ପୁଣି ରେଡ୍‌ ଜୋନ୍‌କୁ ଫେରିଲା ଖୋର୍ଦ୍ଧା, ଚିନ୍ତା ବଢ଼ାଉଛି ଆକ୍ଟିଭ୍‌ କେସ୍‌

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ପୁଣି ବଢିଲା କରୋନା ସଂକ୍ରମଣ। ବୁଧବାର ୬୧୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩୨୩ ସଂକ୍ରମିତ ରହିଥିଲେ। ଏଥିନେଇ ଖୋର୍ଦ୍ଧା ପୁଣି ରେଡ୍‌ ଜୋନକୁ ଫେରିଛି।

ପର୍ବ ପର୍ବାଣୀ ଯୋଗୁ ବିଭିନ୍ନ ସ୍ଥାନରେ ଭିଡ ପରିଲକ୍ଷିତ ହେଉଛି। ଏଥିସହିତ ଖୋର୍ଦ୍ଧା ଓ କଟକ ଜିଲାରେ ସଂକ୍ରମଣ ବଢିଛି। ତେବେ ଟେଷ୍ଟ ପିଜିଟିଭ ରେଟ୍‌, ଆକ୍ଟିଭ କେସ୍‌କୁ ଦେଖି ଖୋର୍ଦ୍ଧାକୁ ରେଡ୍‌ ଜୋନ୍‌ ଭାବେ ସ୍ବାସ୍ଥ୍ୟ ବିଭାଗ ଘୋଷଣା କରିଛି। ସଚେତନତା ହିଁ ସଂକ୍ରମଣ ରୋକିବ । ତେଣୁ ପାର୍ବଣରେ ଭିଡ ନ କରି ସଚେତନ ରହିବାକୁ ଡିଏମ୍‌ଇଟି ନିର୍ଦ୍ଦେଶକ ସିବିକେ ମହାନ୍ତି କହିଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟରେ ଚିହ୍ନଟ ହୋଇଥିବା ମୋଟ ୬୧୫ ଜଣ ସଂକ୍ରମିତଙ୍କ ମଧ୍ୟରେ କ୍ୱାରେଣ୍ଟାଇନ୍‌ରୁ ୩୫୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୫୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri