ରାମ୍ପ ଓ୍ବାକ୍‌ ସମୟରେ ଶାଶୁଙ୍କୁ ଫାଇଙ୍ଗ୍‌ କିସ୍‌ ଦେଲେ କିଆରା, ୟୁଜର୍ସ କହିଲେ ପରଫେକ୍ଟ ବୋହୂ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କିଆରା ଆଡଭାନୀ ତାଙ୍କ ଚଳଚ୍ଚିତ୍ର ‘ସତ୍ୟପ୍ରେମ କି କଥା’ ପାଇଁ ଆଜିକାଲି ହେଡଲାଇନରେ ଅଛନ୍ତି। ଏହି ଚଳଚ୍ଚିତ୍ରରେ ତାଙ୍କର ଅଭିନୟକୁ ବହୁତ ପ୍ରଶଂସା କରାଯାଉଛି। କିଆରା ଚଳିତ ବର୍ଷ ସିଦ୍ଧାର୍ଥ ମାଲହୋତ୍ରାଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ତାଙ୍କର ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନକୁ ବହୁତ ଭଲ ଭାବରେ ମ୍ୟାନେଜ୍‌ କରୁଛନ୍ତି। କିଆରା ମଧ୍ୟ ତାଙ୍କ ଶାଶୁଙ୍କ ସହିତ ବହୁତ ସମୟ ବିତାଉଥିବା ନଜର ଆସନ୍ତି। କିଆରାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ସେ ରାମ୍ପ ଓ୍ବାକ୍‌ ସମୟରେ ତାଙ୍କ ଶାଶୁଙ୍କୁ ଫାଇଙ୍ଗ୍‌ କିସ୍‌ ହେଉଛନ୍ତି। କିଆରା ଏବଂ ତାଙ୍କ ଶାଶୁଙ୍କ ଏହି ଭିଡିଓକୁ ପ୍ରଶଂସକମାନେ ବେଶ୍‌ ପସନ୍ଦ କରୁଛନ୍ତି।

ମଙ୍ଗଳବାର ଇଣ୍ଡିଆ କାଉଚର୍‌ ଓ୍ବିକ୍‌ ଡିଜାଇନର୍‌ ଫାଲଗୁନି ଏବଂ ଶେନ ପିକକ୍‌ ପାଇଁ କିଆରା ଆଡଭାନୀ ରାମ୍ପ ଓ୍ବାକ୍‌ କରିଥିଲେ। କିଆରା ଗୋଲାପୀ ରଙ୍ଗର ଏକ ଥାଇ ହାଇ ସ୍ଲିଟ ଲେହେଙ୍ଗା ପିନ୍ଧିଥିଲେ। ଯେଉଁଥିରେ ସେ ବହୁତ ସୁନ୍ଦର ଦେଖାଯାଉଥିଲେ। କିଆରା ରାମ୍ପ ଓ୍ବାକ୍‌ର ଭିଡିଓ ଭାଇରାଲ ହେବାରେ ଲାଗିଛି। ରାମ୍ପ ଓ୍ବାକ୍‌ ସମୟରେ ପାର୍ଶ୍ୱରେ ବସିଥିବା ଶାଶୁଙ୍କୁ ଏକ ଫ୍ଲାଇଙ୍ଗ୍‌ କିସ୍‌ କରୁଥିବା ନଜର ଆସିଛନ୍ତି। ଏହା ପରେ ତାଙ୍କ ଶାଶୁ ମଧ୍ୟ ତାଙ୍କୁ କିସ୍‌ ଦେଇଥିଲେ। ଶାଶୁ ଏବଂ ବୋହୂଙ୍କର ଏଭଳି ସମ୍ପର୍କକୁ ପ୍ରଶଂସକମାନେ ବହୁତ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

ତିହାଡ଼ିପାଲି ଶିବ ମନ୍ଦିର ନିକଟ ପୋଲ ଉପରେ ଚାଲିଛି ପାଣି: ଯାତାୟାତ ବାଧାପ୍ରାପ୍ତ

ଜମନକିରା, ୮।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଚଳିତ ବର୍ଷ ଅତ୍ୟଧିକ ବର୍ଷା ଯୋଗୁଁ କୁଚିଣ୍ଡା-ଲାଡ-ଫାଶିମାଲ ଭାୟା ଧୁଡ଼ିପାଲି ପିଡବ୍ଲ୍ୟୁଡି ରାସ୍ତାରେ ଗମ୍ଭୀର ସମସ୍ୟା ସୃଷ୍ଟି ହୋଇଛି। ତିହାଡ଼ିପାଲି…

କାର୍ଯ୍ୟସ୍ଥଳରେ ମହିଳାଙ୍କୁ ଯୌନ ଉତ୍ପୀଡନରୁ ସୁରକ୍ଷା, ପ୍ରତିକାର ଆଇନ

ଦିଗପହଣ୍ଡି, ୮|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଶକ୍ତିଶ୍ରୀ…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…

ସୀମାଟପିଲାଣି ଦୁର୍ନୀତି: ଭିମାଗୁଡ଼ି-କର୍ଲାମୁଣ୍ଡା କଂକ୍ରିଟ ରାସ୍ତା ନିମ୍ନମାନର ନିର୍ମାଣ

ରିଷିଡା, ୮।୮ (ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକରେ ଦୁର୍ନୀତି ଦିନକୁ ଦିନ ସୀମା ଟପୁଥିବା ଅଭିଯୋଗ ହୋଇଛି। ବ୍ଲକ ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଅପାରଗତା ଯୋଗୁ ଠିକାଦାରଙ୍କ…

ଭୂତଳ କେବୁଲ ଯୋଗେ ଜିଲାପାଳ -ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ

ଛତ୍ରପୁର, ୮।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବହୁଦିନର ଅପେକ୍ଷା ପରେ ଶନିବାର ଆଧୁନିକ ଯାନ୍ତ୍ରିକ ଜ୍ଞାନକୌଶଳରେ ଟିପିଏସ୍‌ଓଡିଏଲ୍‌ ପକ୍ଷରୁ ୧୧ କେଭି ବିଶିଷ୍ଟ ଭୂତଳ କେବୁଲ ଯୋଗେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri