ବଜାରରେ କିଆର ଅଲ୍‌ ନ୍ୟୁ ‘ସିରୋସ୍‌’

ଭୁବନେଶ୍ୱର,୨୮।୧(ଅଭୟ ଦାଶ): କିଆ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ କିଆ ସିରୋସ୍‌’ର ବିଶ୍ୱସ୍ତରୀୟ ଅନାବରଣ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କିଆ ଇଣ୍ଡିଆର ସ୍ବୀକୃତିପ୍ରାପ୍ତ ଡିଲର ତୃପ୍ତି କିଆ ଭୁବନେଶ୍ୱର ପାତ୍ରପଡ଼ା ଶୋ’ରୁମ୍‌ ପକ୍ଷରୁ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଅବସରରେ ବିଏମ୍‌ସି ୬୫ ନମ୍ବର ଓ୍ବାର୍ଡର କର୍ପୋରେଟର ରଶ୍ମି ରଞ୍ଜନ ପାଟ୍ଟଶାଣୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଅନାବରଣ ସହ ଉକ୍ତ ମଡେଲକୁ ବଜାର ପ୍ରବେଶ କରାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ତୃପ୍ତି କିଆର ଏମ୍‌ଡି ବଦ୍ରିନାରାୟଣ ସାମନ୍ତରାୟ ଏବଂ ଜିଏମ୍‌ ସେଲ୍‌ ଗୋପାଳ ସିଂ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଏ ସମ୍ପର୍କରେ ତୃପ୍ତି କିଆର ଏମ୍‌ଡି ବଦ୍ରିନାରାୟଣ କହିଥିଲେ, ଅଲ୍‌ ନ୍ୟୁ ‘ସିରୋସ୍‌’କୁ ଆମେ ଆନୁଷ୍ଠାନିକ ଭାବେ ବଜାର ପ୍ରବେଶ କରାଇ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଆମେ ଆମର ବୁକିଂ ଗ୍ରାହକଙ୍କୁ ବର୍ତ୍ତମାନ ଏହି ମଡେଲର ଡେଲିଭରି ଆରମ୍ଭ ସହ ନୂତନ ପଞ୍ଜୀକରଣ କରୁଛୁ। ଉଲ୍ଲେଖଯୋଗ୍ୟ, ଅଲ୍‌ ନ୍ୟୁ ‘ସିରୋସ୍‌’ରେ ଦୁଇଟି ପ୍ୟାନେଲଯୁକ୍ତ ସନ୍‌ରୁଫ, ଲେବଲ୨ ଆଡାସ(ଏଡିଏଏସ୍‌) ସହିତ ୧୬ଟି ସ୍ବୟଂଚାଳିତ ସୁରକ୍ଷା ବୈଶିଷ୍ଟ୍ୟ ସାଙ୍ଗକୁ ୨୦ଟି ଉଚ୍ଚ ଗୁଣବତ୍ତା ଓ ସୁରକ୍ଷା ବ୍ୟବସ୍ଥା ଅନ୍ତର୍ଭୁକ୍ତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri