ଗାଜିଆବାଦି ଭାଷା ଶିଖୁଛନ୍ତି କିଆରା

ମୁମ୍ବାଇ: ବଲିଉଡ୍ ବିୟୁଟି କିଆରା ଆଡଭାନୀ ଖୁବ୍‌ଶୀଘ୍ର ଫିଲ୍ମ ‘ଇନ୍ଦୁ କି ଯବାନୀ’ରେ ନଜର ଆସିବେ । ଏଥିରେ ସେ ଯେଉଁ ଚରିତ୍ରରେ ଅଭିନୟ କରିଛନ୍ତିି ତାକୁ ନେଇ ସେ ଖୁବ୍ ଉତ୍ସାହିତ ଅଛନ୍ତି । ତେବେ ଏହି ଫିଲ୍ମରେ ଅଭିନୟ କରିବାକୁ ସେ ଗାଜିଆବାଦି ଭାଷା ଶିକ୍ଷା କରିଛନ୍ତି । କାରଣ ଏଥିରେ ତାଙ୍କୁ ଏହି ଭାଷା କହିବାକୁ ଥିବାରୁ ସେ ଏହାକୁ ଶିକ୍ଷା କରୁଛନ୍ତି । ଅଭିର ସେନଗପ୍ତାଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ଉତ୍ତରପ୍ରଦେଶ ଗାଜିଆବାଦର ଏକ ଯୁବତୀଙ୍କ କାହାଣୀ ଉପରେ ଆଧାରିତ । ଆଉ କିଆରା ଏହି ଚରିତ୍ରରେ ନଜର ଆସିବେ । ପାଖାପାଖି ଦୁଇ ମାସ ହେବ ସେ ଏହି ଭାଷା ଶିଖୁଥିବା ବେଳେ ଏହାକୁ ନେଇ ଅଭିନେତ୍ରୀ କହିଛନ୍ତି ମୁଁ ମୋ ଚରିତ୍ରକୁ ଖୁବ୍ ଭଲଭାବେ ଚିତ୍ରଣ କରିବାକୁ ଗାଜିଆବାଦି ଭାଷା ଶିକ୍ଷା କରିଛି । ନିକଟରେ କିଆରା ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଏହି ଫିଲ୍ମର ଟିଜର ଶେୟାର କରିଥିଲେ । ଏହାର ଗୀତ ନଭେମ୍ବର ୨୭ରେ ରିଲିଜ୍ ହେବ । ହେଲେ ଟିଜରକୁ ଦେଖି ଦର୍ଶକେ ଫିଲ୍ମକୁ ଅପେକ୍ଷା ରଖିଥିବା ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

୨୦ହଜାର କୋଟି କ୍ଷତି, ଝୁଲୁଛି AI 171 ତଦନ୍ତର ଖଣ୍ଡା , ଏୟାର ଇଣ୍ଡିଆ ଛାଡିଲେ ସିଇଓ କ୍ୟାମ୍ପବେଲ ୱିଲସନ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପର ମାଲିକାନାରେ ଥିବା ଏୟାରଲାଇନ୍ସ ଏୟାର ଇଣ୍ଡିଆରେ ଏକ ବଡ଼ ପରିବର୍ତ୍ତନ ଆସିଛି। ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ), କ୍ୟାମ୍ପବେଲ ୱିଲସନ ତାଙ୍କ…

ଖୋଲିବ ହର୍ମୁଜ! ଇରାନ ରଖିଲା ଲମ୍ବା ସର୍ତ୍ତ, ରାଜି ହେଲେ ଟ୍ରମ୍ପ? ଜାଣନ୍ତୁ…

ତେହରାନ, ୭।୪: ଇରାନ ଏକ ଅସ୍ତ୍ରବିରତି ପ୍ରସ୍ତାବକୁ ଆନୁଷ୍ଠାନିକ ଭାବରେ ସୋମବାର ପ୍ରତ୍ୟାଖ୍ୟାନ କଲା ଏବଂ ଏହା ବଦଳରେ ଯୁଦ୍ଧ ଶେଷ କରିବା ପାଇଁ ଏକ ୧୦-ସୂତ୍ରୀ…

କୋମାରେ ଇରାନର ସୁପ୍ରିମ ଲିଡର? କାହିଁକି ବ୍ୟାପିଛି ଏଭଳି ଖବର? ଜାଣନ୍ତୁ ଏହା ପଛର କାରଣ

ତେହରାନ,୭।୪: ବ୍ରିଟିଶ ଖବରକାଗଜ ଦି ଟାଇମ୍ସ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା କରିଛି। ରିପୋର୍ଟରେ କୁହାଯାଇଛି ଯେ ମୋଜତାବା ଖାମେନେଇ ଅଚେତ ଅଛନ୍ତି ଏବଂ ବର୍ତ୍ତମାନ ତାଙ୍କjର ଏହି…

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୬ ଘଣ୍ଟା ଜାତୀୟ ରାଜପଥ…

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

ପୂର୍ବତନ ଟେନିସ ଖେଳାଳି, ଓକିଲ ,ମିଡିଆ ହାଉସ ମାଲିକାଣି …, କିଏ ଆସାମ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ରିନିକି ଭୂୟାଁ ଶର୍ମା? ଜାଣନ୍ତୁ…

ଗୁଆହାଟି,୭।୪: ଆସାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ଥିବାବେଳେ, ରାଜ୍ୟରେ ରାଜନୈତିକ ତାପମାତ୍ରା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri