Posted inଖେଳ

ଖୋର୍ଦ୍ଧା ଜିଲା ଶକ୍ତି ଉତ୍ତୋଳନ ପ୍ରତିଯୋଗିତା ଉଦ୍‌ଯାପିତ

ଭୁବନେଶ୍ୱର,୩୦ା୫,(ସ୍ପୋଟର୍‌ସ ବ୍ୟୁରୋ): ସ୍ଥାନୀୟ ଉତ୍କଳ କରାଟେ ସ୍କୁଲ ପରିସରରେ ଦୁଇ ଦିନିଆ ଖୋର୍ଦ୍ଧା ଜିଲା ଶକ୍ତି ଉତ୍ତୋଳନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାର ବିଭିନ୍ନପ ଜିମ୍‌ ଓ କ୍ଲବରୁ ବିଭିନ୍ନ ବିଭାଗରେ ମୋଟ ୧୪୦ଜଣ ପ୍ରତିଯୋଗୀ ଭାଗ ନେଇଥିଲେ। ଏଥିରେ ଉତ୍କଳ କରାଟେ ଜିମ୍‌ ୩୪ ସ୍ବର୍ଣ୍ଣ, ୧୬ ରୌପ୍ୟ ଓ ୧୨ ବ୍ରୋଞ୍ଜ ପଦକ ସହ ପ୍ରଥମ ସ୍ଥାନ ଅଧିକାର କରିଛି। ସେହିପରି ସେଣ୍ଟର ସିଟି ଜିମ୍‌ ୫ ସ୍ବର୍ଣ୍ଣ, ୭ ରୌପ୍ୟ ଓ ୩ ବ୍ରୋଞ୍ଜ ସହ ଦ୍ୱିତୀୟ ଏବଂ ୟୁନିକ୍‌ ଫିଟ୍‌ନେସ ଜିମ୍‌ ୫ ସ୍ବର୍ଣ୍ଣ, ୨ ରୌପ୍ୟ ଓ ୪ ବ୍ରୋଞ୍ଜ ସହ ତୃତୀୟ ସ୍ଥାନ ହାସଲ କରିଛି। ଓଡ଼ିଶା ରାଜ୍ୟ ସଂଘ ସମ୍ପାଦକ ଡ. ହରି ପ୍ରସାଦ ପଟ୍ଟନାୟକ ଓ ଉପସଭାପତି ଇଂ. ଚିତ୍ତରଞ୍ଜନ ସ୍ବାଇଁଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବାଧାନରେ
ଖୋର୍ଦ୍ଧା ଜିଲା ସଂଘର ସମ୍ପାଦକ ସମରେନ୍ଦ୍ର ରାଉତରାୟ, କୋଷାଧ୍ୟକ୍ଷ ପ୍ରଦୀପ ପାତ୍ର, କୃଷ୍ଣ ଚନ୍ଦ୍ର ସkାoହୁ, ରାକେଶ ଶତପଥୀ, ଶକ୍ତିରଞ୍ଜନ ବାରିକ, ଅନୁପମା ସ୍ବାଇଁ, ଗୌରି ମହାନ୍ତି, ହିମାଂଶୁ ଶେଖର ଦାସ, ଜାଭେଦ ଅର୍ସଦ ଓ ଦେବାଶିଷ ମହାନ୍ତି ପ୍ରମୁଖ ପ୍ରତିଯୋଗିତା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡରେ ଗୌତମ ଗମ୍ଭୀରଙ୍କ ‘ବୁଲେଟପ୍ରୁଫ’ ପ୍ଲାନ୍‌ ସଫଳ: ସମାଲୋଚକଙ୍କୁ କଡ଼ା ଜବାବ

ନୂଆଦିଲ୍ଲୀ,୭।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜ୍‌ରେ ଭାରତୀୟ ଦଳର ଯୁବ ପେସ ବୋଲରଙ୍କ ଦମ୍‌ଦାର ପ୍ରଦର୍ଶନ ଏବେ ଚର୍ଚ୍ଚାରେ। ଟିମ ମ୍ୟାନେଜମେଣ୍ଟର ନୂଆ ରଣନୀତି ଯୋଗୁ ଅଭିଜ୍ଞ…

କଣ୍ଟାମାଳ ବିଡିଓ ନିଲମ୍ବିତ

କଣ୍ଟାମାଳ,୭ା୧୧: ବୌଦ୍ଧ ଜିଲା କଣ୍ଟାମାଳ ବିଡିଓ ସାମି ରେଡ୍ଡୀ ଜୟଶ୍ରୀଙ୍କ ବିରୋଧରେ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ…

୬ ବର୍ଷରେ ନିବେଶକଙ୍କ ସବୁଠୁ ଲାଭଦାୟକ ସପ୍ତାହ

ମୁମ୍ବାଇ,୭ା୧୧: ବୈଶ୍ୱିକ ସ୍ତରରେ ପୁଞ୍ଜିବଜାରର ମାନ୍ଦାବସ୍ଥା ସତ୍ତ୍ୱେ ଭାରତୀୟ ଶେୟାର ବଜାରର ସାମ୍ପ୍ରତିକ ସ୍ଥିତି ଉତ୍ତମ ରହିଛି। ଚଳିତ ସପ୍ତାହରେ ଉଭୟ ବିଏସ୍‌ଇ ସେନ୍‌ସେକ୍ସ ଏବଂ ନ୍ୟାଶନାଲ…

ନ୍ୟୁଜିଲାଣ୍ଡରେ ଧମାକା କଲେ ଯଶସ୍ବୀ ଜୟସ୍ବାଲ: ଲଗାତାର ଦ୍ୱିତୀୟ ଶତକ ମାରି ଫର୍ମକୁ ଫେରିଲେ ଷ୍ଟାର ଓପନର୍‌

ନୂଆଦିଲ୍ଲୀ,୭।୧୧:ନ୍ୟୁଜିଲାଣ୍ଡ ଗସ୍ତରେ ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନର ଯଶସ୍ବୀ ଜୟସ୍ବାଲଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଦମ୍‌ଦାର ଶତକ। ଲଗାତାର ଦ୍ୱିତୀୟ ଅନଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଶତକ…

ନଭେମ୍ବର ୬ରେ କାହିଁକି ଟେଷ୍ଟକୁ ଅଲବିଦା କହିଲେ ଶାମି? ରହିଛି ବଡ଼ କନେକ୍ସନ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୭।୧୧: ଟିମ ଇଣ୍ଡିଆକୁ ପ୍ରତ୍ୟାବର୍ତ୍ତନ କରିବାକୁ ଉଦ୍ୟମ କରୁଥିବା ମହମ୍ମଦ ଶାମି ୬ ନଭେମ୍ବର ୨୦୨୬ରେ ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଏହା ସହ ତାଙ୍କର…

ଟେଷ୍ଟ କ୍ରିକେଟକୁ ଅଲବିଦା କହିଲେ ଶାମି, ଏବେ ଆଇପିଏଲ ଖେଳିବେ ନା ନାହିଁ , କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୧୧: ୬ ନଭେମ୍ବର ୨୦୨୬ରେ ମହମ୍ମଦ ଶାମି ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ଶେୟାର କରି ସେ ନିଜ…

ଏଥର ଦୀପାବଳି ପାଳିବେନି ମୁଖ୍ୟମନ୍ତ୍ରୀ, ନେବେନି ଉପହାର: ଜାଣନ୍ତୁ କାହିଁକି ନେଲେ ଏମିତି ନିଷ୍ପତ୍ତି

ଭୁବନେଶ୍ୱର,୭।୧୧:ଭୁବନେଶ୍ୱର,୭।୧୧: ଚଳିତ ବର୍ଷ ଦୀପାବଳି ପାଳନ କରିବେ ନାହିଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ବିପର୍ଯ୍ୟୟରେ ଦକ୍ଷିଣ ଓଡ଼ିଶାର ଅନେକ ଅଞ୍ଚଳ…

ଶୌଚ ପାଇଁ ନାଳକୁ ଯାଇଥିଲେ ଖଗେଶ୍ୱର, ହଠାତ୍‌ ଆକ୍ରମଣ କଲା ଦନ୍ତା ହାତୀ: ଆଉ ତା’ପରେ…

ସମ୍ବଲପୁର,୭।୧୧(ପ୍ରମୋଦ ବହିଦାର): ସମ୍ବଲପୁର ଜିଲି ଯୁଯୋମୁରା ଥାନା ଅନ୍ତର୍ଗତ କଂସର ପଞ୍ଚାୟତର ବୁଢ଼ିଆକଟା ଗ୍ରାମରେ ସକାଳୁ ସକାଳୁ ଏକ ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?