ଚାପ୍ଟରର ଅଧ୍ୟକ୍ଷ ଆର୍କିଟେକ୍ଟ ରାଜ୍‌ କନ୍‌ୱର ନାୟକ କହିଥିଲେ, ଆମେ ଖୁବ୍‌ ଆନନ୍ଦର ସହ ପୂର୍ବଭାରତର ଆର୍କିଟେକ୍ଟମାନଙ୍କର ସର୍ବବୃହତ ସମ୍ମିଳନୀ ‘ଇଆରସି-୨୦୨୨’ ଆୟୋଜନ ବିଷୟ ଘୋଷଣା କରୁଛୁ। ଏହି ସମ୍ମିଳନୀରେ ସଦସ୍ୟମାନଙ୍କର ବୃତ୍ତିଗତ ମାନଦଣ୍ଡକୁ ଆଗକୁ ବଢାଇବା ସହ ସମାଜର ଅର୍ଥନୀତି ତଥା ସଂସ୍କୃତିର ସ୍ଥାୟୀ ଏବଂ ସୁସଂଗଠିତ ଅଭିବୃଦ୍ଧି କ୍ଷେତ୍‌ରରେ ଆର୍କିଟେକ୍ଟମାନଙ୍କର ମୂଳ ବିସ୍ତାର ଓ ପ୍ରସାର କରିବାକୁ ଲକ୍ଷ୍ୟ ରଖାଯାଇଛି। ଉକ୍ତ କାର୍ଯ୍ୟକ୍ରମର ଶୀର୍ଷକ କ୍ଷିତିଜ୍‌-ଦି ରାଇଜିଂ ଆର୍କିଟେକ୍ଚରାଲ ହୋରାଇଜନ୍‌ ଆମର ପ୍ରଗତିଶୀଳ ବୃତ୍ତିକୁ ପରିପ୍ରକାଶ କରେ। ଇଆରସି-୨୦୨୨ରେ ଆଞ୍ଚଳିକ, ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ଥପତି, ବକ୍ତା, ପ୍ରତିନିଧି, ଟେକନିକାଲ ପାର୍ଟନର, ଛାତ୍ରୀଛାତ୍ର, ବୃତ୍ତିଗତ ଶିଳ୍ପ ପ୍ରତିନିଧି ଏବଂ କର୍ତ୍ତୃପକ୍ଷଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ମତ ଆଦାନପ୍ରଦାନ କରିବାର ସୁଯୋଗ ପ୍ରଦାନ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri