ବଜାରରେ କିଆର ଅଲ୍‌ ନ୍ୟୁ ‘ସିରୋସ’

ଭୁବନେଶ୍ୱର,୩।୨: (ଅଭୟ ଦାଶ): କିଆ ଇଣ୍ଡିଆର ବହୁ ପ୍ରତୀକ୍ଷିତ ମଡେଲ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ କିଆର ‘ଅଲ୍‌ ନ୍ୟୁ ସିରୋସ’ ବୈପ୍ଳବାମତ୍ିକ ଏସୟୁଭି ନିକଟରେ ଅନାବରଣ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତି ପ୍ରାପ୍ତ ଡିଲର ଗୁଗୁନାନୀ କିଆର ପଟିଆ ଶୋ’ରୁମ୍‌ରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଅବସରରେ ଗୁଗନାନୀ କିଆର ସିଇଓ ମହେଶ ଝୁନ୍‌ଝୁନ୍‌ଓ୍ବାଲା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଅନାବରଣ ସହ ବଜାର ପ୍ରବେଶ କରାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଗୁଗନାନୀ କିଆର ଡିଜିଏମ ସନ୍ତୋଷ ଭୂୟାଁ ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ଅଲ୍‌ ନ୍ୟୁ ସିରୋସରେ ଅତି ସୁନ୍ଦର ଭାବେ ଦୃଶ୍ୟମାନ ଦୁଇଟି ପ୍ୟାନେଲ ଯୁକ୍ତ ସନରୁଫ ସହିତ ୨ସ୍ତରୀୟ ଏଡିଏଏସ ଏବଂ ୧୬ଟି ସ୍ବୟଂଚାଳିତ ସୁରକ୍ଷା ବୈଶିଷ୍ଟ୍ୟ ସାମିଲ ରହିଛି। ଏଥିସହିତ ୨୦ଟି ଉଚ୍ଚ ମାନର ସୁରକ୍ଷା ପ୍ୟାକେଜ ଓ ଫିଚର ସହିତ ସମସ୍ତ ପ୍ରକାରର ଅତ୍ୟାଧୁନିକ ସୁବିଧା ଅନ୍ତର୍ଭୁକ୍ତ ରହିଛି। ସେହିଭଳି ୨ଟି ଭାରିଆଣ୍ଟ (ଉଭୟ ପେଟ୍ରୋଲ ଏବଂ ଡିଜେଲ) ରେ ଉପଲବ୍ଧ ଏହି ମଡେଲ ୮ଟି ଆକର୍ଷଣୀୟ ରଙ୍ଗ ଏବଂ ପ୍ରାରମ୍ଭିକ ମୂଲ୍ୟ ୮,୯୯,୯୦୦ ଟଙ୍କାରୁ ଆରମ୍ଭ ହେଉଛି।
ଏ ସମ୍ପର୍କରେ ଗୁଗୁନାନୀ କିଆର ଏମ୍‌ଡି ରାଜନ ଗୁଗନାନୀ କହିଥିଲେ, ସୁଲଭ ମୂଲ୍ୟରେ ସମସ୍ତ ପ୍ରକାରର ସୁବିଧା ବ୍ୟବସ୍ଥା ସହିତ ଡ୍ୟୁଆଲ ମୋଡର ଗାଡି ଗ୍ରାହକ ପାଇପାରିବେ। ଏପରିକି ଗ୍ରାହକଙ୍କ ପକେଟକୁ ସୁହାଇଲା ଭଳି ଏହି ମଡେଲ ଆଶାୟୀ ଗ୍ରାହକଙ୍କ ଆବଶ୍ୟକତାକୁ ପୂରଣ କରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧଦେବ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଆମେରିକାରେ ହଇଚଇ: ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର! ଗଲ୍ଫ କ୍ଲବ ନିକଟରୁ ବନ୍ଧୁକଧାରୀ ସନ୍ଦିଗ୍ଧ ଗିରଫ

ଓ୍‌ବାଶିଂଟନ୍‌,୫।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାଲିଫର୍ଣ୍ଣିଆସ୍ଥିତ ଗଲ୍ଫ କ୍ଲବ ନିକଟରୁ ୩୮ ବର୍ଷୀୟ ଜଣେ ବ୍ୟକ୍ତିଙ୍କୁ ପୋଲିସ ହେପାଜତକୁ ନେଇଛି। ଯାଞ୍ଚ ବେଳେ ତାଙ୍କ ନିକଟରୁ…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri