ପରଫେକ୍ଟ ହସ୍‌ବ୍ୟାଣ୍ଡ ସିଦ୍ଧାର୍ଥ, ସ୍ତ୍ରୀଙ୍କ ଲାଗି…

ବମ୍ବେ: ପ୍ରେମର ସଫଳତା ବିବାହ ବୋଲି କୁହାଯାଏ। କିଛି ସେଭଳି ଘଟିଛି ବଲିଉଡର ଚର୍ଚ୍ଚିତ ଯୋଡ଼ି ସିଦ୍ଧାର୍ଥ ମଲହୋତ୍ରା ଏବଂ କିଆରା ଆଡଭାଣୀଙ୍କ କ୍ଷେତ୍ରରେ। କିଛି ମାସ ତଳେ ଦୁହେଁ ହାତକୁ ଦୁଇହାତ ହୋଇଛନ୍ତି। ଏମିତିରେ ଉଭୟଙ୍କ ବୈବାହିକ ଜୀବନ କିଭଳି ଚାଲିଛି ତା ଉପରେ ସମସ୍ତଙ୍କ ନଜର। ନିକଟରେ କିଆରା ଏକ ସାକ୍ଷାତକାରରେ ସିଦ୍ଧାର୍ଥଙ୍କ ଘରେ ପ୍ରଥମ ରୋଷେଇ ନେଇ ମୁହଁ ଖୋଲିଛନ୍ତି।

ସ୍ବାଧୀନତା ଦିବସ ଅବସରରେ ଗଣମାଧ୍ୟମର ଏକ କାର୍ଯ୍ୟକ୍ରମରେ ସେ ଯୋଗ ଦେଇଥିଲେ। ଏଥିରେ ସେ ଯବାନଙ୍କ ପ୍ରଶ୍ନର ଉତ୍ତର ଦେଇଥିଲେ। ଯେଉଁଥିରୁ ଗୋଟିଏ ଥିଲା ଶାଶୁଘରେ କ’ଣ ରୋଷେଇ କରିଛନ୍ତି। ଏହାର ଜବାବରେ କିଆରା କହିଥିଲେ ଏଯାଏ ପାଣି ଟିକେ ବି ଗରମ କରିନାହିଁ। ହେଲେ ସେ ଭାଗ୍ୟଶାଳୀ ଯେ ତାଙ୍କୁ ଭଲ ରୋଷେୟା ସ୍ବାମୀ ମିଳିଛନ୍ତି। ସିଦ୍ଧାର୍ଥ ସବୁ ପ୍ରକାର ଖାଦ୍ୟ ରୋଷେଇ କରିପାରନ୍ତି। ଏଣୁ କିଆରା ବେଶ ଖୁସି ମନରେ ସେସବୁ ଖାଆନ୍ତି।

କିଆରାଙ୍କ କଥା ଶୁଣିବା ପରେ ଅନେକ ସିଦ୍ଧାର୍ଥଙ୍କୁ ପରଫେକ୍ଟ ହସବ୍ୟାଣ୍ଡ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ଆପଣ ବି ଦିନରାତି AC ଚଲାଉଛନ୍ତି କି? ଫାଟିବା ପୂର୍ବରୁ ଜାଣି ନିଅନ୍ତୁ ଏହି ଜରୁରୀ ନିୟମ

ନୂଆଦିଲ୍ଲୀ,୨୪।୫: ରାଜ୍ୟ ତଥା ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଗରମ ଏବଂ ଗୁଳୁଗୁଳିରୁ ରକ୍ଷା ପାଇବା ପାଇଁ ଲୋକମାନେ ଘର ଓ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ରେଲଓ୍ବେ ଟ୍ରାକରେ ଜବରଦସ୍ତ ବିସ୍ଫୋରଣ, ୨୩ରୁ ଅଧିକ ମୃତ୍ୟୁ ଆଶଙ୍କା

ଇସଲାମାବାଦ,୨୪।୫: ପୁଣିଥରେ ଦୋହଲି ଯାଇଛି ପାକିସ୍ତାନ। କ୍ୱେଟା ସହରରେ ଏକ ଟ୍ରେନରେ ବିସ୍ଫୋରଣ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବିସ୍ଫୋରଣରେ ଅନେକ ମୃତାହତ ହୋଇଥିବା ଆଶଙ୍କା…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri