ନୂଆ ଘର ଖୋଜୁଛନ୍ତି ଏହି କପୁଲ, ବିବାହ ପୂର୍ବରୁ ରହିବେ ଲିଭ ଇନରେ

ମୁମ୍ବାଇ: ଏବେ ଖୁବ୍ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ କପୁଲ କିଆରା ଆଡଭାନୀ ଓ ସିଦ୍ଧାର୍ଥ ମାଲହୋତ୍ରା । ଏମାନଙ୍କୁ ଅନେକ ସମୟରେ ଏକାଠି ଦେଖିବାକୁ ମିଳୁଛି । ବେଶ କିଛିଦିନ ହେବ ଏମାନଙ୍କ ରିଲେଶନକୁ ନେଇ ଆଲୋଚନା ହେଉଛି । ଯାହା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି । କିଛିଦିନ ହେବ କିଆରା-ସିଦ୍ଧାର୍ଥଙ୍କ ବିବାହ ଖବର ବି ଆସିଛି ଚର୍ଚ୍ଚାକୁ । ଏସବୁ ଭିତରେ ଏବେ ନୂଆ ଅପଡେଟ ଆସିଯାଇଛି । କୁହାଯାଉଛି କି ବିବାହ ପୂର୍ବରୁ ଏହି ଯୋଡି ଲିଭ ଇନରେ ରହିବାକୁ ଚାହୁଁଛନ୍ତି ।
କିଆରା ଓ ସିଦ୍ଧାର୍ଥ ଏବେ ନୂଆ ଘର ଖୋଜୁଥିବା ଶୁଣିବାକୁ ମିଳିଛି । କାରଣ ବିବାହ ପୂର୍ବରୁ ଏମାନେ ଏକାଠି ରହିବା ସହ ଫ୍ୟୁଚର ପ୍ଲାନିଂ କରିବେ ବୋଲି କୁହାଯାଉଛି । ଏମାନେ ଏବେ ଲିଭ ଇନରେ ରହିବାକୁ ଚାହୁଁଛନ୍ତି । କାରଣ ବିବାହ ପୂର୍ବରୁ ଏମାନେ ପରସ୍ପର ସହ ଟାଇମ ସ୍ପେଣ୍ଡ କରିବାକୁ ଚାହୁଁଛନ୍ତି । ଏମିତି ବି ଶୁଣିବାକୁ ମିଳିଛି କି ଯଦି ନୂଆ ଘର ନ ମିଳିଲା ତେବେ କିଆରା, ସିଦ୍ଧାର୍ଥଙ୍କ ଘରକୁ ସିଫ୍ଟ କରିଯିବେ । ସେଠାରେ ସେମାନେ ଏକାଠି ରହିବା ପରେ ଆସନ୍ତା ବର୍ଷ ଏପ୍ରିଲରେ ବିବାହ କରିବେ ।
ତେବେ କିଆରା-ସିଦ୍ଧାର୍ଥ ଲିଭ ଇନରେ ରହିବା କିଛି ନୂଆ କଥା ନୁହେଁ । ଏହା ପୂର୍ବରୁ ବି କେତେଜଣ ଷ୍ଟାର କପୁଲ ଲିଭ ଇନରେ ରହି ଆସୁଥିଲେ । ଯେମିତି ରଣବୀର କପୁର ଓ ଆଲିଆ ଭଟ୍ଟ । ତେବେ ବିବାହକୁ ନେଇ ସିଦ୍ଧାର୍ଥ କେତେଥର ମୁହଁ ଖୋଲିଥିବା ବେଳେ କିଆରା କିନ୍ତୁ ଏ ନେଇ ସାମନ୍ୟ ହିଣ୍ଟ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri