ବଦଳିଲେ ଖୋର୍ଦ୍ଧା ଜିଲାପାଳ

ଭୁବନେଶ୍ୱର,୩ା୮(ବ୍ୟୁରୋ): ଖୋର୍ଦ୍ଧା ଜିଲାପାଳ ସୀତାଂଶୁ କୁମାର ରାଉତଙ୍କର ସୋମବାର ବଦଳି ହୋଇଛି। ତାଙ୍କ ବଦଳି ପରେ ସନତ କୁମାର ମହାନ୍ତି ନୂତନ ଜିଲାପାଳ ହୋଇଛନ୍ତି।

ଏଥିସହିତ ଗଞ୍ଜାମ କୋଭିଡ୍‌ ମ୍ୟାନେଜମେଣ୍ଟର ଓଏସ୍‌ଡି ଭାବେ ଆଇଏଏସ୍‌ କୀର୍ତ୍ତି ଭାସାନଙ୍କ ବଦଳି ହୋଇଛି। ସେହିପରି ଆଇଏଏସ୍‌ ଶୁଭଙ୍କର ମହାପାତ୍ର ବାଲିଗୁଡ଼ା ଉପଜିଲାପାଳ ହୋଇଥିବା ବେଳେ ଆଇଏଏସ୍‌ ସୂର୍ଯ୍ୟବଂଶୀ ମୟୂର ବିକାଶ ସମ୍ବଲପୁରର ଉପଜିଲାପାଳ ହୋଇଛନ୍ତି। ଗଜପତି କୋଭିଡ୍‌ ମ୍ୟାନେଜମେଣ୍ଟର ଓଏସ୍‌ଡି ଭାବେ ଆଇଏଏସ୍‌ ଜେ. ସୋନାଲଙ୍କ ବଦଳି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଥାନା ଏସଆଇଙ୍କୁ ଡିଜିପି ଡିସ୍କ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୧୩।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସଆଇ ସମୀର କୁମାର ସେଠୀଙ୍କୁ ବୁଧବାର ଡିଜିପି ଡିସ୍କ ଆୱାର୍ଡ଼ ମିଳିଛି। କଟକ ଠାରେ ଆୟୋଜିତ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ପଦକ…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri