Posted inଖେଳ

ଖୋର୍ଦ୍ଧା ଚାମ୍ପିୟନ, କିଟ୍‌-କିସ୍‌କୁ ବ୍ରୋଞ୍ଜ

ଭୁବନେଶ୍ୱର, ୭ା୧୧(ସ୍ପୋଟର୍‌ସ ବ୍ୟୁରୋ): ହକି ଆସୋସିଏଶନ୍‌ ଅଫ୍‌ ଓଡ଼ିଶା (ଏଚ୍‌ଏଓ) ଜୁନିୟର ମହିଳା ହକି ଚାମ୍ପିୟନଶିପ୍‌ରେ ବ୍ରୋଞ୍ଜ ପଦକ ହାସଲ କରିଛି କିଟ୍‌-କିସ୍‌ ଦଳ। ଏଚ୍‌ଏଓ ଏବଂ କିଟ୍‌ ବିଶ୍ୱବିଦ୍ୟାଳୟର ମିଳିତ ଉଦ୍ୟମରେ ଏହି ଟୁର୍ନାମେଣ୍ଟ ଆୟୋଜନ କରାଯାଇଥିଲା। ୨ ନଭେମ୍ବରରୁ ଆରମ୍ଭ ହୋଇଥିବା ଏହି ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଛି। କିଟ୍‌ ହକି ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍‌ରେ କିଟ୍‌-କିସ୍‌ ଜୁନିୟର ଦଳ ପ୍ରଥମଥର ପାଇଁ ପଦକ ହାସଲ କରିବାରେ ସମର୍ଥ ହୋଇଛି। ଢେଙ୍କାନାଳକୁ ୭-୦ରେ ପରାସ୍ତ କରି ଦଳ ବ୍ରୋଞ୍ଜ ପଦକ ହାସଲ କରିଥିଲା। ଅନ୍ୟପକ୍ଷରେ ସୁନ୍ଦରଗଡ଼କୁ ୨-୦ରେ ପରାସ୍ତ କରି ଖୋର୍ଦ୍ଧା ଚାମ୍ପିୟନ ଆଖ୍ୟା ଅର୍ଜନ କରିଥିଲା। ଜୁନିୟର ଦଳର ଏହି ସଫଳତା ପାଇଁ ସମସ୍ତ ଖେଳାଳି ଓ କୋଚ୍‌ଙ୍କୁ କିଟ୍‌-କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ବଡ଼ ଝଟକା: ପାକିସ୍ତାନରେ ଆଲୋଚନା କରିବାକୁ ମନା କଲା ଇରାନ, ୪୮ ଘଣ୍ଟାର ଅସ୍ତ୍ରବିରତି ସର୍ତ୍ତକୁ କଲା ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ପାକିସ୍ତାନ, କାତାର ଏବଂ ତୁର୍କୀ ଦ୍ୱାରା ମଧ୍ୟସ୍ଥତା ପାଇଁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି, କାରଣ ଇରାନ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ସନ୍ତାନ ପାଳନ ଓ ମାର୍ଗ ଦର୍ଶନ

ଈଶ୍ୱରଙ୍କ ସୃଷ୍ଟିରେ ମଣିଷ ସର୍ବଶ୍ରେଷ୍ଠ ଜୀବ ରୂପେ ପରିଗଣିତ ହୋଇଥାଏ। ଏହାର କାରଣ ହେଲା ଜୀବଜନ୍ତୁମାନେ ଭଲ, ମନ୍ଦ, ଭୁଲ୍‌, ଠିକ୍‌ ବିବେଚନା କରିବାରେ ଅସମର୍ଥ ହୋଇଥିବା…

ନିର୍ବାଚନ: ଆଞ୍ଚଳିକ ଦଳ ବନାମ ଏନ୍‌ଡିଏ

କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ସହ ୪ଟି ରାଜ୍ୟ ବିଧାନସଭା ପାଇଁ ଚଳିତ ମାସରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମସ୍ତ ରାଜ୍ୟରେ ରହିଛି ମୋଟ ୮୨୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri