ହଠାତ ବିଗିଡ଼ିଲା କିଆରାଙ୍କ ସ୍ବାସ୍ଥ୍ୟାବସ୍ଥା, ଡାକ୍ତରଖାନାରେ ଭର୍ତ୍ତି

ମୁମ୍ବାଇ: ଅସୁସ୍ଥ ହୋଇପଡ଼ିଛନ୍ତି ଅଭିନେତ୍ରୀ କିଆରା ଆଡଭାଣୀ। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏଥିଲାଗି ସେ ନିଜର ଫିଲ୍ମ ‘ଗେମ୍‌ ଚେଞ୍ଜର’ର ଟ୍ରେଲର୍‌ ଲଞ୍ଚ କାର୍ଯ୍ୟକ୍ରମରେ ସାମିଲ ହୋଇପାରି ନାହାନ୍ତି। କାର୍ଯ୍ୟକ୍ରମ ସମୟରେ ହୋଷ୍ଟ ପ୍ରଶଂସକଙ୍କୁ ଏନେଇ ଜଣାଇବା ପରେ ସମସ୍ତେ ଚିନ୍ତା ପ୍ରକାଶ କରୁଛନ୍ତି। ହେଲେ କେଉଁ କାରଣରୁ ସେ ଡାକ୍ତରଖାନା ଯାଇଛନ୍ତି ତାହା ଜଣାପଡ଼ିନାହିଁ।

ଆଜିକାଲି କିଆରା ରାମଚରଣଙ୍କ ସହ ତାଙ୍କ ଫିଲ୍ମ ‘ଗେମ୍‌ ଚେଞ୍ଜର’କୁ ନେଇ ବ୍ୟସ୍ତ। ଏହା ଚଳିତ ବର୍ଷର ମୋଷ୍ଟ ଆଓ୍ବେଟେଡ୍‌ ଫିଲ୍ମରୁ ଗୋଯିଏ। ଏହାକୁ ଶଙ୍କର ନିର୍ଦ୍ଦେଶନା ଦେଇଛନ୍ତି। ଫିଲ୍ମର କାହାଣୀଟି ରାଜନୀତି ଉପରେ ପର୍ଯ୍ୟବଶିତ। ଜାନୁଆରୀ ୧୦ରେ ଏହା ପରଦାକୁ ଆସିବ।

ଗେମ ଚେଞ୍ଜରରେ ରାମ ଚରଣ ଜଣେ ସଚ୍ଚୋଟ ଆଇପିଏସ୍‌ ଅଧିକାରୀ ଭାବେ ନଜର ଆସିବେ। ସେ ଏକ ଭ୍ରଷ୍ଟ ରାଜନୈତିକ ବ୍ୟବସ୍ଥା ସହ ମୁକାବିଲା କରୁଥିବା ଦେଖିବାକୁ ମିଳିବ। ଏହି ଫିଲ୍ମରେ ଅଭିନେତ୍ରୀ ଦକ୍ଷିଣ ଭାରତୀୟ ସିନେମାରେ ନିଜର ଡେବ୍ୟୁ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ବଞ୍ଚାଇଥିବା ଅଟୋ ଡ୍ରାଇଭରଙ୍କୁ ଭେଟିଲେ ସୈଫ୍‌: ଦେଲେ ବଡ଼ ପ୍ରତିଶ୍ରୁତି

ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ସୁଧୁରିଛି। ସେ ହସ୍ପିଟାଲରୁ ଡିସଚାର୍ଜ ମଧ୍ୟ ହୋଇଛନ୍ତି। ସୈଫ ହସ୍ପିଟାଲରୁ ଘରେ ପହଞ୍ଚିବା ପରେ ଏକ ବଡ଼ ହୃଦୟ...

ଚହଲ-ଧନଶ୍ରୀଙ୍କ ଛାଡପତ୍ର କନଫର୍ମ! ଖେଳାଳିଙ୍କ ଏଭଳି ପୋଷ୍ଟକୁ ନେଇ ବଢିଲା…

ମୁମ୍ବାଇ,୨୨।୧: ଭାରତୀୟ କ୍ରିକେଟ ଦଳର ଷ୍ଟାର ସ୍ପିନର ୟୁଜବେନ୍ଦ୍ର ଚହଲ ଆଜିକାଲି ତାଙ୍କ ଛାଡପତ୍ର ଖବରକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁସାରେ, କୁହାଯାଉଛି...

ମହାରାଣୀ ୟେଶୁବାଈଙ୍କ ଭୂମିକାରେ ରଶ୍ମିକା

ମୁମ୍ବାଇ: ଆସନ୍ତା ଫେବୃଆରୀ ୧୪ରେ ମରାଠା ଶାସକ ଛତ୍ରପତି ସମ୍ଭାଜି ମହାରାଜଙ୍କ ଜୀବନୀକୁ ନେଇ ନିର୍ମିତ ହୋଇଥିବା ‘ଛାବା’ ଫିଲ୍ମ ରିଲିଜ୍‌ ହେବାକୁ ଯାଉଛି। ଫିଲ୍ମରେ...

ଡିସଚାର୍ଜ ହେବା ପରେ ଠିକଣା ବଦଳାଇବେ ସୈଫ୍‌, ଏବେ ରହିବେ ଏଇଠି…

ମୁମ୍ବାଇ,୨୧।୧: ଆକ୍ରମଣ ପରେ ସୈଫ୍‌ ଅଲ୍ଲୀ ଖାନ ଏବେ ସୁସ୍ଥ ହେଉଛନ୍ତି। ମଙ୍ଗଳବାର ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯିବ। ଖବର ଅଛି ଯେ ସୈଫ୍‌ଙ୍କୁ ଡିସଚାର୍ଜ...

ଅଭିନେତା ସୈଫଙ୍କୁ ହସ୍ପିଟାଲ ପହଞ୍ଚାଇଥିବା ଅଟୋ ଡ୍ରାଇଭରଙ୍କୁ ମିଳିଲା କେତେ ଟଙ୍କା? ଭେଟିଛନ୍ତି କି କରିନା, ଜାଣନ୍ତୁ ପୁରା ଘଟଣା

ମୁମ୍ବାଇ,୨୧।୧: ଜାନୁଆରୀ ୧୫ ରାତିରେ, ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ଘରେ ପଶି ଜଣେ ଚୋର ତାଙ୍କ ଉପରେ ଛୁରୀରେ ଆକ୍ରମଣ କରିଥିଲେ। ସେହି...

ବଲିଉଡ୍‌ରେ ଅଭିନେତ୍ରୀଙ୍କୁ ମିଳେ ଅପ୍ରାସଙ୍ଗିକ ଚରିତ୍ର

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ତଥା ଏମ୍‌ପି କଙ୍ଗନା ରାଣାୱତ ସୋମବାର ଏକ ସାକ୍ଷାତ୍‌କାରରେ କହିଛନ୍ତି, ୨୦୧୮ରେ ରିଲିଜ୍‌ ହୋଇଥିବା ‘ପଦ୍ମାବତ’ ଫିଲ୍ମରେ ରାଣୀ ପଦ୍ମାବତୀଙ୍କ ଭୂମିକାରେ ଅଭିନୟ...

ଧରାପଡ଼ିନାହାନ୍ତି ସୈଫ୍‌ଙ୍କ ପ୍ରକୃତ ଆକ୍ରମଣକାରୀ: ଅନ୍ଧାରରେ ମୁମ୍ବାଇ ପୋଲିସର ୩୫ ଟିମ୍‌

ବଲିଉଡ୍‌ ଷ୍ଟାର ସୈଫ୍‌ ଅଲୀ ଖାନ୍‌ଙ୍କ ବାନ୍ଦ୍ରା ଓ୍ବେଷ୍ଟ୍‌ସ୍ଥିତ ‘ସତ୍‌ଗୁରୁ ଶରଣ’ ବିଲ୍ଡିଂରେ ବୁଧବାର ରାତି ୨ଟା ୩୦ରେ ଜଣେ ବ୍ୟକ୍ତି ଅନୁପ୍ରବେଶକରି ତାଙ୍କୁ ୬...

ସତରେ କ’ଣ ବାଂଲାଦେଶରୁ ଆସିଥିଲେ ସୈଫ ଅଲି ଖାନଙ୍କୁ ଆକ୍ରମଣ କରିଥିବା ବ୍ୟକ୍ତି? କୋର୍ଟରେ ଖୋଲିଲା ବଡ଼ ଗୁମର

ମୁମ୍ବାଇ,୧୯।୧: ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କୁ ଛୁରୀରେ ଆକ୍ରମଣ କରିଥିବା ଅଭିଯୁକ୍ତକୁ ମୁମ୍ବାଇ ପୋଲିସ ଥାନେ ପଶ୍ଚିମ ଅଞ୍ଚଳରୁ ଗିରଫ କରି ରବିବାର (୧୯...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri