Posted inଖେଳ

ଶ୍ରୀକାନ୍ତ ଆଣିଲେ ପ୍ରଥମ ପଦକ

ମାଡ୍ରିଡ୍‌,୧୭।୧୨: ପ୍ରଥମ ଭାରତୀୟ ଭାବେ କିଡାମ୍ବି ଶ୍ରୀକାନ୍ତ ଚଳିତ ବର୍ଷ (୨୦୨୧) ବିଡବ୍ଲ୍ୟୁଏଫ୍‌ ବିଶ୍ୱ ଚାମ୍ପିୟନଶିପ୍‌ରେ ପଦକ ନିଶ୍ଚିତ କରିଛନ୍ତି। ଶୁକ୍ରବାର ଖେଳାଯାଇଥିବା କ୍ୱାର୍ଟର ଫାଇନାଲରେ ମାର୍କ କାଲଜୋଙ୍କୁ ହରାଇ ଏହି ସଫଳତା ପାଇଛନ୍ତି ବିଶ୍ୱର ପୂର୍ବତନ ନମ୍ବର ଓ୍ବାନ ଖେଳାଳି।

ଭାରତୀୟ ଖେଳାଳି ୨୧-୮ ଓ ୨୧-୭ ଗେମ୍‌ରେ ନେଦରଲାଣ୍ଡ ଷ୍ଟାରଙ୍କୁ ହରାଇ ଦେଇଥିଲେ। ପ୍ରତିପକ୍ଷ ଖେଳାଳିଙ୍କୁ ମାତ୍ର ୨୬ ମିନିଟ୍‌ରେ ପରାସ୍ତ କରିଥିଲେ ଶ୍ରୀକାନ୍ତ। ଏହି ବିଜୟ ସହ ସେ ବିଶ୍ୱ ଚାମ୍ପିୟନଶିପ୍‌ରେ ପଦକ ନିଶ୍ଚିତ କରିଛନ୍ତି। ଅନ୍ୟପକ୍ଷରେ ନିଜ ଟାଇଟଲ ବଞ୍ଚାଇବାରେ ବିଫଳ ହୋଇଛନ୍ତି ପି ଭି ସିନ୍ଧୁ। ଦୁଇ ଥର ଅଲିମ୍ପିକ୍ସ ପଦକ ଧାରୀ ଖେଳାଳିଙ୍କୁ କ୍ୱାର୍ଟର ଫାଇନାଲରେ ସିଧାସଳଖ ଗେମ୍‌ରେ ଚାଇନାର ତାଇ ଜୁ ୟିଙ୍ଗଙ୍କ ଠାରୁ ପରାଜୟର ବରଣ କରିବାକୁ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲକ୍ଷ୍ୟ କ୍ୱାର୍ଟରରେ, ସିନ୍ଧୁ ବି ଜିତିଲେ

ବର୍ମିଂହାମ୍‌, ୧୯ା୩ (ପି.ଟି.)-ଲକ୍ଷ୍ୟ ସେନ୍‌ ଭାରତର ସର୍ବକନିଷ୍ଠ ପୁରୁଷ ଖେଳାଳି ହିସାବରେ ସମ୍ମାନଜନକ ଅଲ୍‌ ଇଂଲଣ୍ଡ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ଅଲିମ୍ପିକ...

ଦ୍ୱିତୀୟ ଦିନିକିଆ: ଜମାନ ଦ୍ୱିଶତକରୁ ବଞ୍ଚିତ, ପାକିସ୍ତାନ ୧୭ ରନରେ ପରାସ୍ତ

ଜୋହାନ୍ସବର୍ଗ,୫।୪: ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଓପନର ଫଖର ଜମାନଙ୍କ ଜବରଦସ୍ତ ଇନିଂସ ସତ୍ତ୍ୱେ ଭ୍ରମଣକାରୀ ପାକିସ୍ତାନ ୧୭ ରନରେ ପରାସ୍ତ ହୋଇଛି।...

କଙ୍ଗନାଙ୍କ ବିରୋଧରେ ମାନହାନି ମକଦ୍ଦମା: ଜାଭେଦ ଅଖତରଙ୍କ ଷ୍ଟେଟମେଣ୍ଟ ରେକର୍ଡ

ମୁମ୍ବାଇ,୩ା୧୨- ବିଶିଷ୍ଟ ଲେଖକ ଓ ଗୀତିକାର ଜାଭେଦ ଅଖତର ଗୁରୁବାର ଅନ୍ଧେରୀ ମେଟ୍ରୋପଲିଟାନ ମାଜିଷ୍ଟ୍ରେଟ କୋର୍ଟରେ ହାଜର ହୋଇଛନ୍ତି। ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କ ନାମରେ...

ଏକମାତ୍ର ଭାରତୀୟ ଭାବେ ଆଜାରୁଦ୍ଦିନଙ୍କ ନାଁରେ ରହିଛି ଏହି ନିଆରା ରେକର୍ଡ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହମ୍ମଦ ଆଜାରୁଦ୍ଦିନ ୫୮ତମ ଜନ୍ମଦିବସ ପାଳନ କରୁଛନ୍ତି। ଭାରତ ପକ୍ଷରୁ ଟେଷ୍ଟ ଏବଂ ଏକଦିବସୀୟ ମ୍ୟାଚ୍‌ରେ ଅଧିନାୟକ ଦାୟିତ୍ୱ...

ଅର୍ଦ୍ଧଶତକ ହାସଲ କଲେ କ୍ରୀଡା ମନ୍ତ୍ରୀ

କଟକ,୪।୩: ଚଣ୍ଡିଗଡ ଏବଂ ବଙ୍ଗଳା ମଧ୍ୟରେ କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯାଉଥିବା ରଣଜୀ ଟ୍ରଫି ମ୍ୟାଚ୍‌ରେ ଅର୍ଦ୍ଧଶତକ ହାସଲ କରିଛନ୍ତି ପଶ୍ଚିମବଙ୍ଗ କ୍ରୀଡା ମନ୍ତ୍ରୀ ମନୋଜ...

ନିରାଶ କଲେ ଜ୍ୟୋତ୍ସ୍ନା

କାଇରୋ, ୨୯।୧୦ (ପି.ଟି.)- ଭାରତର ଏକ ନମ୍ବର ସ୍କ୍ବାଶ ଖେଳାଳି ଜ୍ୟୋତ୍ସ୍ନା ଚିନ୍ନାପା ସିଆଇବି ପିଏସ୍‌ଏ ମହିଳା ବିଶ୍ୱ ଚାମ୍ପିୟନଶିପ୍‌ର ପ୍ରି-କ୍ୱାର୍ଟର ଫାଇନାଲରୁ ବିଦାୟ ନେଇଛନ୍ତି।...

ପୂର୍ବତନ ଅଧିନାୟକ ଆଝାରୁଦ୍ଦିନଙ୍କ ନାମରେ ଠକାମି ଅଭିଯୋଗ

ନୂଆଦିଲ୍ଲୀ,୨୩।୧- ପୂର୍ବତନ ଭାରତୀୟ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନ ଓ ଅନ୍ୟ ଦୁଇ ଜଣଙ୍କ ନାମରେ ୨୧ ଲକ୍ଷ ଟଙ୍କାର ଠକାମି ଅଭିଯୋଗ ଆସିଛି। କିନ୍ତୁ ଅଭିଯୋଗକୁ...

ଭାରତକୁ ୪ଥର ବିଶ୍ୱ ଚାମ୍ପିଅନ୍‌ କରାଇଥିଲେ ଯୁବରାଜ

ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଷ୍ଟାଇଲିସ୍‌ ଖେଳାଳି ଯୁବରାଜ ସିଂ ଆଜି ୪୦ ବର୍ଷରେ ପଦାର୍ପଣ କରିଛନ୍ତି। ୧୨ ଡିସେମ୍ବର ୧୯୮୧ରେ ଚଣ୍ଡିଗଡ଼ରେ ସେ ଜନ୍ମଗ୍ରହଣ...

Advertisement
Archives

Model This Week