୧୫ ଦିନ ଅନ୍ଧାରରେ ଖୁଣ୍ଟାପଡ଼ାବାସୀ

ପାଟଣା,୨୫।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପଶି ପଞ୍ଚାୟତ ଖୁଣ୍ଟାପଡ଼ା ଗ୍ରାମରେ ଦୀର୍ଘ ୧୫ ଦିନ ହେବ ୨୫ କେଭିର ବିଦ୍ୟୁତ ଟ୍ରାନ୍ସଫର୍ମର ବଜ୍ରପାତରେ ପୋଡ଼ିଯିବା ପରେ ୪୦ରୁ ଉଦ୍ଧର୍‌ବ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡଉପରେ ଛାତ୍ରୀଛାତ୍ରଙ୍କ ମ୍ୟାଟ୍ରିକ ପରୀକ୍ଷା ଥିବାରୁ ଲୋକଙ୍କୁ ଅନ୍ଧାରରେ କାଳାତିପାତ କରିବାକୁ ପଡୁଛି। ଉପଭୋକ୍ତା ବକେୟା ବିଲ ଶତ ପ୍ରତିଶତ ପୈଠ କରିଥିବା କଥା କହୁଥିବା ବେଳେ ବିଦ୍ୟୁତ ବିଭାଗର ବୈମାତୃକ ମନୋଭାବ ପାଇଁ ଟ୍ରାନ୍ସଫର୍ମର ଲାଗି ପାରୁ ନାହିଁ ବୋଲି ଲୋକେ ଅଭିଯୋଗ କରିଛନ୍ତି। ଏନେଇ ରବିବାର ଗ୍ରାମବାସୀ ତୁରୁମୁଙ୍ଗା ଏସ୍‌ଡିଓଙ୍କୁ ଭେଟିବା କେନ୍ଦୁଝର ବିଦ୍ୟୁତ କାର୍ଯ୍ୟାଳୟକୁ ଯାଇଥିବା ଜଣାପଡିଛି। ତୁରନ୍ତ ଟ୍ରାନ୍ସଫର୍ମର ମରାମତି ନ କଲେ ଗ୍ରାମବାସୀ ରାଜରାସ୍ତାକୁ ଓହ୍ଲାଇବାକୁ ଚେତାବନୀ ଦେଇଛନ୍ତି। ଅନ୍ୟ ପକ୍ଷରେ ଏସମ୍ପର୍କରେ ତୁରୁମୁଙ୍ଗା ଏସ୍‌ଡିଓ ଚିରଞ୍ଜିତ ସାହୁଙ୍କୁ ପଚାରିବାରୁ ଉକ୍ତ ଗାଁକୁ ଟ୍ରାନ୍ସଫର୍ମର ରିଲିଜ ହୋଇଛି ଖୁବ ଶୀଘ୍ର ସଂଯୋଗ ଦିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌ ମୁଖ୍ୟ ପ୍ରସଙ୍ଗ ନେଇ କଂଗ୍ରେସର ବନ୍ଦ ଡାକରା

କେନ୍ଦୁଝର,୮ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌-୨୦୨୬, ପାଠ୍ୟପୁସ୍ତକ ତ୍ରୁଟି ଏବଂ ବନ୍ୟା ସମସ୍ୟା ପ୍ରସଙ୍ଗକୁ ନେଇ ବୁଧବାର ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ କେନ୍ଦୁଝରରେ ବନ୍ଦ ପାଳନ…

ଆନନ୍ଦପୁର କଲେଜ ନିର୍ବାଚନ ପାଇଁ ପୋଲିସ-ପ୍ରଶାସନର ସମନ୍ୱୟ ବୈଠକ: ପଡ଼ୁଛି ଉଠୁଛି କଲେଜ କ୍ୟାମ୍ପସ

ବଞ୍ଚୋ, ୭।୧୦ (ପ୍ରଦୋଷ ବିଶ୍ୱାଳ): ଓଡ଼ିଶା ସରକାରଙ୍କ ନିର୍ଦ୍ଧାରିତ କଲେଜ ନିର୍ବାଚନକୁ ଶାନ୍ତିଶୃଙ୍ଖଳା ଓ ସୁରକ୍ଷିତ ଭାବେ ସମ୍ପନ୍ନ କରିବା ଲକ୍ଷ୍ୟରେ ଆନନ୍ଦପୁର ପୁଲିସ ଓ ଜିଲା…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?