ଅଭିନେତାଙ୍କୁ ନେଇ ଏଭଳି କହିଲେ କିଆରା

ବଲିଉଡ ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା ଅଭିନେତ୍ରୀ ହେଉଛନ୍ତି କିଆରା ଆଡଭାନୀ। ନିକଟରେ ତାଙ୍କ ନୂଆ ଫିଲ୍ମ‘ ‘ଭୁଲ ଭୁଲେୟା-୨’ର ପ୍ରମୋଶନ ପାଇଁ ସେ ବ୍ୟସ୍ତ ରହୁଛନ୍ତି। ଏହାରି ଭିତରେ କିଆରା ତାଙ୍କ କୋ-ଷ୍ଟାର ସୁଶାନ୍ତ ସିଂ ରାଜପୁତଙ୍କ କଥା ମନେ ପକାଇଥିଲେ। ଏକ ସାକ୍ଷାତକାରରେ ‘ଏମ୍‌ଏସ ଧୋନି: ଦ ଅନଟୋଲ୍ଡ ଷ୍ଟୋରୀ’କୁ ନେଇ କିଛି ଶେୟାର କରିଥିଲେ। ସେ କହିଥିଲେ, ସେଦିନ ଔରଙ୍ଗାବାଦ୍‌ରୁ ଶୁଟିଂ ସରୁ ସରୁ ବହୁତ ଡେରି ହୋଇଯାଇଥିଲା। ତା’ପର ଦିନ ଭୋର ୪ଟାରେ ଫ୍ଲାଇଟ ଥିଲା,ତେଣୁ ରାତିସାରା କେହି ଶୋଇ ନ ଥିଲୁ। ଏହାରି ଭିତରେ ସୁଶାନ୍ତ ତାଙ୍କ କ୍ୟାରିୟର ବିଷୟରେ ବହୁତ କିଛି କହିଥିଲେ। ତାଙ୍କ ଇଞ୍ଜିନିୟରିଂ ଲାଇଫ ବିଷୟରେ ମଧ୍ୟ କିଛି ଶେୟାର କରିଥିଲେ । କିଆରା ତାଙ୍କ ଜୀବନ ବିଷୟରେ ଶୁଣିବା ପରେ କହିଥିଲେ ସୁଶାନ୍ତ ତମେ ଜଣେ ସଚ୍ଚୋଟ ମଣିଷ , ତୁମ ଉପରେ ଦିନେ ବାୟୋପିକ ନିଶ୍ଚୟ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri