ଭୁବନେଶ୍ୱର,୧୩।୧: କିଆ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନ୍ୟୁ ସୋନେଟ୍ର ବିକ୍ରୟ ଶୁଭାରମ୍ଭ ସହ ମୂଲ୍ୟ ଘୋଷଣା କରାଯାଇଛି। ଏପରିକି ସାରା ଦେଶରେ ନ୍ୟୁ ସୋନେଟ୍ର ମୂଲ୍ୟ (ଏକ୍ସ ଶୋ’ରୁମ୍) ୭.୯୯ ଲକ୍ଷ ଟଙ୍କାରୁ ଆରମ୍ଭ କରି ଏକ ବିଶେଷ ବିକ୍ରୟ ଶୁଭାରମ୍ଭ ମୂଲ୍ୟରେ ସର୍ବୋତ୍ତମ ପ୍ରିମିୟମ୍ କମ୍ପାକ୍ଟ ଏସ୍ୟୁଭି ନୂଆ କିଆ ସୋନେଟ୍ ଅଫର କରୁଛି। ସେହିଭଳି ନ୍ୟୁ ସୋନେଟ୍ ୧୯ଟି ଭାରିଆଣ୍ଟ ଉପଲବ୍ଧ ସହ ଭିନ୍ନ ଭିନ୍ନ ପ୍ରକାର ଡ୍ରାଇଭିଂ ଅଭିଜ୍ଞତା ସହିତ ୯.୭୯ଲକ୍ଷ ଟଙ୍କାରୁ ଆରମ୍ଭ ହୋଇଥିବା ୫ ଡିଜେଲ ମାନୁଆଲ ମଧ୍ୟ ସେଥିରେ ସାମିଲ ରହିଛି। ସେହି ପ୍ରକାରରେ-ସର୍ବୋତ୍ତମ ଆଡାସ୍ ଲେଭେଲ୍-୧ ସହ ୧୦ଟି ସ୍ବୟଂଚାଳିତ କାର୍ଯ୍ୟ ସାଙ୍ଗକୁ ଉଭୟ ଡିଜେଲ ଏବଂ ପେଟ୍ରୋଲ ଇଞ୍ଜିନରେ ଟପ୍-ଅଫ୍-ଲାଇନ୍ରେ ଏହା ମଧ୍ୟ ଉପଲବ୍ଧ। ଅପରପକ୍ଷରେ ପେଟ୍ରୋଲଚାଳିତ ଜିଟି ଲାଇନ ଏବଂ ଏକ୍ସ ଲାଇନର ମୂଲ୍ୟ ଯଥାକ୍ରମେ ୧୪.୫୦ରୁ ୧୪.୬୯ ଲକ୍ଷ ଟଙ୍କା ରହିଥିବାବେଳେ ଡିଜେଲଚାଳିତ ମୂଲ୍ୟ ଯଥାକ୍ରମେ ୧୫.୫୦ରୁ ୧୫.୬୯ ଲକ୍ଷ ଟଙ୍କା ରହିଛି। ଏ ସମ୍ପର୍କରେ କିଆର ଇଣ୍ଡିଆର ଚିଫ୍ ସେଲ୍ସ୍ ଏବଂ ବିଜ୍ନେସ୍ ଷ୍ଟ୍ରାଟେଜି ଅଫିସର ମି.ମାୟଙ୍ଗ-ସିକ୍ ସୋନ୍ କହିଛନ୍ତି, ଆମେ ନ୍ୟୁ ସୋନେଟ୍ର ବିକ୍ରୟ ଶୁଭାରମ୍ଭକରି ବେଶ୍ ଉତ୍ସାହିତ ଅଛୁ। ଏପରିକି କମ୍ପାକ୍ଟ ଏସ୍ୟୁଭିରେ ପ୍ରିମିୟମ ଆଉ ଥରେ ବଜାୟ ରଖିପାରିଛୁ। ପୂର୍ବର ସୋନେଟ ତା’ର ବିଶେଷ ଡିଜାଇନ୍ ଏବଂ ଟେକ୍ନୋଲୋଜିଗତ ଉନ୍ନତତା ଯୋଗୁ ଗ୍ରାହକଙ୍କ ନିକଟରେ ସ୍ବତନ୍ତ୍ର ସ୍ଥାନ ପାଇଥିଲା।
ନିଜର ଚମତ୍କାରୀ ବ୍ୟାଟ୍କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍…
ନୂଆଦିଲ୍ଲୀ,୯।୪: ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…
୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…
ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…
ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ
ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…
ଅପେକ୍ଷାର ଅନ୍ତ! ରୟାଲ ଏନ୍ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍ ବାଇକ୍, ଜବରଦସ୍ତ ଫିଚର ସହ ମୂଲ୍ୟ…
ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…
ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!
ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…
ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍
କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…
କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…
ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…
‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ
ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…
Archives

