କିୟାରାଙ୍କ ଗ୍ଲାମରସ ଫଟୋଶୁଟ୍‌

ମୁମ୍ବାଇ: ବଲିଉଡ୍ ନାୟିକା କିୟାରା ଆଡଭାନୀ ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ । ନିଜର ଷ୍ଟାଇଲ ସେନ୍ସ ପାଇଁ ଅଧିକାଂଶ ସମୟରେ ସେ ଥାଆନ୍ତି ଚର୍ଚ୍ଚାରେ । ନିକଟରେ ସେ ତାଙ୍କ ଅଫିସିୟାଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଫଟୋଶୁଟର ଭିଡିଓ ଅପଲୋଡ କରିଛନ୍ତି । ଯେଉଁଥିରେ ତାଙ୍କ ଅନ୍ଦାଜ ଦେଖିବା ଭଳି ହୋଇଛି । ବ୍ଲାକ ଡ୍ରେସରେ ସେ ଯେଉଁ ଫଟୋ ଶୁଟ୍ କରିଛନ୍ତି ତାହା ତାଙ୍କ ପ୍ରଶଂସକଙ୍କୁ ବେଶ୍ ପସନ୍ଦ ଆସିଛି । କେବଳ ସେତିକି ନୁହେଁ କ୍ୟାମେରା ସାମ୍ନାରେ ତାଙ୍କର ଏକ୍ସପ୍ରେଶନ ବି ଦେଖିବା ଭଳି ଲାଗୁଛି । କିୟାରାଙ୍କ ଏହି ଫଟୋକୁ ତାଙ୍କ ପ୍ରଶଂସକ ଲାଇକ୍ କରିବା ସହ କମେଣ୍ଟ ବି କରୁଛନ୍ତି । ସେ ଶେୟାର କରିଥିବା ଭିଡିଓକୁ ଏବେ ୨୧ ଲକ୍ଷରୁ ଅଧିକ ଭ୍ୟୁଜ ମିଳିଲାଣି । କିୟାରାଙ୍କ ଅଗାମୀ ଫିଲ୍ମ ଶେରସାହା ହୋଇଥିବା ବେଳେ ଏଥିରେ ତାଙ୍କ ଅପୋଜିଟରେ ସିଦ୍ଧାର୍ଥ ମାଲହୋତ୍ରାଙ୍କୁ ଦେଖିବାକୁ ମିଳିବ ।


Enter your email to get our daily news in your inbox.

All Right Reserved By Dharitri.Com

୪୬ ବର୍ଷରେ ଟ୍ବିଙ୍କିଲ୍‌: ଫିଲ୍ମ ଫ୍ଲପ୍‌ ହେବାରୁ ଅକ୍ଷୟଙ୍କୁ କରିଥିଲେ ବିବାହ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଟ୍ବିଙ୍କିଲ୍‌ ଖାନ୍ନା ରବିବାର ୪୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୩ ଡିସେମ୍ବର ୨୯ରେ ସେ ମୁମ୍ବାଇର ଜଶଲୋକ୍‌ ହସ୍ପିଟାଲରେ ଜନ୍ମଗ୍ରହଣ କରିଥିଲେ।...

କରୋନା ଯୋଦ୍ଧାଙ୍କ ପାଇଁ ଗୀତ ଗାଇଲେ ମାଧୁରୀ

ମୁମ୍ବାଇ: କରୋନା ସଂକ୍ରମଣକୁ ନେଇ ସାରା ଦେଶରେ ଲକ୍‌ଡାଉନ ଚାଲିଛି। ଏହି ସମୟରେ ଘରେଥିବା ଲୋକେ ସୁରକ୍ଷିତ ରହିଛନ୍ତି। କାରଣ କରୋନା ଯୋଦ୍ଧା ହସ୍ପିଟାଲରେ ଓ...

ଖୁବ୍‌ଶୀଘ୍ର ରିଲିଜ୍‌ ହେବ ହାଉସ୍‌ ଫୁଲ୍‌-୪ର ଟ୍ରେଲର୍‌

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ‘ହାଉସ୍‌ ଫୁଲ-୪’କୁ ତାଙ୍କର ଫ୍ୟାନମାନେ ଅପେକ୍ଷା ରଖିଛନ୍ତି। ତେବେ ଖୁବ୍‌ଶୀଘ୍ର ଏହାର ଟ୍ରେଲର୍‌ ରିଲିଜ୍‌...

ଇଣ୍ଡିଆଜ୍‌ ମୋଷ୍ଟ ଓ୍ବାଣ୍ଟେଡ୍‌ର ଟ୍ରେଲର ରିଲିଜ୍‌

ମୁମ୍ବାଇ,୨।୫: ବଲିଉଡ୍‌ରେ ଏବେ ଦେଶଭକ୍ତି ଫିଲ୍ମର ଟ୍ରେଣ୍ଡ ଚାଲିଛି। ଏହି ପରିପ୍ରେକ୍ଷୀରେ ଅର୍ଜୁନ କପୁରଙ୍କ ଅପ୍‌ କମିଂ ଫିଲ୍ମ ଇଣ୍ଡିଆଜ୍‌ ମୋଷ୍ଟ ଓ୍ବାଣ୍ଟେଡ୍‌ର ଟ୍ରେଲର ରିଲିଜ...

ଇବ୍ରାହିମଙ୍କ ଫଟୋ ଦେଖି ବିବାହ କରିବାକୁ ପ୍ରସ୍ତାବ ଦେଲେଣି ମହିଳା ପ୍ରଶଂସକ, ଆଉ କେହି..

ବମ୍ବେ: ଦୀପାବଳି ସରିଯାଇଛି, ଏବେ ମୋତେ କ୍ୟାପଶନ୍‌ ମିଳୁନାହିଁ। ଏପରି କିଛି ଲେଖି ନିଜର କିଛି ଫଟୋ ଶେୟାର କରିଛନ୍ତି ଅଭିନେତା ସୈଫ ଅଲ୍ଲୀ ଖାନ୍‌ଙ୍କ...

ବିଜ୍ଞାନକୁ ଛାଡ଼ିି ରହିବା ମୋ ପାଇଁ କଷ୍ଟଦାୟକ

ଚନ୍ଦ୍ର ଓ ମଙ୍ଗଳକୁ ଯାନ ପଠାଇ ଭାରତ ମହାକାଶ ବିଜ୍ଞାନରେ ଆଗୁଆ ରାଷ୍ଟ୍ରମାନଙ୍କର ସମକକ୍ଷ ହୋଇପାରିଛି। ବିଶ୍ୱରେ ଆଣିିଛି ଏକ ନୂଆ ପରିଚୟ। ଭାରତର ମହାକାଶ...

ମହାନ୍‌ ସଙ୍ଗୀତକାର ଗୁଲାମ ମୁସ୍ତାଫା ଖାନଙ୍କ ପରଲୋକ

ନୂଆଦିଲ୍ଲୀ,୧୭।୧: ଶାସ୍ତ୍ରୀୟ ସଙ୍ଗୀତକାର ଉସ୍ତାଦ ଗୁଲାମ ମୁସ୍ତାଫା ଖାନଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। ଉସ୍ତାଦ ଗୁଲାମ ମୁସ୍ତାଫା...

ଦିବଂଗତ ସ୍ବାମୀଙ୍କ ପ୍ରତିମୂର୍ତ୍ତୀ ନିକଟରେ ସାଦ ଖାଇଲେ ମେଘନା

କନ୍ନଡ ଚଳଚ୍ଚିତ୍ର ଅଭିନେତା ଚିରଞ୍ଜୀବୀ ସରଜାଙ୍କର ଚଳିତ ବର୍ଷ ଜୁନ ୭ରେ ମୃତ୍ୟୁ ଘଟିଥିଲା। ସେତେବେଳେ ତାଙ୍କ ସ୍ତ୍ରୀ ମେଘନା ରାଜ ତିନି ମାସର ଗର୍ଭବତୀ...

Advertisement
Seven Jackpot


Archives

Model This Week