ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଷ୍ଟେଶନ-କେନ୍ଦୁଝର ଟ୍ରାଫିକ ପୋଲିସ ଷ୍ଟେଶନକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର, ୨।୫: ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟକୁ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୋଲିସ ଷ୍ଟେଶନ ଭାବେ ଉନ୍ନୀତ କରାଯାଇଛି। ଏଥିପାଇଁ ୨୩ଟି ଅତିରିକ୍ତ ପଦବୀ ମଧ୍ୟ ସୃଷ୍ଟି କରାଯାଇଛି। ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ। ଏ ସଂପର୍କୀୟ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।ଏହି ପୋଲିସ ଷ୍ଟେସନରେ ସୃଷ୍ଟି ହୋଇଥିବା ୨୩ଟି ନୂତନ ପଦବୀ ମଧ୍ୟରେ ଗୋଟିଏ ଇନ୍ସପେକ୍ଟର, ୬ଟି ସବ ଇନିସପେକ୍ଟର, ୩ଟି ଆସିଷ୍ଟାଣ୍ଟ ସବ-ଇନିସପେକ୍ଟର , ୨ଟି ହାବିଲଦାର ଏବଂ ୧୧ଟି କନେଷ୍ଟବଲ ପଦବୀ ରହିଛି ।

ସେହିପରି ରାଜ୍ୟ ସରକାର କେନ୍ଦୁଝର ଓ ବଡବିଲ ସହରରେ ଦୁଇଟି ଟ୍ରାଫିକ ପୋଲିସ ଷ୍ଟେଶନ ମଧ୍ୟ ସୃଷ୍ଟି କରିଛନ୍ତି। ଏଥିପାଇଁ ୨୪ଟି ନୂତନ ପଦବୀ ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତିି। ଏହାଦ୍ୱାରା ଏହି ଦୁଇଟି ସହରରେ ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଲକ୍ଷ୍ୟ ରଖାଯାଇଛି । ଏହି ଦୁଇଟି ଟ୍ରାଫିକ ପୋଲିସ ଷ୍ଟେଶନ ପାଇଁ ସୃଷ୍ଟି ହୋଇଥିବା ୨୪ଟି ପଦବୀ ମଧ୍ୟରେ ୨ଟି ଇନ୍ସପେକ୍ଟର, ୬ଟି ଆସିଷ୍ଟାଣ୍ଟ ସବଇନସ୍ପେକ୍ଟର ଓ ୧୬ଟି କନେଷ୍ଟବଳ ପଦବୀ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri