କିଆରା-ସିଦ୍ଧାର୍ଥଙ୍କ ଘରକୁ ଆସିବାକୁ ଯାଉଛି କୁନି ଅତିଥି

ମୁମ୍ବାଇ: ସିଦ୍ଧାର୍ଥ ମାଲହୋତ୍ରା ଏବଂ କିଆରା ଆଡଭାନୀ ବଲିଉଡର ଅନ୍ୟତମ ସୁନ୍ଦର ଯୋଡ଼ି। ପ୍ରଶଂସକମାନେ ଏହି ଯୋଡ଼ିକୁ ବହୁତ ପସନ୍ଦ କରନ୍ତି। ଏବେ କିଆରା ଏବଂ ସିଦ୍ଧାର୍ଥଙ୍କ ଘରେ ଏକ କୁନି ଅତିଥି ଆସିବାକୁ ଯାଉଛି। ଏହି ଦମ୍ପତି ଖୁବ୍ ଶୀଘ୍ର ପିତାମାତା ହେବାକୁ ଯାଉଛନ୍ତି। ଶୁକ୍ରବାର ଇନଷ୍ଟାଗ୍ରାମରେ ପୋଷ୍ଟ କରି ଏହି ଦମ୍ପତି ପ୍ରଶଂସକମାନଙ୍କ ସହ ଏହି ଖୁସି ଖବର ଶେୟାର କରିଛନ୍ତି। ଏହା ସହିତ, ସମସ୍ତେ ଦମ୍ପତିଙ୍କୁ ଅଭିନନ୍ଦନ ଜଣାଉଛନ୍ତି।

ଶୁକ୍ରବାର କିଆରା ଏବଂ ସିଦ୍ଧାର୍ଥ ଗର୍ଭଧାରଣର ଘୋଷଣା କରିବା ପାଇଁ ଏକ ପୋଷ୍ଟ ଶେୟାର କରିଥିଲେ। ପୋଷ୍ଟରେ କ୍ୟାପସନରେ ଲେଖାଯାଇଛି, “ଆମ ଜୀବନର ସବୁଠାରୁ ବଡ଼ ଉପହାର ଶୀଘ୍ର ଆସୁଛି।”

 

View this post on Instagram

 

A post shared by KIARA (@kiaraaliaadvani)


Enter your email to get our daily news in your inbox.

All Right Reserved By Dharitri.Com

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ସୁରକ୍ଷାକର୍ମୀଙ୍କ ସାମ୍ନାରେ ହାତ ଯୋଡ଼ିଲେ ସଲମାନ; ଗଣେଶ ଦର୍ଶନ ପରେ…

ମୁମ୍ବାଇ: ବଲିଉଡର ‘ଭାଇଜାନ’ ସଲମାନ ଖାନ ତାଙ୍କ ଅଭିନୟ ଏବଂ ଚଳଚ୍ଚିତ୍ର ପାଇଁ ବେଶ ଜଣାଶୁଣା, କିନ୍ତୁ ସମ୍ପ୍ରତି ସେ ନିଜର ସୋସିଆଲ ମିଡିଆ ପୋଷ୍ଟ ଏବଂ…

ବ୍ରେକଅପ୍‌ ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ଆକୃତି ଅଗ୍ରୱାଲ, ପୃଥ୍ବୀ ଶ’ଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୧୭।୯: ଟିମ୍‌ ଇଣ୍ଡିଆରୁ ଦୀର୍ଘ ସମୟ ଧରି ଦୂରେ ଥିବା ଭାରତୀୟ ଓପନର ବ୍ୟାଟର ପୃଥ୍ୱୀ ଶ’ଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି ।…

କନ୍ନଡ ଅଭିନେତା ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

ନୂଆଦିଲ୍ଲୀ,୧୬।୯: ଭାରତୀୟ ସିନେମାରେ ନିଜର ଦୀର୍ଘ ଓ ସ୍ମରଣୀୟ ଅବଦାନ ପାଇଁ ଦାଦାସାହେବ ଫାଲ୍‌କେ ପୁରସ୍କାର ପାଇବେ କନ୍ନଡ଼ ସିନେମାର ଭେଟେରାନ୍‌ ଅଭିନେତା ଅନନ୍ତ ନାଗ ।…

ଶ୍ରୀଦେବୀଙ୍କ ସମ୍ପତ୍ତିକୁ ନେଇ ଉଠିଲାଣି ବିବାଦ; ସୁପ୍ରିମକୋର୍ଟ ଦେଲେ ଏମିତି ପରାମର୍ଶ

ନୂଆଦିଲ୍ଲୀ,୧୬।୯: ସୁପ୍ରିମକୋର୍ଟ ବଲିଉଡର ସ୍ବର୍ଗତ ଅଭିନେତ୍ରୀ ଶ୍ରୀଦେବୀଙ୍କ ପାରିବାରିକ ସମ୍ପତ୍ତି ସହ ଜଡ଼ିତ ବିବାଦର ସମାଧାନ ପାରସ୍ପରିକ ଆଲୋଚନା ମାଧ୍ୟମରେ କରିବାକୁ ପରାମର୍ଶ ଦେଇଛନ୍ତି। ଚେନ୍ନାଇର ଶୋଲିଙ୍ଗାନାଲୁର…

ପୁଅର ଏମିତି କାରନାମା ଦେଖି ଟେନ୍‌ସନ୍‌ରେ କରୀନା

ଆଜିକାଲି କରୀନା କପୁର ଖାନ ଭାରୀ ଟେନ୍‌ସନ୍‌ରେ ଅଛନ୍ତି। କୌଣସି ଫିଲ୍ମ ପାଇଁ ନୁହେଁ, ନିଜ ପୁଅ ପାଇଁ ସେ ବେଶ୍‌ ଚିନ୍ତିତ। ସେ ତାଙ୍କ ପୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?