Posted inଖେଳ

ଟପ୍‌ ୧୦କୁ ଫେରିଲେ

ନୂଆଦିଲ୍ଲୀ,୨୨।୧୨: ବିଶ୍ୱ ଚାମ୍ପିୟନଶିପ୍‌ରେ ଐତିହାସିକ ରୌପ୍ୟ ପଦକ ଜିତିବା ପରେ ଟପ୍‌-୧୦କୁ ଫେରିଛନ୍ତି ଭାରତୀୟ ପୁରୁଷ ସିଙ୍ଗଲ୍ସ ବର୍ଗର ଶଟଲର କିଡାମ୍ବି ଶ୍ରୀକାନ୍ତ। ପୂର୍ବ ଅପେକ୍ଷା ୪ଟି ସ୍ଥାନ ଉପରକୁ ଉଠି ୨୮ ବର୍ଷୀୟ ଶଟଲର ୧୦ମ ର଼୍ୟାଙ୍କ ହାସଲ କରିଛନ୍ତି। ଏହା ଦର୍ଶାଇଛି ସଦ୍ୟପ୍ରକାଶିତ ବିଶ୍ୱ ବ୍ୟାଡ୍‌ମିଣ୍ଟନ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌)ର ର଼୍ୟାଙ୍କିଙ୍ଗ୍‌। ସେହିଭଳି ବିଶ୍ୱ ଚାମ୍ପିୟନଶିପ୍‌ରେ ବ୍ରୋଞ୍ଜ ପଦକ ହାତେଇଥିବା ଲକ୍ଷ୍ୟ ସେନ ଦୁଇଟି ସୋପାନ ଉପରକୁ ଉଠି ହାସଲ କରିଛନ୍ତି ୧୭ ତମ ମାନ୍ୟତା। କିନ୍ତୁ ବି ସାଇ ପ୍ରଣୀଥ(୧୮ତମ)ଙ୍କ ମାନ୍ୟତା ଦୁଇଟି ସ୍ଥାନ ତଳକୁ ଖସିଛି।

ମହିଳା ସିଙ୍ଗଲ୍ସ ବର୍ଗରେ ଦୁଇ ଥର ଅଲିମ୍ପିକ୍‌ ପଦକଧାରୀ ପି ଭି ସିନ୍ଧୁ ୭ମ ସ୍ଥାନରେ ରହିଥିବା ବେଳେ ବିଭିନ୍ନ ଆହତ ସମସ୍ୟା ସହ ସଂଘର୍ଷ କରୁଥିବା ସାଇନା ନେହ୍ବାଲ ୨୫ତମ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆପାର୍ଟମେଣ୍ଟ ତଳୁ ମିଳିଲା ମୃତଦେହ

ଭୁବନେଶ୍ୱର,୧୩।୭: ଭୁବନେଶ୍ବର ନୀଳାଦ୍ରି ବିହାର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟ ତଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ।…

ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ପରିବର୍ତ୍ତନ! ମାତ୍ର ୬୭୩ ଟଙ୍କାରେ ମିଳିବ ଗ୍ୟାସ, ଜାଣନ୍ତୁ କେମିତି କରିବେ ବୁକିଂ

ନୂଆଦିଲ୍ଲୀ, ୧୩।୭: ଯଦି ଆପଣ ଛାତ୍ରୀଛାତ୍ର, ଭଡ଼ା ଘରେ ରହୁଛନ୍ତି କିମ୍ବା ଆପଣଙ୍କର କୌଣସି ଛୋଟ କ୍ୟାଫେ ବା ଷ୍ଟଲ ରହିଛି, ତେବେ ଆପଣଙ୍କ ପାଇଁ ଏକ…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

ଟିମ ଇଣ୍ଡିଆକୁ ଫେରିବେ ସୂର୍ଯ୍ୟକୁମାର! ସାମ୍ନାରେ ବଡ଼ ସର୍ତ୍ତ ରଖିଲା BCCI

ନୂଆଦିଲ୍ଲୀ, ୧୩।୭: ୨୦୨୬ ଟି-୨୦ ୱାଲର୍‌ଡ କପ ଟ୍ରଫି ଜିତିବା ସତ୍ତ୍ୱେ ଭାରତୀୟ ଟି-୨୦ ଦଳରୁ ବାଦ୍‌ ପଡ଼ିଥିବା ଷ୍ଟାର୍‌ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏକ…

କଳାହାଣ୍ଡିରେ ପୁଣି କୁମ୍ଭୀର ଆତଙ୍କ ଭାଲୁ ବୁଟୁରା ନାଳରେ କୁମ୍ଭୀର

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ହାତୀନଦୀର ପିଲାସ ଗାଁ ଘାଟ ନିକଟରେ ଗତ କିଛି ଦିନ ତଳେ ଏକ କୁମ୍ଭୀର ଦେଖିବାକୁ ମିଳିଥିବାବେଳେ…

ICC ପ୍ଲେୟାର ଅଫ ଦ ମନ୍ଥ ପାଇଁ ମନୋନୀତ ହେଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୭: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ICC) ପକ୍ଷରୁ ଜୁନ ମାସ ପାଇଁ ‘ପ୍ଲେୟାର ଅଫ ଦ ମନ୍ଥ’ (Player of the Month) ମନୋନୟନ ତାଲିକା…

ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ

କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri