ରାମ୍ପ ଓ୍ବାକ୍‌ ସମୟରେ ଶାଶୁଙ୍କୁ ଫାଇଙ୍ଗ୍‌ କିସ୍‌ ଦେଲେ କିଆରା, ୟୁଜର୍ସ କହିଲେ ପରଫେକ୍ଟ ବୋହୂ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କିଆରା ଆଡଭାନୀ ତାଙ୍କ ଚଳଚ୍ଚିତ୍ର ‘ସତ୍ୟପ୍ରେମ କି କଥା’ ପାଇଁ ଆଜିକାଲି ହେଡଲାଇନରେ ଅଛନ୍ତି। ଏହି ଚଳଚ୍ଚିତ୍ରରେ ତାଙ୍କର ଅଭିନୟକୁ ବହୁତ ପ୍ରଶଂସା କରାଯାଉଛି। କିଆରା ଚଳିତ ବର୍ଷ ସିଦ୍ଧାର୍ଥ ମାଲହୋତ୍ରାଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ତାଙ୍କର ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନକୁ ବହୁତ ଭଲ ଭାବରେ ମ୍ୟାନେଜ୍‌ କରୁଛନ୍ତି। କିଆରା ମଧ୍ୟ ତାଙ୍କ ଶାଶୁଙ୍କ ସହିତ ବହୁତ ସମୟ ବିତାଉଥିବା ନଜର ଆସନ୍ତି। କିଆରାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ସେ ରାମ୍ପ ଓ୍ବାକ୍‌ ସମୟରେ ତାଙ୍କ ଶାଶୁଙ୍କୁ ଫାଇଙ୍ଗ୍‌ କିସ୍‌ ହେଉଛନ୍ତି। କିଆରା ଏବଂ ତାଙ୍କ ଶାଶୁଙ୍କ ଏହି ଭିଡିଓକୁ ପ୍ରଶଂସକମାନେ ବେଶ୍‌ ପସନ୍ଦ କରୁଛନ୍ତି।

ମଙ୍ଗଳବାର ଇଣ୍ଡିଆ କାଉଚର୍‌ ଓ୍ବିକ୍‌ ଡିଜାଇନର୍‌ ଫାଲଗୁନି ଏବଂ ଶେନ ପିକକ୍‌ ପାଇଁ କିଆରା ଆଡଭାନୀ ରାମ୍ପ ଓ୍ବାକ୍‌ କରିଥିଲେ। କିଆରା ଗୋଲାପୀ ରଙ୍ଗର ଏକ ଥାଇ ହାଇ ସ୍ଲିଟ ଲେହେଙ୍ଗା ପିନ୍ଧିଥିଲେ। ଯେଉଁଥିରେ ସେ ବହୁତ ସୁନ୍ଦର ଦେଖାଯାଉଥିଲେ। କିଆରା ରାମ୍ପ ଓ୍ବାକ୍‌ର ଭିଡିଓ ଭାଇରାଲ ହେବାରେ ଲାଗିଛି। ରାମ୍ପ ଓ୍ବାକ୍‌ ସମୟରେ ପାର୍ଶ୍ୱରେ ବସିଥିବା ଶାଶୁଙ୍କୁ ଏକ ଫ୍ଲାଇଙ୍ଗ୍‌ କିସ୍‌ କରୁଥିବା ନଜର ଆସିଛନ୍ତି। ଏହା ପରେ ତାଙ୍କ ଶାଶୁ ମଧ୍ୟ ତାଙ୍କୁ କିସ୍‌ ଦେଇଥିଲେ। ଶାଶୁ ଏବଂ ବୋହୂଙ୍କର ଏଭଳି ସମ୍ପର୍କକୁ ପ୍ରଶଂସକମାନେ ବହୁତ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri